-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

କଦଳିମୁଣ୍ଡା ରେ ବିଶାଳ ଆଦିବାସୀ ମେଳି

01-Oct-2023



ସଇଁତଲା.ସଇଁତଲା ବ୍ଲକ ଟିକ୍ରାପଡ଼ା ପଞ୍ଚାୟତ କଦଳିମୁଣ୍ଡା ଗାଁ ରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ବିଶାଳ ଆଦିବାସୀ ମେଳି ଅନୁଷ୍ଠିତ ହୋଇଯାଇଛି l ହଜାର ହଜାର ସଂଖ୍ୟା ରେ ଆଦିବାସୀ ମାନେ ପାରମ୍ପରିକ ବେଶଭୁଷା ସହିତ ନାଚି ନାଚି ଗାଁ ପରିକ୍ରମା କରିଥିଲେ l ସାଂସ୍କୃତିକ ଶୋଭାଯାତ୍ରା ରେ ଗାଁ ଉତ୍ସବ ମୁଖର ହୋଇଥିଲା l  ସମସ୍ତ ଗ୍ରାମବାସୀ ଆଦିବାସୀ ମାନଙ୍କ ଶୋଭାଯାତ୍ରା କୁ ସ୍ୱାଗତ ସମ୍ବର୍ଦ୍ଧନା

ଜଣାଇଥିଲେ l ଶୋଭାଯାତ୍ରା ପରେ ଫୁଟବଲ ପଡ଼ିଆ ଠାରେ ବିରାଟ ସଭା ଆୟୋଜନ କରାଯାଇଥିଲା l ସଂଘ ର  ସଇଁତଲା ବ୍ଲକ ସଭାପତି ସନ୍ତୋଷ ପୁଟା  ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଜ଼ିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ବ୍ରଜ ମୋହନ ବିଶୋଇ, ବିଶିଷ୍ଟ ଆଦିବାସୀ ମହିଳା ନାରୀନେତ୍ରୀ ତଥା ଜ଼ିଲ୍ଲା ପରିଷଦ ଉପାଧ୍ୟକ୍ଷl ଶ୍ରୀମତୀ ମିଥିଲା ମାଝି,ଜ଼ିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ,ବ୍ଲକ ସଭାପତି ମନରଞ୍ଜନ ଭୋଇ,ବରୁଣ ଚନ୍ଦ୍ର ଭୋଇ,ଚନ୍ଦ୍ର ଶେଖର ବରିହା, କାର୍ଯ୍ୟକାରୀ ସଭାପତି ଭୁବନେଶ୍ୱର ଧରୁଆ,ଉଦବୋଧନ ଦେଇଥିଲେ l ଗିରିଧାରୀ ଭୋଇ, ଗୌରାଙ୍ଗ ବରିହା,ସଂଘ ର ବ୍ଲକ ସମ୍ପାଦକ ଟଙ୍କଧର ଧରୁଆ ସଭା ପରିଚାଳନା କରିଥିଲେ l ସଭାରେ ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ଶ୍ରୀ ବିଶି କହିଲେ ଓଡିଶା ସରକାର ଆଦିବାସୀ ସଂସ୍କୃତି, ଭାଷା, ଦେବଦେବୀ ପୀଠ, କ୍ରୀଡା, କଳା,ସାହିତ୍ୟ ସୁରକ୍ଷା ପାଇଁ ବଲାଙ୍ଗିର ଜ଼ିଲ୍ଲା କୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ରେ ସାମିଲ କରିଛନ୍ତି ତେଣୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଓ ଧନ୍ୟବାଦ ର ପାତ୍ର lଆଦିବାସୀ ସମ୍ପ୍ରଦାୟ କୁ ଦେଶର ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ହେଲେ  ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଉଚ୍ଚ ଶିକ୍ଷା ଗୁଣାତ୍ମକ ଶିକ୍ଷା ନିଃଶୁଳ୍କ ପ୍ରଦାନ କରିବା ଆବଶ୍ୟକ l ଆଦିବାସୀ ମାନଙ୍କ ଜମି,ଜଳ, ଜଙ୍ଗଲ, ଜୀବଜନ୍ତୁ,ଜୀବନଜୀବିକା ସୁରକ୍ଷା ପାଇଁ ଆଦିବାସୀ ସଚେତନ ରହିବା ଉଚିତ l ଆଦିବାସୀ ସମ୍ପ୍ରଦାୟ ର ପ୍ରଥlଗତ ଅଧିକାର, ପରମ୍ପରା ରୀତିନୀତି ପୁନଃଉଦ୍ଧାର ପାଇଁ ଆଦିବାସୀ ଯାନିଯାତ୍ରା, ପର୍ବ ପର୍ବାଣୀ, ଉତ୍ସବ ମହୋତ୍ସବ କରିବା ଆବଶ୍ୟକ ବୋଲି ଉଦବୋଧନ ଦେଇଥିଲେ l ସଭାରେ ନକଲି ଆଦିବାସୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଆଦିବାସୀ ଜମି ହସ୍ତାନ୍ତର ବନ୍ଦ, ଜଙ୍ଗଲ ଜମି ପଟ୍ଟା ପ୍ରଦାନ, ଏଟ୍ରୋସିଟି କେଶ କଡାକଡି କାର୍ଯ୍ୟକାରୀ କରିବା, ଆଦିବାସୀ ସେବlଶ୍ରମ ଆଶ୍ରମ କନ୍ୟାଶ୍ରମ ଗୁଡିକୁ ଫାଇଭ ଟି ସୁବିଧା ପ୍ରଦାନ କରିବା, ଆଦିବାସୀ ଶିକ୍ଷିତ ଯୁବକ ଯୁବତୀ ପାଇଁ ସ୍ୱତନ୍ତ୍ର ନିଯୁକ୍ତି ପ୍ରଦାନ,ପ୍ରତି ବ୍ଲକ ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା କରିବା, କଦଳିମୁଣ୍ଡା ର ଚାଷୀ ଜମି ରେ ଜଳସେଚନ

ବ୍ୟବସ୍ଥା ପାଇଁ ମରା ଜୋର ରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ, କଦଳିମୁଣ୍ଡା ରୁ କୁଡାସିଙ୍ଗା କୁ ଯାତାୟାତ ପାଇଁ ପିଚୁ ରାସ୍ତା ନିର୍ମାଣ କପାଇଁ ଆଦିବାସୀ ନେତାମାନେ ବକ୍ତବ୍ୟ ପ୍ରସଙ୍ଗରେ ଦାବୀ ଉପସ୍ଥାପନା କରିଥିଲେ l ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ରେଶତାଧିକ ଆଦିବାସୀ କଳାକାର ମାନଙ୍କ ଦ୍ୱାରା ନୃତ୍ୟଗୀତ ପ୍ରତିଯୋଗିତା ହୋଇଥିଲା l ପ୍ରତିଯୋଗିତା ରେ ଅଂଶଗ୍ରହଣ କରି କୃତି ହାସଲ କରିଥିବା କଳାକାର ମାନଙ୍କୁ ରାଜ୍ୟସଭା ସାଂସଦ ଶ୍ରୀ ବିଶି ପ୍ରମାଣପତ୍ର ପ୍ରଦାନ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like