-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

30-Sep-2023



ପୁରୀ :  ସ୍ଵଚ୍ଛତା ହିଁ ଧର୍ମ , ସ୍ଵଚ୍ଛତା ହିଁ କର୍ମ, ସ୍ଵଚ୍ଛତା ହିଁ ସେବା ଆଧାରକୁ ନେଇ ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ  ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ  ସଚେତନା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ  ସମୁଦ୍ର ବେଳାଭୂମି ପୁରୀ ଠାରେ  ଅନୁଷ୍ଠିତ ହୋଇଯାଇଛି। ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ମେଜର ଡା. କଳ୍ପନା ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଦସ୍ୟ କମଳ ଦାସ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମହାନଦୀ କୋଲଫିଲଡ୍‌ ଲିମିଟେଡ଼(ଏମସିଏଲ)ରେ କାର୍ଯ୍ୟରତ ସୁପରଭାଇଜର ରାଜେନ୍ଦ୍ର ମେହେର  ଯୋଗଦେଇ ଥିଲେ । ସମସ୍ତେ ସ୍ୱଚ୍ଛତାକୁ ପ୍ରାଥମିକତା ଦେବା ଉଚିତ  । ଏହାଦ୍ୱାରା ସୁସ୍ଥ ପରିବେଶ ରହିବା ସହିତ ପର୍ଯ୍ୟଟକମାନଙ୍କ ସଂଖ୍ୟା ବଢିବ  । ତେଣୁ ପ୍ରତ୍ୟେକ ବ୍ୟକ୍ତି ସଚେତନ ହୋଇ  ଜନ ଆନ୍ଦୋଳନ ସୃଷ୍ଟି ହେଲେ ଏହା ସମ୍ଭବ  ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ପରେ ଶିଶୁ ଓ ମହିଳା ବିକାଶ ସୋସାଇଟି ସଦସ୍ୟ ମାନେ ବେଳାଭୂମିରେ ଅଳିଆ ଆବର୍ଜନାକୁ ସଫାକରି ଥିଲେ  ।ବେଳାଭୂମିରେ ଉପସ୍ଥିତ ଥିବା ଉଠା ଦୋକାନୀ, ବୁଲା ଦୋକାନୀ ତଥା ପର୍ଯ୍ୟଟକ ମାନଙ୍କୁ ଦୈନନ୍ଦିନ ଜୀବନରେ ଏକକ ପ୍ଲାଷ୍ଟିକ ବ୍ୟବହାର ଠାରୁ ଦୂରେଇ ରହିବା ପାଇଁ ଅନୁରୋଧ କରିଥିଲେ । କାର୍ଯ୍ୟକ୍ରମରେ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ପ୍ରଭାକର ଛନ୍ଦ, ବନମାଳୀ ମେହେର, ରାମ ନାରାୟଣ ଦାଶ, ଆର୍ତ୍ତ ମହାନ୍ତି, ଜୀତେନ୍ଦ୍ର ବଗର୍ତ୍ତୀ ତଥା ଅନ୍ୟମାନେ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ  ହେମନ୍ତ କୁମାର ସାମଲ ପରିଚାଳନା କରିଥିବାବେଳେ ସଭ୍ୟ  ଗୋପେଶ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like