-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଜିଲ୍ଲା

ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ

28-Sep-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଖେଳିଯାଇଛି। ପ୍ରଥମେ ଜ୍ୱର କିଛିଦିନ ହେବା ପରେ ଦେହରେ ପାଣି ଫୋଟକା ହେବା ସହ ତାହା ଫାଟିଯାଇ ଦେହସାରା ଘା ହେଇଯାଉଛି। ପ୍ରଚଣ୍ଡ ଯନ୍ତ୍ରଣାରେ ରୋଗୀ ନାହିଁ ନ ଥିବା କଷ୍ଟ ଭୋଗୁଛନ୍ତି। ଏଭଳି ଦିନେ କି ଦୁଇ ଦିନ ନୁହଁ ପ୍ରାୟ ମାସେ ହେଲା ଉକ୍ତ ଅଞ୍ଚଳରେ ଜଣକ ପରେ ଜଣଙ୍କୁ ଏହି ରୋଗରେ ପୀଡିତ ହେଉଥିବା ଗ୍ରାମବାସୀ କହିଛନ୍ତି। ସେମାନେ ଏହି ରୋଗ ସମ୍ପର୍କରେ କିଛି ଅନୁଭୂତି ନ ଥିବା ଓ ଅଞ୍ଚଳରେ ଏଭଳି ପ୍ରଥମଥର ପାଇଁ ହେଉଥିବାରୁ ତାହା ଅଜଣା ରୋଗ ବୋଲି କହିଛନ୍ତି। ଅର୍ଥାଭାବ ଯୋଗୁଁ ଲୋକେ  ଡାକ୍ତରଖାନା ଯାଇ ପାରୁ ନାହାନ୍ତି। କିଛି ଲୋକ ଏହି ଅଜଣା ରୋଗକୁ ବସନ୍ତ, ମିଳିମିଳା ଭାବି ଘରୋଇ ଚିକିତ୍ସା କରୁଛନ୍ତି। କିଛି ଲୋକ ଝଡାଫୁଙ୍କା କରି ପୂଜାର୍ଚ୍ଚନା କରୁଥିବା ମଧ୍ୟ ଦେଖାଯାଇଛି। ଉକ୍ତ ଅଞ୍ଚଳରେ ଦୀର୍ଘ ଦିନ ହେଲା ପାଇପ ଯୋଗେ ଜଳ ଯୋଗାଣ କରାଯିବା ପାଇଁ ପାଇପ ବିଛାଯାଇଥିଲେ ସୁଦ୍ଧା ଜଳ ଯୋଗାଣ କରାଯାଉ ନାହିଁ, ଯାହା ଫଳରେ ଲୋକେ ନିକଟସ୍ଥ ଚୁଆଁ  ପାଣିରେ ଗାଧୋଇବା ସହ ପିଇବା ପାଇଁ କୂଅ ପାଣି ବ୍ୟବହାର କରୁଥିବା ଗ୍ରାମର ଜଳେଶ୍ୱର ପ୍ରଧାନ, ପରମେ ପ୍ରଧାନ, ରଞ୍ଜନ ଦିଗାଲ ପ୍ରମୁଖ କହିଛନ୍ତି। ଏନେଇ ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଇନଚାର୍ଜ ଡାକ୍ତର ଅବିନାଶ ମଲ୍ଲିକ କହିଛନ୍ତି ଯେ, ଉକ୍ତ ଅଞ୍ଚଳରେ ଯେଉଁମାନେ ଚର୍ମ ଜନିତ ରୋଗି ସେମାନଙ୍କୁ ଚିକିତ୍ସା କରାଯାଉଛି। ଯୋଉଟା ଏଠି ସମ୍ଭବ ହେଉନି ସେମାନଙ୍କୁ ଅନ୍ୟତ୍ର ଚିକିତ୍ସା ପାଇଁ ପଠାଯାଉଛି କିନ୍ତୁ ଲାଦାମାଲା ଗ୍ରାମରେ ବହୁ ଶିଶୁଙ୍କୁ ଏଭଳି ରୋଗ ହୋଇଥିବା ତାଙ୍କ ନିକଟରେ କୌଣସି ଖବର ନ ଥିବା କହିଛନ୍ତି। ଭ୍ରାମ୍ୟମାଣ ଚିକିତ୍ସା ଦଳର ଡାକ୍ତର ଅମ୍ବିକା ପ୍ରସାଦ ଶତପଥି କହିଛନ୍ତି ଯେ, ଏବେ ଚାରିଆଡେ ଏଭଳି କାଛୁ କୁଣ୍ଡିଆ ରୋଗ ଚାଲିଛି ତେଣୁ ଏହା କୌଣସି ଅଜଣା ରୋଗ ନୁହଁ । ଡାକ୍ତର ଖାନାରେ ପହଞ୍ଚିଲେ ସହଜରେ ରୋଗି ଭଲ ହୋଇପାରିବ ବୋଲି ସେ କହିଛନ୍ତି। ରୋଗକୁ ନେଇ କେହି ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like