-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ହୀରୋ ମିର୍ଦ୍ଧାପଡାରେ ପୁନା ଅନ୍ନା ଜୁହାର ଭେଟଘାଟ କାର୍ଯ୍ୟକ୍ରମ

01-Oct-2023




ସମ୍ବଲପୁର-(ସଂଜୀବକୁମାରପାଣିଗ୍ରାହୀ) 
 ବ୍ଲକ-ଯୋଜୁମୁରା.:ପଶ୍ଚିମ ଓଡିଶା ଆଦିବାସୀ ମିର୍ଦ୍ଧା କିଶାନ ସମାଜ ଓ ମହାଖଳା ଜୟନ୍ତପୁର ପକ୍ଷରୁ ଆଜି ଡଙ୍ଗରପଡା ପଞ୍ଚାୟତର ହୀରୋ ମିର୍ଦ୍ଧାପଡାରେ ପୁନା ଅନ୍ନା ଜୁହାର ଭେଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଅତିଥି ମାନଙ୍କୁ ପାରମ୍ପରିକ ଭାବେ ପୂଜା ବିଧି କରି ଆଦିବାସୀ ଗୀତ ନୃତ୍ୟର ତାଳେ ତାଳେ ଗ୍ରାମ ପରିକ୍ରମା କରି ମଞ୍ଚକୁ ପାଛୋଟି ଅଣାଯାଇଥିଲା। ଏହା ପରେ ମାଁ ସମଲେଶ୍ବରୀଙ୍କ ନିକଟରେ ନାରୀକେଳ ଭାଙ୍ଗି ଏହି ଭେଟଘାଟର ଶୁଭାରମ୍ଭ ହୋଇଥିଲା । ଆୟୋଜିତ ଉତ୍ସବରେ ଓଡିଶା ଶାଖା କିଶାନ ସମାଜର ଉପସଭାପତି ତଥା ପୁର୍ବତନ ବିଧାୟକ ବୃନ୍ଦାବନ ମାଝୀ ମୁଖ୍ୟଅତିଥି,ସମ୍ବଲପୁର ଜିଲ୍ଲାପରିଷଦ ଉପାଧ୍ୟକ୍ଷ ମାଧବ ମିର୍ଦ୍ଧା,କୁଚିଣ୍ଡା ପଞ୍ଚାୟତ ସମିତି ଅଧ୍ୟଛ ଭୁବନେଶ୍ବର କିଶାନ, ଆଞ୍ଚଳିକ ଗୁଡି ଆମକଟା ସଭାପତି ଆଦିତ୍ୟ କିଶାନ,ସଂପାଦକ ସନୁଞ୍ଜୟ ଡନସେନା, ବାଲେଶ୍ୱର ମିର୍ଦ୍ଧା,ଦେବାନନ୍ଦ ମିର୍ଦ୍ଧା, ଚତୁର୍ଭୁଜ ମିର୍ଦ୍ଧା ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିବା ବେଳେ ସ୍ୱତନ୍ତ୍ର ନିମନ୍ତ୍ରଣ ଅତିଥି ଭାବେ ଅଞ୍ଚଳର ସମାଜସେବୀ ତଥା ସୁବକ୍ତା ଡା.ରାଜାରାମ ଷଡଙ୍ଗୀ ଯୋଗଦାନ କରିଥିଲେ ।ଏଥିରେ ବିତିନ ବିହାରୀ ମିର୍ଦ୍ଧା ଅଧ୍ୟକ୍ଷତା କରିଥିଲେ।ଏହି ଅବସରରେ ଚାନ୍ଦବିଲ୍ଳି କିସାନ ଯୁବ ସଂଗଠନ ସମ୍ବଲପୁର ଓ ହୀରୋ ସଂଗଠନର ମିଳିତ ଉଦ୍ୟମ କ୍ରମେ  କିଶାନ ସମାଜର ପାରମ୍ପାରିକ ନୃତ୍ୟ,ଗୀତ ସହିତ ସମ୍ବଲପୁରି ପ୍ରଭୃତି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଭେଟଘାଟ ଅବସରରେ ମହିଳା ମାନଙ୍କ ଦ୍ୱାରା ଝୋଟି ଓ ପିଠା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସାଂସ୍କୃୁତିକ କାର୍ଯ୍ୟକ୍ରମକୁ ଲଲିତ ମିର୍ଦ୍ଧା ସଂଯୋଜନା କରିଥିବା ବେଳେ ସମ୍ବଲପୁର ଓ ହୀରୋ ସଂଗଠନର ଆକାଶ ମାଝୀ, ସଞ୍ଜିବ ମିର୍ଦ୍ଧା,ଗୌର ମିର୍ଦ୍ଧା,ଶତୃଘନ ମିର୍ଦ୍ଧା, ସୁନିଲ ମିର୍ଦ୍ଧା,ଜଗଦିଶ ମିର୍ଦ୍ଧା,ପ୍ରମୋଦ ମିର୍ଦ୍ଧା ପ୍ରମୂଖ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like