-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l

01-Oct-2023



କଳାହାଣ୍ଡି(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ ନାରେଙ୍ଗୀଖୋଲା ଗ୍ରାମରେ ନାଗରିକ ବିକାଶ ସଂଗଠନ  କଳାହାଣ୍ଡି ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଠାରେ ଜିଲ୍ଲାର ବିଭିନ୍ନ ବ୍ଲକର ମହିଳା ମାନେ, ସଖୀ କେନ୍ଦ୍ର ର କର୍ମକର୍ତ୍ତା ମାନେ, ଶକ୍ତି ସଂଗଠନ ର କର୍ମକର୍ତ୍ତା ସମେତ ନାଗରିକ ବିକାଶ ସଂଗଠନ ର କର୍ମକର୍ତ୍ତା ମାନେ ଉପସ୍ଥିତ ରହି ଏହି ବୈଠକରେ ଅଂଶଗ୍ରହଣ କରିଥିଲେ।  ମୁଖ୍ୟତଃ ଗ୍ରାମାଞ୍ଚଳରେ ଦେଖାଯାଉଥିବା ବିଭିନ୍ନ ସମସ୍ୟା ଯେପରି ପାନୀୟଜଳ ସମସ୍ୟା, ରାସ୍ତା ଘାଟ ସମସ୍ୟା, ଏବଂ ଚାଷୀ ମାନଙ୍କର ସମସ୍ୟା ଉପରେ ଆଲୋଚନା କରାଯାଇଥିଲା । ଶକ୍ତି ସଂଗଠନ ବ୍ଲକ କୋଡ଼ିନେଟର - S ସୁଜାତା ଏବଂ ସଖୀ ସେଣ୍ଟର ର କର୍ମକର୍ତ୍ତା ମାନେ ବାଲ୍ୟ ବିବାହ,ନାରୀ ନିର୍ଯାତନା, ଘରୋଇ ହିଂସା କୁ ରୋକିବା ନିମନ୍ତେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ ଏବଂ ସଖୀ ସେଣ୍ଟର ରେ କେଉଁ ସବୁ ସୁବିଧା ରହିଛି ସେ ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରିଥିଲେ। ନାଗରିକ ବିକାଶ ସଂଗଠନ ଓମେନ୍ ଫେଡେରେସନ ମ୍ୟାନେଜର୍ କଲ୍ୟାଣୀ ଦାସ, ଜିଲ୍ଲା କାର୍ଯ୍ୟକାରିସଦସ୍ୟ ଉପେନ୍ଦ୍ର ସୁନାନୀ ବ୍ଲକ୍ ସଂଯୋଜକ ଜଗନ୍ନାଥ ଶଗଡ଼ିଆ ଓ ବିଭିନ୍ନ ବ୍ଲକ ରୁ ଆସିଥିବା ଜନସାଥି ମାନେ ହେଲେ ଅନିଲ ନାଗ, ଗୋକୁଲ ଛତ୍ରିଆ, ଅହଲ୍ୟା ସାହୁ, ସିମତିନି ବାରିକ ଓ ଉର୍ମୀ ଲିଡର ବୀଣାପାଣି ସୂନାନି , ପ୍ରେମସିଲା ପାଣଗ୍ରାହୀ ସମେତ ଗ୍ରାମରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହିତ ସଂଗଠନ ମାଧ୍ୟମରେ କମିଟି ଗଠନ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ପଞ୍ଚାୟତ ପ୍ରତିନିଧି, ବ୍ଲକ୍ ଉନ୍ନୟନ ଅଧିକାରୀ, ଏପରିକି ଜିଲ୍ଲା ସ୍ତରୀୟ ପ୍ରତିନିଧି ମାନଙ୍କ ସହିତ ଯୋଗାଯୋଗ କରି ଏହାର ସଫଳ ରୂପାୟନ ନିମନ୍ତେ କାର୍ଯ୍ୟ କରାଯିବ ସେ ବିଷୟରେ ଆଲୋଚନା କରାଯାଇଥିଲା। ତଥାପି ଯଦି ସମସ୍ୟା ସମାଧାନ ନ ହୁଏ ତେବେ ମହିଳାମାନେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେବାକୁ ମଧ୍ୟ ଦାବୀ ହୋଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like