-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||     

HOME   ଜିଲ୍ଲା

ବେଆଇନ ଭାବେ ବିଦ୍ୟାଳୟ ବନ୍ଦକୁ ଅଭିଭାବକ ମହାସଂଘର ବିରୋଧ

14-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ବିଦ୍ୟାଳୟ କମିଟି, ଗ୍ରାମବାସୀ ଓ ଅଭିଭାବକମାନଙ୍କ ସହିତ ବିନା ବିଚାର ବିମର୍ସ ଓ ଆବଶ୍ୟକ ଯୋଗ୍ୟତା ଥିବା ସତ୍ତ୍ୱେ ଅନେକ ବିଦ୍ୟାଳୟକୁ ବନ୍ଦ କରି ଦିଆଯାଇଥିବା ଅଭିଯୋଗ କରି ବଲାଙ୍ଗିର ଅଭିଭାବକ ମହାସଂଘ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ପ୍ରାକୃତିକ ବିପର୍ଯ୍ୟୟ ଓ ବନ୍ୟଜନ୍ତୁ ପ୍ରାଦୁର୍ଭାବ ଅଞ୍ଚଳରେ ମଧ୍ୟ ଛୁଆମାନଙ୍କ ଜୀବନକୁ ବିପଦ ମୁହଁକୁ ଠେଲି ଦେଇଥିବା ଅଭିଯୋଗ କରିଛନ୍ତି ଅଭିଭାବକ ମହାସଂଘ । ପୁଇଁନ୍ତଲା ବ୍ଲକର ମହାକୁରପାଲିରେ ୨୨ ଛାତ୍ର ଛାତ୍ରୀ ଥିବା ସତ୍ତ୍ୱେ ସ୍କୁଲକୁ ବନ୍ଦ କରି ୪ କିମି ଦୂରତା, ରାଜପଥରେ ଅଧା କିଲୋମିଟର ଦୂରତାକୁ ଅତିକ୍ରମ କରିବାକୁ ବିରୋଧ କରି ଗ୍ରାମବାସୀ ଜିଲ୍ଲାପାଳଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି । ଆବଶ୍ୟକ ଯୋଗ୍ୟତା ଥିବା ସତ୍ତ୍ୱେ ଝାର ବଲାଙ୍ଗିରର ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍ଥାନାନ୍ତରକୁ ବିରୋଧ କରି ଲଳିତ ମୋହନ ମିଶ୍ର ଓ ଗ୍ରାମର ଅନ୍ୟ ଗ୍ରାମବାସୀ ଜିଲ୍ଲାପାଳଙ୍କୁ ଲିଖିତ ଆକାରରେ ଜଣେଇଛନ୍ତି । ବିନା ବିଚାର ବିମର୍ସରେ ଆବଶ୍ୟକ ଯୋଗ୍ୟତା ଥାଇ ବିଦ୍ୟାଳୟ ସବୁ ବନ୍ଦ କରାଯିବାକୁ ଅଭିଭାବକ ମହାସଂଘ ଘୋର ବିରୋଧ କରିବା ସହିତ ପୁନଃ ବିଚାର ପାଇଁ ବଲାଙ୍ଗିର ଜିଲ୍ଲା ଆବାହକ ଚକ୍ରପାଣି ମିଶ୍ର ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026

You Might Also Like