-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ

30-Sep-2023



 

 ସମ୍ବଲପୁର-(ସଂଜୀବକୁମାରପାଣିଗ୍ରାହୀ) .ବ୍ଲକ. ମାନେଶ୍ଵର -ଧମା-ଆଜି ମା’ ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟ ଯୁକ୍ତ ଦୁଇ ସ୍ରୋତର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ଅଭିଯାନର ସଂଯୋଜକ ପ୍ରଭାସ ଦେବତାଙ୍କ ସମେତ ସ୍ୱଦେଶୀ ଜାଗରଣ ମଞ୍ଚର ସଂଯୋଜକ ଈଶ୍ୱର ପାଣିଗ୍ରାହୀ ତଥା ରାମ ନାୟକ ଓ ସୁବୋଧ ଧର ପ୍ରମୁଖ ଯୋଗଦେଇ ଶିକ୍ଷାର୍ଥୀମାନଙ୍କୁ ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେବାସହ ବିଭିନ୍ନ ଦିଗରୁ ଦୃଷ୍ଟାନ୍ତମାନ ଉପସ୍ଥାପନ କରି କହିଥିଲେ ଯେ,ଏହା ଦ୍ୱାରା କୌଣସି ବ୍ୟକ୍ତି ନିଜକୁ ଜଣେ ସଫଳ ନାଗରିକ ଭାବରେ ଗଢିବା ସହ ଦେଶକୁ ଏକ ସ୍ୱାବଲମ୍ବୀ ତଥା ଆତ୍ମନିର୍ଭରଶୀଳ ରାଷ୍ଟ୍ର ଭାବରେ ଗଢିବାରେ ସହାୟକ ହୋଇ ପାରିବେ। ରୋଜଗାରର ମାଧ୍ୟମ କେବଳ ଡିଗ୍ରୀ ପାଇବା ନୁହେଁ, ଆଜିର ଯୁବସମାଜ ଅନ୍ୟ ମାର୍ଗରେ ମଧ୍ୟ  ନିଜକୁ ସ୍ୱାବଲମ୍ବୀ କରିବା ଆଜି ସମୟର ଦାବି ତଥା ଆହ୍ୱାନ ଅଟେ ବୋଲି ସଭାରେ ଆଲୋଚକମାନେ ମତବ୍ୟକ୍ତ କରିଥିଲେ।ଶେଷରେ ଯୁକ୍ତ ତିନ ସ୍ରୋତର ଅଧ୍ୟକ୍ଷ ଅନିଲ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ଯାପକ ରବିନ୍ଦ୍ରନାରାୟଣ ଠାକୁର,ପଣ୍ଡିତ ବ୍ୟାସଦେବ ପଣ୍ଡା,ଅଧ୍ୟାପିକା ଅଲିନା ମୁଣ୍ଡା ପ୍ରମୁଖ କାର୍ଯକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like