-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ଜିଲ୍ଲା

ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ

29-Sep-2023



 

ସମ୍ବଲପୁର : (ସଂଜୀବକୁମାରପାଣିଗ୍ରାହୀ) -ଯୁଯୋମୁରା ବ୍ଲକ ଡଙ୍ଗରପଡା ପଞ୍ଚାୟତର ଡଙ୍ଗରପଡା  ଠାରେ ଆଜି ଅନନ୍ତମୁଖୀ ପୂଜା ଓ ଭଗବତ ଜନ୍ମ ଉତ୍ସବ ପାଳିତ ହୋଇ ଯାଇଛି। ପଣ୍ଡିତ ଶାସ୍ୱତ ବଡପଣ୍ଡାଙ୍କ ପୌରହିତ୍ୟରେ ପୂଜାତ୍ସୋବ ପାଳିତ ହୋଇଥିବା ବେଳେ ଏଥିରେ ପ୍ରିୟ ରଞ୍ଜନ ବଡପଣ୍ଡା ଓ ସ୍ମୃତିରେଖା ବଡପଣ୍ଡା ସସ୍ତ୍ରୀକ କର୍ତ୍ତା ଦାୟିତ୍ୱ ସଂପର୍ନ୍ନ କରିଥିଲେ । ଏଥିରେ ରାଜାରାମ ପାଢୀ,ସୁବାସ ଚନ୍ଦ୍ର ପଣ୍ଡା, ସୁଧାଂଶୁ ଶେଖର ପଣ୍ଡା,ଭିଷ୍ମଦେବ ପଣ୍ଡା,ନାରାୟଣ ପଣ୍ଡା, ନିର୍ମଳ କୁମାର ପାଢୀ,ବିମଲେନ୍ଦୁ ମିଶ୍ର,ସନ୍ତୋଷ ଶର୍ମା,ଦୟାସାଗର ପଣ୍ଡା,ସୁଧିର ପଣ୍ଡା,ଅୟସ କାନ୍ତ ବଡପଣ୍ଡା,ପ୍ରମୂଖ ବ୍ରାହ୍ମଣ ଶ୍ରୀମଦ୍ ଭାଗବତର ବିଭିନ୍ନ ଅଧ୍ୟାୟ ପାଠ କରିଥିଲେ।  ସମାଜସେବୀ ଦିଲ୍ଲିପ କୁମାର ପଣ୍ଡାଙ୍କ ସଂଯୋଜନାରେ ଏହାକୁ ଗ୍ରାମର ବଂଶିଧର ବେହେରା,ମହେଶ ପୁରୋହୀତ,ଗଙ୍ଗାଧର ସାହୁ ଓ ମହିଳା ମାନେ ଏଥିରେ ସହଯୋଗ କରିଥିଲେ । ପୁର୍ଣ୍ଣାହୁତି ପରେ ସମସ୍ତଙ୍କ ଭକ୍ତଜନଙ୍କୁ ଅନ୍ନ ଭୋଜନରେ ଆପ୍ୟାୟିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like