-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ରାଜନୀତି

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କ ହସ୍ତକ୍ଷେପ ପରେ ବିଦ୍ୟାଳୟରେ ନୂତନ ଗୃହ କାର୍ଯ୍ୟ ଆରମ୍ଭ

28-Sep-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ଦେଉଳ ଗାଁ ପଞ୍ଚାୟତ ଅଧିନସ୍ଥ ବରପିଟା ଗାଁ ରେ ବିଦ୍ୟାଳୟ ଶ୍ରେଣୀ ଗୃହ ଅଭାବ ରହିଛି। ସେଥିପାଇଁ ବରପିଟା ଗ୍ରାମବାସୀ ଅନେକ ଥର ଗୁହାରି କରିଥିଲେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନେଇନଥିଲେ। ସେଥିପାଇଁ ସେମାନେ ବିଦ୍ୟାଳୟ ରେ ତାଲା ପକାଇ ଦୁଇ ଦିନ ଧରି ଧାରଣା ଦେଇଥିଲେ। ଛାତ୍ରଛାତ୍ରୀ ଙ୍କ

ପାଠ ପଢ଼ିବା ରେ ବାଧାପ୍ରାପ୍ତ ହୋଇଥିବାରୁ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଖବର ପାଇ ଗତକାଲି ଘଟଣାସ୍ଥଳରେ ପହଞ୍ଚି ବିଦ୍ୟାଳୟ ର ସୁବିଧା ଅସୁବିଧା ନୀରିକ୍ଷଣ କରି ଗ୍ରାମବାସୀଙ୍କୁ ଦୃଢ଼ ପ୍ରତିଶ୍ରୁତି ଦେଇ ଆନ୍ଦୋଳନ ପ୍ରତ୍ୟାହୃତ କରାଇଥିଲେ। ଶ୍ରୀ ବିଶି ୨୪ ଘଣ୍ଟା ମଧ୍ୟରେ ବିଦ୍ୟାଳୟ ନୂତନ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ଓ ମୁଁ ମୋ ସାଂସଦ ପାଣ୍ଠିରୁ ପାଞ୍ଚଲକ୍ଷ ଟଙ୍କା ଅନୁଦାନ ଦେବି ବୋଲି କହିଥିଲେ।ତାଙ୍କ କହିବା ଅନୁସାରେ ଆଜି ବ୍ଳକ ପ୍ରଶାସନିକ ଅଧିକାରୀ ଯାଇ ପୁରୁଣା ଘର ଭାଙ୍ଗି ନୂତନ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କ ଏଭଳି ମନୋଭାବ ପାଇଁ ଲୋକମାନେ ଅନେକ ପ୍ରଶଂସା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like