-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ଓଡିଶାର ୧୪୫୦୦ ପ୍ରାଥମିକ ବିଦ୍ୟାଳୟ, ୧୫ବିଏଡ ମହାବିଦ୍ୟାଳୟ ଓ ୩୦୦କୃଷି ଭିତ୍ତିକ ଶିଳ୍ପ ବନ୍ଦ ବିରୁଦ୍ଧରେ ଭିଆପି ପକ୍ଷରୁ ବିକ୍ଷୋଭ

14-Dec-2020



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର)ବଲାଙ୍ଗିର ଜିଲ୍ଲା ୨୯୮ ସମେତ ଓଡିଶାର ୧୪୫୦୦ ପ୍ରାଥମିକ ବିଦ୍ୟାଳୟ, ବଲାଙ୍ଗିର ବିଏଡ କଲେଜ ସମେତ ୧୫ଗୋଟି ମହାବିଦ୍ୟାଳୟ, ବରଗଡ ଓ ଦେଓଗାଁ ବିଜୟାନନ୍ଦ ଚିନୀ କଳ, ସୋନପୁର ଓ ବରଗଡ ସୂତାକଳ, କେସିଙ୍ଗା ଚିନୀକଳ ଓ କଟନ ଫେକ୍ଟରୀ, ଆସ୍କା ଓ ତ୍ରିତୋଳ ଚିନୀକଳ ସମେତ ୩୦୦ କୃଷିଭିତ୍ତିକ ଶିଳ୍ପ ଏବଂ ବଲାଙ୍ଗିର ଶୀତଳ ଭଣ୍ଡାର ସହ ୧୦୦ଗୋଟି ଶୀତଳ ଭଣ୍ଡାର, ବଲାଙ୍ଗିର ଲୋୟର ସୁକତେଲ ପ୍ରକଳ୍ପ ସହ ୧୦୦ ରୁ ଊର୍ଦ୍ଧ୍ୱ ଚେକ ଡ୍ୟାମ ଓ ଜନ ସେଚନ ପ୍ରକଳ୍ପ ସମେତ ଓଡିଶାର ଏକମାତ୍ର ନିଳାଚଳ ଇସ୍ପାତ କାରଖାନା ବନ୍ଦ ବିରୁଦ୍ଧରେ ଭିଲେଜର୍ସ ଇଣ୍ଡିଆ ପାର୍ଟି ଦ୍ୱାରା ଆଜି ବଲାଙ୍ଗିର ଜିଲ୍ଲାପାଳ ସମ୍ମୁଖରେ ଶହ ଶହ କାର୍ଯ୍ୟକର୍ତ୍ତାଙ୍କ ସହ ବିକ୍ଷୋଭ ପ୍ରଦର୍ଶନ କରି ବନ୍ଦର ନିଷ୍ପତି ପୁନଃବିଚାର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଚଂଚଳ ରଣାଙ୍କ ଜରିଆରେ ଦାବିପତ୍ର ଦିଆଯାଇଛି । ଭିଲେଜର୍ସ ଇଣ୍ଡିଆ ପାର୍ଟି ଅଧ୍ୟକ୍ଷ ଡ. ବିପିନ କୁଶୁଲିଆଙ୍କ ସହ ଦଶ ଗୋଟି ବନ୍ଦ ହେବାକୁ ଥିବା ପ୍ରାଥମିକ ବିଦ୍ୟାଳୟର ଅଧ୍ୟକ୍ଷ, ଭିଆଇପି କାର୍ଯ୍ୟକାରୀ ଅଧ୍ୟକ୍ଷ ସୁକାନ୍ତ କୁମାର ମହାପାତ୍ର, ଭୁବନେଶ୍ୱର ଖୋର୍ଦ୍ଧା ଜିଲ୍ଲା ଅଧ୍ୟକ୍ଷ ଶ୍ରୀମତୀ ସୁଧାଂଶବାଳା ମିଶ୍ର, ପ୍ରଦେଶ ମହାସଚୀବ ଶ୍ରୀ ନରେନ୍ଦ୍ର କୁମାର ପଟେଲ ସହ ଶତାଧିକ କାର୍ଯ୍ୟକର୍ତ୍ତା ପ୍ରଧାନମନ୍ତ୍ରୀ, ଓଡିଶାର ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ ଏବଂ ନିତୀ ଆୟୋଗ କୁ ଆସନ୍ତା ୩୦, ଡିସେମ୍ବରରେ ଓଡିଶା ବନ୍ଦ ଡାକରା ଏବଂ ପ୍ରତ୍ୟେକ ଜିଲ୍ଲା କାର୍ଯୟାଳୟ ସମ୍ମୁଖରେ ବନ୍ଦ ହେବାକୁ ଥିବା ପ୍ରାଥମିକ ବିଦ୍ୟାଳୟର ଛାତ୍ର ଛାତ୍ରୀ ଏବଂ ଅଭିଭାବକଙ୍କ ଦ୍ୱାରା ବିକ୍ଷୋଭ ଏବଂ ଧାରଣା ଦିଆଯିବ ବୋଲି ଚୋତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like