-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ଜିଲ୍ଲା

ଲେଖିକା ମୀରା ବେଉରା ସମ୍ବର୍ଦ୍ଧିତ

27-Sep-2023



କଟକ (ପ୍ରେରଣା ଖବର ): ସାରସ୍ବତ ସମାରୋହ ସମିତି ସାଲେପୁର କଟକ ପକ୍ଷରୁ ଆୟୋଜିତ ହୋଇଥିବା ଅନୁଷ୍ଠାନର ୨୨ତମ ସ୍ଵନକ୍ଷତ୍ର ଉତ୍ସବ ସାଲେପୁର ହାଇସ୍କୁଲ ଅଡିଟରୀୟମ ଠାରେ ଅନୁଷ୍ଠିତ ହୋଯାଇଅଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା କଟକ ଜିଲ୍ଲାପାଳ ଡ଼ଃ ଭବାନୀ ଶଙ୍କର ଚଇନି, ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିବା କବି ଅଭୟ ନୟକ୍, ବିଶିଷ୍ଟ ଅତିଥି ଭାବେ ଯୋଗଦେଇଥିବା ସଂସ୍କୃତି ସାହିତ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ମଧୂସୁଦନ ଦାଶ ଓ ଅନୁଷ୍ଠାନ ର ସଭାପତି ସାମ୍ୱାଦିକ ଅକ୍ଷୟ କୁମାର ଦାଶ, ସଂପାଦକ ବିଷ୍ଣୁ ଚରଣ ମିଶ୍ର ଙ୍କ ଦ୍ଵାରା ଲେଖିକା ତଥା ସମାଜସେବୀ ପ୍ରାବନ୍ଧିକl ମୀରା ବେଉରାଙ୍କୁ ଡାକ୍ତର ରୁକ୍ମଣୀ

ଦେବୀ ସାହିତ୍ୟ ପ୍ରତିଭା ସମ୍ମାନ ରେ ସମ୍ମାନିତ କରା ଯାଇଥିଲା।ଏହା ସହ କବି ମଧୁସୂଦନ ଦାସଙ୍କୁ ସାରସ୍ଵତ ସାହିତ୍ୟ ସମ୍ମାନ , ଗାଳ୍ପିକା ପ୍ରେମଲତା ବେହେରା ଙ୍କୁ ସାରସ୍ବତ ଗଳ୍ପ ସମ୍ମାନ, ନାଟ୍ୟକାର ସନ୍ତୋଷ କୁମାର ମହାପାତ୍ରଙ୍କୁ

ସାରସ୍ବତ କଳା ସମ୍ମାନ ଓ କବି ସରୋଜ କୁମାର ସାହୁ ଙ୍କୁ ସାରସ୍ବତ କବିତା ସମ୍ମାନ ଅନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଥିଲା।। ପୁରସ୍କାର ସ୍ୱରୂପ ମାନପତ୍ର, ଉପଢୌକନ ଓ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଧିତ କରାଯାଇଥିଲା।।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like