-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଶାନ୍ତିକୁଞ୍ଜ ଦ୍ଵାରା ତିନି ଦିବସୀୟ କର୍ମକାଣ୍ଡ,ଢପାଲି ଏବଂ ସଙ୍ଗୀତ ପ୍ରଶିକ୍ଷଣ ଶିବିର

28-Sep-2023



ରୁପ୍ରାରୋଡ ୨୮/୦୯(ସଞ୍ଜିବ ଦାସ )
ରୁପ୍ରରୋଡ଼ ଧର୍ମଶାଳା ଠାରେ ଏକ ତିନି ଦିବସୀୟ କର୍ମକାଣ୍ଡ,ଢପାଲି ଏବଂ ସଙ୍ଗୀତ ପ୍ରଶିକ୍ଷଣ ଶିବିର ଶାନ୍ତିକୁଞ୍ଜ ହରିଦ୍ଵାର ପ୍ରତ୍ୟକ୍ଷ ତତ୍ବାବଧାନରେ ତଥା ଗାୟତ୍ରୀ ପରିବାର କଳାହାଣ୍ଡି,  ଗାୟତ୍ରୀ ଶକ୍ତି ପୀଠ ରୁପ୍ରରୋଡ ଏବଂ ନର୍ଲା ବ୍ଲକ୍ ସମନ୍ଵୟ ସମିତି ଙ୍କ ସହଯୋଗ ରେ ଅନୁଷ୍ଠତ ହେଇଥିଲା ଏହି କାର୍ଯ୍ୟକ୍ରମ କୁ ପ୍ରଶିକ୍ଷଣ ଦେବା ପାଇଁ ଶାନ୍ତିକୁଞ୍ଜ ରୁ ଋଷିପୁତ୍ର ବରିଷ୍ଠ ପ୍ରଶିକ୍ଷକ ତଥା ସାଧକ ଶ୍ରୀଯୁକ୍ତ ରବୀନ୍ଦ୍ର ଗୌଡା ମହୋଦୟ ଆସିଥିଲେ ତାଙ୍କ ସହିତ ସ୍ଥାନୀୟ କାର୍ଯ୍ୟକର୍ତ୍ତା ତଥା ନର୍ଲା ସମନ୍ଵୟ ସମିତି ଯୁବାଧକ୍ଷ ଶ୍ରୀଯୁକ୍ତ ଗଣେଶ ପୃଷ୍ଟି ଏବଂ ଶ୍ରୀଯୁକ୍ତ ଦେବେନ୍ଦ୍ର ବିଶ୍ୱାଲ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ନର୍ଲା, ମ.ରାମପୁର , କର୍ଲାମୁଣ୍ଡା,କେସିଙ୍ଗା, ଭବାନୀପାଟଣା ଆଦି ବ୍ଲକ୍ ର ପ୍ରାୟ ୭୨ ଜଣ ପୁରୁଷ ଏବଂ ୪୨ ମହିଳା ପ୍ରଶିକ୍ଷଣ ନେଇ ଥିଲେ । ଏହି କାର୍ଯ୍ୟକ୍ରମ କୁ କଳାହାଣ୍ଡି ଗାୟତ୍ରୀ ପରିବାର ସମନ୍ଵୟ ସମିତି ମୁଖ୍ୟ ସଂଯୋଜକ ଶ୍ରୀଯୁକ୍ତ ତପନ କୁମାର ସାହୁ, ବ୍ଲକ୍ ସମନ୍ଵୟ ସମିତି ମୁଖ୍ୟ ସଂଯୋଜକ ଶ୍ରୀଯୁକ୍ତ ଅନିଲ ଅଗ୍ରୱାଲ ( ହଡୋଦିଆ) ,ସହ ସଂଯୋଜକ ତୀର୍ଥ ବୁଦ୍ଧିଆ, ରୁପ୍ରାରୋଡ ଗାୟତ୍ରୀ ଶକ୍ତିପୀଠ ମୁଖ୍ୟ ଟ୍ରଷ୍ଟି ଅନିଲ କୁମାର ଅଗ୍ରୱାଲ ,କୋଷାଧ୍ୟକ୍ଷ ସୁରେଶ ଅଗ୍ରୱାଲ , ମୋହନ ପୁଟେଲ ତଥା ସମସ୍ତ ଟ୍ରଷ୍ଟ ସଦସ୍ୟ ଏବଂ ଗାୟତ୍ରୀ ପରିବାର ର ସମସ୍ତ ପରିଜନ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like