-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଆସନ୍ତା ୨ ତାରିଖ ଗାନ୍ଧୀ ଜୟନ୍ତୀ ରୁ ଜିଲ୍ଲାରେ ବୁଲିବ ସାଇବାର କ୍ରାଇମ ସଚେତନତା ରଥ

28-Sep-2023



 ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):- ସାଇବାର କ୍ରାଇମ ରୁ ଛୋଟ ପିଲା ସ୍କୁଲ କଲେଜ ପୁଅ ଝିଅ, ଯୁବକ ଯୁବତୀ, ପୁରୁଷ ମହିଳା, ବୃଦ୍ଧ ଵୃଦ୍ଧା ସମସ୍ତ ବର୍ଗ ର ଲୋକ ଙ୍କୁ  ଧମକ ଲୁଣ୍ଠନ ବ୍ଲାକ ମେଲ ସର୍ବୋପରି ମୃତ୍ୟୁମୁଖରୁ ରୁ ବଞ୍ଚାଇବା ପାଇଁ ଓଡିଶା ପୋଲିସ ତଥା କ୍ରାଇମ ବ୍ରାଞ୍ଚ ପକ୍ଷ ରୁ ଆସନ୍ତା ୨ତାରିଖ ଗାନ୍ଧୀ ଜୟନ୍ତୀ ଦିନ ଠାରୁ ସାରା ରାଜ୍ୟ ରେ  ସବୁ ଜିଲ୍ଲାରେ ୩୪ ଗୋଟି ସଚେତନତା ରଥ ପରିକ୍ରମl କରିବ ବୋଲି ଆଜି ସନ୍ଧ୍ୟାରେ ଜିଲ୍ଲା ପୋଲିସ ଅଫିସ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ରେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା ସୂଚନା ଦେଇଛନ୍ତି l ୧ ତାରିଖ ଦିନ ସୁବର୍ଣ୍ଣପୁର ଜିଲ୍ଲା ରେ ଏହି ରଥ ପହଂଚିବା ପରେ ୨ ତାରିଖରୁ ୧୪ ତାରିଖ ଯାଏ  ଜିଲ୍ଲା ସଦର ମହକୁମା ସମେତ  ସମସ୍ତ  ବ୍ଲକ ଓ ଗାଁ ମାନଙ୍କ ରେ ବିଭିନ୍ନ ସମାଜସେବୀ ଅନୁଷ୍ଠାନ, କ୍ଲବ, ଏନ ଜିଓ, ମିଶନ ଶକ୍ତି, ସ୍ବେଛାସେବୀ ଙ୍କ ସହଯୋଗରେ ସ୍କୁଲ କଲେଜ ରାସ୍ତା ଘlଟରେ ପଥପ୍ରାନ୍ତ ନାଟକ ଗୀତ ନାଚ  ଓ ପ୍ରବନ୍ଧ  କୁଇଜ ପ୍ରତିଯୋଗିତା ମlଧ୍ୟମରେ ସଚେତନ କରାଯିବ ବୋଲି ଶ୍ରୀ ପଣ୍ଡା କହିଛନ୍ତି l ପୂର୍ବରୁ ଆୟୋଜନ ହୋଇଥିବା ପରି ରଥ ଓ ହକି ରଥ ଭଳିଆ ସାରା ଜିଲ୍ଳା ସାରା ରାଜ୍ୟ ରେ ଧୁମ ଧାମ ରେ ଏହା କୁ ଏକ ଜିଲ୍ଲା ଉତ୍ସବ ଭଳି ପାଳନ କରାଯିବ l ତେଣୁ ଏହାର ସୁଦୂର

ପ୍ରଚାର ପ୍ରସାର ଓ ସଫଳ କରିବା ପାଇଁ ଜିଲ୍ଲା ର ସମସ୍ତ ମିଡ଼ିଆ ଓ ସମସ୍ତ ସ୍ବେଛାସେବୀ ଅନୁଷ୍ଠାନ, ବୁଦ୍ଧିଜୀବୀ, ଜିଲ୍ଲା ବାସୀ ଙ୍କୁ  ମିଡ଼ିଆ ଜରିଆରେ ଏସପି ଶ୍ରୀ ପଣ୍ଡା ଆଜି ନିବେଦନ କରିଛନ୍ତି l ଏବଂ ପରି ରଥ, ହକି ରଥ କାର୍ଯ୍ୟକ୍ରମ ରେ ଯେମିତି ସମସ୍ତ ଙ୍କ ସହଯୋଗ ରେ ସର୍ବୋଚ୍ଚ ନମ୍ବର ରେ ପୁରସ୍କୃତ ହୋଇ ଜିଲ୍ଲା ର ଗୌରବ ଆଣିଥିଲା ପୂର୍ବ ର ସେଇ ରେକର୍ଡକୁ ବଜାୟ ରଖିବାକୁ  ଉଦ୍ୟମ ଜାରି ରଖିବା ବୋଲି ମଧ୍ୟ ଏସପି କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like