-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜୀବନଶୈଳୀ

୧୯୮୯ ପି.ପି. ଏକାଡେମୀ ମେଟ୍ରିକ ବ୍ୟାଚ୍ ପୂରାତନ ଛାତ୍ର ମାନଙ୍କ  ବୈଠକ  ଡିସେମ୍ବର ୨୭ରେ ହେବାକୁ ଥିବା ବନ୍ଧୁ ମିଳନ ପାଇଁ ବିଭିନ୍ନ ପ୍ରସ୍ତାବ ଗୃହୀତ

14-Dec-2020



ବଲାଙ୍ଗୀର, (ପ୍ରେରଣା ଖବର)- ୧୯୮୯ ପି.ପି. ଏକାଡେମୀ ମେଟ୍ରିକ ବ୍ୟାଚ ର ପୂରାତନ ଛାତ୍ର ମାନଙ୍କ ଏକ ବୈଠକ ସ୍ଥାନୀୟ ଟିକ୍ରାପଡା ଗାନ୍ଧୀ ପାଠାଗାର ଠାରେ ଅନୁଷ୍ଠିତ ହୋଇଥିଲା । ଆସନ୍ତା ଡିସେମ୍ବର ୨୭ ତାରିଖ(ରବିବାର)ଦିନ ଜେଆଇଟିଏମ୍ କଲେଜ ପଛପଟ ଫାର୍ମ ହାଉସ ଠାରେ ଏକ ବନ୍ଧୁମିଳନ ଓ ଭୋଜିର ଆୟୋଜନ କରାଯିବା ପାଇଁ ସ୍ଥିରୀକୃତ ହୋଇଛି । ୧୯୮୯ ବ୍ୟାଚ୍ ର ପୂରାତନ ଛାତ୍ର ଅନୀଲ ନନ୍ଦଙ୍କ ଫାର୍ମ ହାଉସରେ ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟଜିତ ହେବାକୁ ଥିବା ବେଳେ ସରକାରଙ୍କ ସମସ୍ତ କୋଭିଡ ଗାଇଡଲାଇନ୍‌କୁ ପାଳନ କରାଯାଇ କାର୍ଯ୍ୟକ୍ରମ ଆୟୋଜିତ କରାଯିବାକୁ ନିଷ୍ପତ୍ତି ହୋଇଛି । ଆଜିର ବୈଠକରେ ସ୍କୁଲର ବହୁ ପୁରାତନ ଛାତ୍ର ଯୋଗ ଦେଇ ନେଇ ନିଜ ଛାତ୍ର ସମୟର ଅଭୁଲା ସ୍ମୃତିକୁ ମନେ ପକାଇ ଥିଲେ । ପୁରାତନ ଛାତ୍ର ରିତୁରାଜ ସିଂହଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବହୁ ଛାତ୍ର ଯୋଗ ଦେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ୧୯୮୯ ବ୍ୟାଚ୍‌ର ଜଣେ ଛାତ୍ର  ସଡକ ଦୁର୍ଘଟଣାରେ ବର୍ତ୍ତମାନ କୋମା ଅବସ୍ଥାରେ ରହିଥିବା ବେଳେ ତାଙ୍କ ଘରକୁ ଯାଇ ସାକ୍ଷାତ କକରିବା ସହ କିଛି ସହଯୋଗର ହାତ ବଢ଼ାଇବା ପାଇଁ ପ୍ରସ୍ତାବ ଆଗତ ହୋଇଥିଲା । ଖୁବଶୀଘ୍ର ଏକ ଫେମିଲି ପିକ୍‌ନିକ୍ ଆୟୋଜନ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଗତ ବର୍ଷ ମଧ୍ୟ ଡିସେମ୍ବର ମାସରେ ବ୍ୟାଚ୍ ପିକ୍‌ନିକ୍ ସଫଳତାର ସହ ଅନୁଷ୍ଟିତ ହୋଇଥିବାରୁ ଆବାହକ ରିତୁରାଜ ସିଂହ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ଚଳିତ ବର୍ଷ ଭୋଜିରେ ସ୍କୁଲର ସମସ୍ତ ପୁରାତନ ଛାତ୍ର ମାନଙ୍କୁ ଏଥିରେ ଯୋଗ ଦେବା ପାଇଁ ଅନୁରୋଧ କରାଯାଉଛି । ବନ୍ଧୁ ମିଳନ କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ଦାୟିତ୍ର ବଂଟନ କରାଯାଇଥିଲା ।

 ଏଥିପାଇଁ ୧୯୮୯ ବ୍ୟାଚ୍ ଛାତ୍ର ମାନଙ୍କ ଠାରୁ ଭୋଜି ଦେୟ/ଡୋନେସନ ପାଇଁ ଅନୁରୋଧ କରାଯାଛି । ଆଗାମୀ ଦିନରେ ଏହି ବ୍ୟାଚ୍‌ର ସମସ୍ତ ପୁରାତନ ଛାତ୍ର ଏକତ୍ରିତ ହୋଇ କିଛି ଗଠନମୂଳକ ଓ ସାମାଜିକ କାର୍ଯ୍ୟ କରିବା ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା । ଏହି ବୈଠକରେ ୧୯୮୯ମେଟ୍ରିକ ବ୍ୟାଚର ପୂରାତନ ଛାତ୍ର ଅଜିତ ପଣ୍ଡା, ସନ୍ତକ ବହିଦାର, ପବିତ୍ର ନେପାକ, ପ୍ରଦୀପ କୁମାର ଦାସ, ଦାରାସିଂହ ମେହେର,  ଅନୀଲ ନନ୍ଦ, ରଘୁ ନନ୍ଦନ ସିଂହ, ରିତୁରାଜ ସିଂହ, ସାନ୍ତନୁ ମହାକୁଡ, ବିଶ୍ୱମୟ ପୂଜାରୀ, ନରସିଂହ ମହାଣା,ଜ୍ୟୋତିପ୍ରକାଶ ଦୀପ,  ତ୍ରିନାଥ ବେହେରା, ଭାଗିରଥୀ ସେଠ, ଆନନ୍ଦ ମିଶ୍ର, ଜଗଦିଶ ସାହୁ, ଶ୍ରୀଧର ନାଏକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ