-+91-9937148622 |
prerana_bgr@rediffmail.com |
Tuesday 29th September 2026 |
R.N.I. Regd No. ODIODI/2010/46693
Breaking News
30-Sep-2023
ସମ୍ବଲପୁର- (ସଂଜୀବକୁମାରପାଣିଗ୍ରାହୀ) ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଦାନ କରିଥିଲେ। ସୂଚନା ଯୋଗ୍ୟଯେ ଏହି ସମିତି ଚଳିତ ମାସ ଗତ ୧୮ ତାରିଖ ଦିନ ଉଦଘାଟିତ ହୋଇଥିଲା।