-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   (15-May-2026)       ||      ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||     

HOME   ଜିଲ୍ଲା

ରାଜ ବୈଦ୍ଯ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ପକ୍ଷରୁ ନୂଆଁଖାଇ ଭେଟ୍

02-Oct-2023



ବଲାଙ୍ଗିର - ରାଜ ବୈଦ୍ଯ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଆଦର୍ଶ ପଡା, ବଲାଙ୍ଗିରର ଦ୍ବିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡ଼ା.ଚିତ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ବରେ ପଦ୍ମଶ୍ରୀ ଡଃ.ହଳଧର ନାଗ ମୁଖ୍ଯ ଅତିଥି, ବ୍ୟଙ୍ଗ କବି ରସରାଜ ଅଚ୍ୟୁତ ପୁରୋହିତ ମୁଖ୍ୟ ବକ୍ତା, ନରେନ୍ଦ୍ର ନାଥ ମିଶ୍ର ସମ୍ମାନିତ ଅତିଥି, ଉପ-ସଭାପତି ବୈଦ୍ଯ ଶିରୋମଣି ଝସକେତନ ଗୁରୁ ସମ୍ପାଦକ କବିଶ୍ରୀ ନବକିଶୋର ବେହେରା ମଞ୍ଚାସୀନ ଥିଲେ। ସମାଜରେ ସ୍ବାସ୍ଥ୍ୟ, ଶିକ୍ଷା, ସାହିତ୍ୟ,କଳା ଏବଂ ଜଙ୍ଗଲ ଓ ପରିବେଶ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଡ଼ା.ଲଳିତ କୁମାର ସାହୁ,କ୍ଷମାନିଧି ଝାଙ୍କର,କବି ଆନନ୍ଦ ଚନ୍ଦ୍ର ସାହୁ,ଅଜୟ ଅମର ସିଂହ ଦେଓ ଏବଂ ଡା.ବିଭୁତି ଭୂଷଣ ମୁଣ୍ଡଙ୍କୁ ଅନୁଷ୍ଠାନର ଶ୍ରେଷ୍ଠ ସମ୍ମାନରେ ସମ୍ମାନିତ କରାଯାଇଥିଲା । ମୁଖ୍ୟ ଅତିଥି ପଦ୍ମଶ୍ରୀ ଡ଼.ହଳଧର ନାଗଙ୍କୁ ମାନପତ୍ର ସହିତ ଉପଢୌକନ ପ୍ରଦାନ କରାଯାଇଥିଲା। ସମ୍ପାଦକ କବିଶ୍ରୀ ନବକିଶୋର ବେହେରା ଅତିଥି ପରିଚୟ ସହିତ ମଞ୍ଚ ପରିଚାଳନା, ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀ ଧନ୍ୟବାଦ ଦେଇଥିବା ବେଳେ ଡ.କୈ।ତୁକ ପନ୍ଦର କଳାହାଣ୍ଡି ମଦନପୁର ରାମପୁରର ଇତିହାସ ଉପରେ ସମ୍ୟକ୍ ଆଲୋଚନା କରିଥିଲେ। କବିରାଜ ଭୋଇ, ଶିବାନନ୍ଦ ଦାସ, ନମ୍ରତା ପାଣିଗ୍ରାହୀ,ପ୍ରାଣ ପ୍ରକାଶ ଦାସ, ରମାକାନ୍ତ ସାହୁ,ରୋଶନ କୁମାର ଶତପଥୀ,ସତ୍ୟାନନ୍ଦ ବିଶ୍ବାଳ ସହଯୋଗ କରିଥିବା ବେଳେ ଅମର ଅଜୟ ସିଂହ ଦେଓ ଓ ସାଥି ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ । ନୂଆଁଖାଇ ଭେଟ୍ ଘାଟ୍ ମାଧ୍ୟମରେ ପରିଷଦ ବିଭିନ୍ନ କ୍ଷେତ୍ରରେ ପ୍ରତିଭା ଚୟନ କରି ସମ୍ମାନିତ କରୁଥିବାରୁ ଅତିଥି ମାନେ ଭୂୟସୀ ପ୍ରଶଂସା କରିଥିଲେ। କବିଶ୍ରୀ ନବକିଶୋର ବେହେରାଙ୍କ ରଚିତ "ରାଜ ବୈଦ୍ଯ ବଂଶାବଳୀ " ଅତିଥି ମାନଙ୍କ ଦ୍ବାରା ଉନ୍ ମୋଚିତ ହୋଇ ଡ଼ଃ. କୌତୁକ ପନ୍ଦରଙ୍କ ଦ୍ବାରା ସମୀକ୍ଷା କରାଯାଇ ଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   15-May-2026
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026

You Might Also Like