-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଘେନୁପାଲିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ ଉତ୍ସବ

29-Sep-2023




ସମ୍ବଲପୁର ରୁ ସଂଜୀବକୁମାରପାଣିଗ୍ରାହୀ 
ସମ୍ବଲପୁର:ଶିଶୁ ବିକାଶ ଯୋଜନା ଯୁଯୋମୁରା ପକ୍ଷରୁ ଆଜି ଘେନୁପାଲି  ପଞ୍ଚାୟତ ରାଜୀବ ଭବନ ଠାରେ ପ୍ରକଳ୍ପ ସ୍ତରୀୟ ଷଷ୍ଟ ପୋଷଣ ମାସ ଉତ୍ସବ ପାଳିତ ହୋଇ ଯାଇଛି। 
       ଆୟୋଜିତ ଉତ୍ସବରେ ଯୁଯୋମୁରା ବ୍କକ ଅଧ୍ୟକ୍ଷା ମମତା ନାଏକ ମୁଖ୍ୟଅତିଥି, ବିଡିଓ ନିଳାମ୍ବର ମହାନନ୍ଦ,ପତଙ୍ଗ ସଂଯୋଜକ ଭୋଜରାଜ ଭୋଇ, ଘେନୁପାଲି ସମିତି ସଭ୍ୟା ଗୀତାଞ୍ଜଳି ପ୍ରଧାନ,ୟୁନିସେଫର ଜିଲ୍ଲା ସଂଯୋଜିକା ସୁନିତା ତ୍ରିପାଠୀ,ପଡିଆବାହାଲ ଆୟୁଷ ଡାକ୍ତର ମମତା ମୟୀ ପୁରୋହୀତ ଓ ସ୍ଥାନୀୟ ଶିକ୍ଷୟତ୍ରୀ ମାନେ ସମ୍ମାନୀତ ଅତିଥି ଭାବେ ଯୋଗଦାନ କରି ପୁଷ୍ଟିକର ଓ ସୁଷମ ଖାଦ୍ୟର ଉପକାରିତା ଉପରେ ବିଷଦ ଆଲୋଚନା କରିଥିଲେ । ଏହି ଅବସରରେ ପୁଷ୍ଟିକର ଖାଦ୍ୟ ଗୁଡିକର ପ୍ରଦର୍ଶନୀ ହେବା ସହିତ ବିଭିନ୍ନ ସାଂସ୍କୃତିକ ସଚେତନାତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆୟୋଜିତ ଉତ୍ସବରେ ବିଭିନ୍ନ କୃତୀ ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହାକୁ ଆରତୀ ନାୟକ ପରିଚାଳନା କରିଥିବା ବେଳେ ଶେଷରେ ଶିଶୁ ବିକାଶ ଯୋଜନା ଅଧିକାରୀ ସବିତା ନାୟକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026

You Might Also Like