-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ

29-Sep-2023



ପାଟଣାଗଡ଼ ସରକାର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଖେଳ କୁଦ ପାଇଁ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହଯୋଗ କରି ଆସୁଛନ୍ତି । କ୍ରିଡ଼ାକୁ ତୃଣମୂଳ ସ୍ତରରେ ମଜଭୂତ କରିବା ପାଇଁ ବିଭିନ୍ନ ଯୋଜନା ମାନ ତିଆରି କରିଛନ୍ତି । ଆଜି ଏହି ପରିପ୍ରେକ୍ଷୀରେ ପାଟଣାଗଡ଼ ବ୍ଳକ ମୁଣ୍ଡୋମହୁଲ ପଞ୍ଚାୟତ ଅନ୍ତର୍ଗତ  ଆଦିବାସୀ ହାଇସ୍କୁଲ ମନାଇପାଦ ପଡିଆ ଠାରେ ବ୍ଳକସ୍ତରିୟ ଶାରଦୀୟ  କ୍ରିଡା ଦ୍ଵିତୀୟ ଦିନରେ ଅନୁଷ୍ଠିତ ହୋଇଛି।  ପ୍ରଥମେ ମା ବୀଣାପାଣିଙ୍କ  ଫଟୋଚିତ୍ରରେ ଧୂପ ଦୀପ ଦେଇ ପୂଜା ଅର୍ଚ୍ଚନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପାଟଣାଗଡ଼ ବ୍ଲକ ଅତିରିକ୍ତ ଶିକ୍ଷା  ଅଧିକାରୀ ରତନ ଧରୁଆ ଏବଂ ମୁଖ୍ୟ ବକ୍ତା ଭାବେ ଜିଲ୍ଲା ଓଷ୍ଠା ସମ୍ପାଦକ କୁଶଧ୍ୱଜ ସାହୁ ଯୋଗଦେଇଥିଲେ ।  ଆଦିବାସୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ଗରୁଡ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ମଞ୍ଚାସିନ ଅତିଥି ମାନଙ୍କ ଉପସ୍ଥିତରେ ପାରମ୍ପରିକ ସଙ୍ଗୀତ ଆଦିବାସୀ ହାଇସ୍କୁଲର ଛାତ୍ରୀ ମାନଙ୍କ ଦ୍ଵାରା ସଙ୍ଗୀତ ଗାନ କରି ସ୍ଵାଗତ ଜଣାଇ କାର୍ଯ୍ୟ କ୍ରମକୁ ଆଗେଇ ନେଇଥିଲେ । ମୁଖ୍ୟ ବକ୍ତା ତାଙ୍କର ବକ୍ତବ୍ୟରେ କହିଥିଲେ ଯେ ଖେଳ ପ୍ରତି ଆକର୍ଷିତ ହୋଇ ଖେଳୁଆଡ ଭାବନା ନେଇ ଜିଲ୍ଲା ସ୍ତରରୁ ରାଜ୍ୟସ୍ତରକୁ ପହଞ୍ଚିବା ଆମ ଜିଲ୍ଲା ଆମ ବିଦ୍ୟାଳୟ ନାଁ କରାଇବା ଖେଳରେ ଗୋଟିଏ ଦଳ ନିଶ୍ଚିତ ଭାବରେ ଜିତେ ଆଉ ଗୋଟିଏ ଦଳ ହାରେ । ଆମେ କ୍ରିଡ଼ା ସଂସଦିୟ ନିୟମକୁ ମାନି ଚଳିଲେ ଉତ୍ତମ ଖେଳାଳି ପରିଚୟ ସୃଷ୍ଟି କରିବା । ସମସ୍ତ ଖେଳାଳି ମାନଙ୍କୁ ଏବଂ ଶାରିରୀକ ଶିକ୍ଷକ ମାନଙ୍କୁ ଉଦବୋଧନ ଦେଇଥିଲେ । ଏହି କ୍ରିଡ଼ା ଶିବିରରେ ୨୭  ବିଦ୍ୟାଳୟ ରୁ ୪୧୫

ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ଅପରାହ୍ନରେ କବାଡି ଓ ଖୋ-ଖୋ ଖେଳରେ ୧୪ବର୍ଷରୁ କମ୍ ଓ ୧୭ବର୍ଷ କମ୍ ବାଳକ, ବାଳିକା  ମାନଙ୍କ ଦ୍ଵାରା କବାଡି ଓ ଖୋ-ଖୋ ଖେଳ ଆରମ୍ଭ ହୋଇଥିଲା । ମଞ୍ଚ ପରିଚାଳନା କରିଥିଲେ ପ୍ରଫୁଲ୍ଲ ସିଂ ମଞ୍ଚାସୀନ ସମ୍ମାନିତ ଅତିଥି ଭାବରେ ମୁଣ୍ଡୋମହୁଲ ସରପଞ୍ଚ ସୂର୍ଦଶନ ମହାନନ୍ଦ, ପାଟଣାଗଡ଼ ଝଙ୍କାର ମ୍ୟୁଜିକ୍ ସଭାପତି ବ୍ରଜବନ୍ଧୁ ମିଶ୍ର, ସ୍କୁଲ ପରିଚାଳନା ସଭାପତି ଶଙ୍କର ମେହେର , ଜୋନାଲ ସମ୍ପାଦକ ବସନ୍ତ ମେହେର, ସାମ୍ବାଦିକ ଲଲିତ ମଲ୍ଲିକ   ରାଜ୍ୟସଭା ସାଂସଦଙ୍କ ନୋମିନି ଘନ ଭୂଏ, ମୁଣ୍ଡୋମହୁଲ ପଞ୍ଚାୟତ ସମିତି ସଭ୍ୟ କୈଳାସ ରାଉତ, କିତ୍ତନ ବରିହା , ତୁଲେଶ୍ୱର ପୁଟେଲ,ଚମ୍ପେଶ୍ଵର ବରିହା, ହେମରାଜ ବାଗ,କିତ୍ତିଚଦ୍ର ସାହୁ,ବଲରାମ ଶବର, ଆଲୋକ ମେହେର, ଜୟଦେବ ମହାନନ୍ଦ, ଶିଶୁ ଦେବ ପୁଟେଲ ଏବଂ ଆଦିବାସୀ ହାଇସ୍କୁଲ ର ଖେଳ ଶିକ୍ଷକ ମନୋଜ କୁମାର ମେହେର ,ଭେନଙ୍କଟେଶ୍ଵର ଦାସ,ଓଙ୍କାର ରଞ୍ଜନ ମିଶ୍ର, ଅଶ୍ଵିନୀ କୁମାର ସାହୁ,ଡୋଲାମଣି ସାହୁ,ପ୍ରଦିପ କୁମାର ଦତ୍ତ, ବିନୋଦ କୁମାର ମହାନ୍ତି , ମନ୍ମଥ ନାଥ ପୁଟେଲ ପ୍ରମୁଖ ସହଯୋଗ କରିଥିଲେ। ପରିଶେଷରେ ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ବରିବେଷଣ କରିଥିଲେ, ଶେଷରେ ପଙ୍କଜ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।

(ରିପୋର୍ଟ : ପୂର୍ଣ୍ଣ ଶଶୀ ଶେଖର ରାଓ )


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like