-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ମହାନଗର ନିଗମ ର ଅପୂର୍ବ ନୀତି : ପକ୍କା ରାସ୍ତା ଉପରେ ବିଛାଇଚାଲିଛି ଫେବର ବ୍ଲକ

01-Oct-2023




ସମ୍ବଲପୁର-(ସଂଜୀବକୁମାରପାଣିଗ୍ରାହୀ) 
ଆଜିକୁ 10 ବର୍ଷ ରୁ ଉର୍ଦ୍ଧ ଦିନ ହେଲା ନିର୍ବାଚନ ନାହିଁ ସମ୍ବଲପୁର ମହାନଗର ନିଗମ ରେ କି ନିର୍ବାଚିତ ପ୍ରତିନିଧି ବି ନାହିଁ l ସେଇ ଦିନଠୁ ଚାଲିଛି ବାବୁ ରାଜ l କାହାକୁ କିଛି ପରବାୟ ନାହିଁ ମନଇଛା ଚାଲିଛି ଠିକାଦାର ପୋଷା ନୀତି l  ଆଜିଭି ସମ୍ବଲପୁର ମହାନଗର ନିଗମ ଅଞ୍ଚଳ ରେ ଆଜିଭି ଗୁଡ଼ାଏ କଛା ମାଟି ରାସ୍ତା ଅଛି l ଗୁଡ଼ାଏ ରାସ୍ତା ର ଅବସ୍ଥା ନ କହିଲେ ଭଲ l ଏହି ସବୁ ସମସ୍ୟା କୁ ନଜରଅନ୍ଦାଜ କରି ମହାନଗର ନିଗର ର ବାବୁ ମାନେ ଠିକାଦାର କୁ ବାଣ୍ଟି ଚାଲିଛନ୍ତି ୱାର୍କ ଅର୍ଡର ଓ ମୋଟା ଅର୍ଥ ର ବିଲ l
ଏପରି ଏକ ସମସ୍ୟା ଦେଖିବାକୁ ମିଳିଛି ସମ୍ବଲପୁର ମହାନଗର ନିଗମ ଅଂଚଳ ର 41 ନମ୍ବର ୱାର୍ଡ ଅନ୍ତର୍ଗତ ଡ୍ରାଇଭର ପଡା ( ମାରୁତି ନଗର ), ଗୋବିନ୍ଦତୋଳା ରେ ଳ ଏହି କଲୋନୀ ର ଏହି ରାସ୍ତା ରେ ବହୁ ପୂର୍ବରୁ କଂକ୍ରିଟ ରାସ୍ତା ନିର୍ମାଣ ହୋଇଛି ଏବଂ ଭଲ ଅବସ୍ଥା ରେ ଅଛି, କିନ୍ତୁ ଦୁର୍ଭାଗ୍ୟ ର ବିଷୟ ଯେ, ଏହି କଂକ୍ରିଟ ରାସ୍ତା ଉପରେ ହରଡ଼ଜୋର  ନଦୀ ହିଡ଼ ରୁ ତଥା ସ୍ପୋର୍ଟିଙ୍ଗ ୟୁନିଅନ କ୍ଲବ ସାମ୍ନା ରୁ ମାରୁତି ନଗର କୁ ଯାଉଥିବା ରାସ୍ତା ରେ କଂକ୍ରିଟ ରାସ୍ତା ଉପରେ ଫେବର ବ୍ଲକ ବିଛା ଯାଉଛି, ଯାହାକି ସମ୍ପୂର୍ଣ୍ଣ ରୂପେ ଅନାବଶ୍ୟକ l ମହାନଗର ନିଗମ ର ଏହି କାର୍ଯ୍ୟ କୁ ଦେଖି ଜନସାଧାରଣ ରେ ତୀବ୍ର ପ୍ରତିକ୍ରିୟା ହେଉଛି, ଅନ୍ତତଃ ପକ୍ଷେ ଏହି ଅର୍ଥ କୁ କୌଣସି ଅତ୍ୟନ୍ତ ଆବଶ୍ୟକୀୟ ନାଳ କି ରାସ୍ତା ର ନିର୍ମାଣ ରେ ଉପଯୋଗ କରାଯାଇ ପାରି ଥାଆନ୍ତା ବୋଲି ମଧ୍ୟ ଜନସାଧାରଣ ଚର୍ଚ୍ଚା ହେଉଛି l ସମ୍ବଲପୁର ମହାନଗର ନିଗମ ର ଏହିପରି କାର୍ଯ୍ୟ କୁ ଦୂର ଦୃଷ୍ଟି ର ଅଭାବ ତଥା ଅପାରଦର୍ଶିତା କୁ ଜନସାଧାରଣ ରେ ନିନ୍ଦା କରାଯାଉଛି ।


News Comment




Photo in News

Advertisment
Lastest News
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026

You Might Also Like