-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ପାଳିତ ଗାନ୍ଧୀ ଜୟନ୍ତୀ ରେ ଦଳିତ ବର୍ଗ ର ୫ ଜଣ ବିଶେଷ ବ୍ୟକ୍ତି ଙ୍କୁ କରାଗଲା ସମ୍ବର୍ଦ୍ଧିତ l

02-Oct-2023



ସମ୍ବଲପୁର-(ସଞ୍ଜିବକୁମାରପାଣିଗ୍ରାହୀ ) ଆଜି ସାରାଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀ ଜୀ ଙ୍କର ଜୟନ୍ତୀ ମହାସମାରୋହରେ ପାଳନ କରାଯାଉଥିବା ବେଳେ, ସମ୍ବଲପୁର ବିଜେପି ପକ୍ଷରୁ କମିଶନର୍ସ କଲୋନୀ ଗାନ୍ଧୀ ଶିଶୁ ଉଦ୍ୟାନ ଠାରେ ମହାତ୍ମା ଗାନ୍ଧୀଜୀଙ୍କର ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲେ l ବିଶେଷ ଭାବରେ ଆଜିର କାର୍ଯ୍ୟକ୍ରମ ରେ ଅନେକ ଦଳିତ ବର୍ଗ ର କାର୍ଯ୍ୟକର୍ତ୍ତା ତଥା ଅନେକ ବ୍ୟକ୍ତିବିଶେଷ ଉପସ୍ଥିତ ରହି ଗାନ୍ଧୀ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ l ପରେ ପରେ ଗାନ୍ଧୀ ଶିଶୁ ଉଦ୍ୟାନ ଠାରେ ଭାରତୀୟ ଜନତା ପାର୍ଟି ର ପୂର୍ବତନ ଜିଲ୍ଲା ଅନୁସୂଚିତ ଜାତି ମୋର୍ଚ୍ଚା ର ସଭାପତି ରତ୍ନ ସୁନା ଙ୍କର ଅଧ୍ୟକ୍ଷତା ରେ ଏକ ସଭା ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ବିଜେପି ର ବରିଷ୍ଠ ନେତା ସୂର୍ଯ୍ୟ ପାଣିଗ୍ରାହୀ ବକ୍ତା ଭାବରେ ଉପସ୍ଥିତ ରହି ଦେଶ ପ୍ରତି ଏହି ମହାନ ବିଭୁତି ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀ ଙ୍କର ଅବଦାନ ତଥା ତାଙ୍କର ବ୍ୟକ୍ତିତ୍ୱ ବିଷୟରେ ଆଲୋକପାତ କରିଥିଲେ l ଏଥି ସହ ଗାନ୍ଧିଜୀ ଙ୍କର ଦେଶର ଦଳିତ ଓ ହରିଜନ ବର୍ଗ ଙ୍କର ପ୍ରତି ରହିଥିବା ଗୁରୁତ୍ୱ ବିଷୟ ଆଲୋଚନା କରିବା ସହ 1933 ମସିହା ରେ ତାଙ୍କରି ନେତୃତ୍ୱ ରେ ଆୟୋଜିତ 20,000 କିଲୋମିଟର ର ମହାନ ହରିଜନ ଯାତ୍ରା ବିଷୟରେ ସୂଚନା ପ୍ରଦାନ କରିଥିଲେ l ଏହି ଅବସରରେ ବିଭିନ୍ନ ଦଳିତ ବର୍ଗ ର ପାଞ୍ଚ ଜଣ ବିଶେଷ ବ୍ୟକ୍ତିଙ୍କୁ ସମାଜ ପ୍ରତି ତାଙ୍କର ଉତସ୍ବର୍ଗୀକୃତ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା l ସେମାନେ ହେଲେ ରାଜଘାଟ ରେ କାର୍ଯ୍ୟରତ କୋବିଡ ଯୋଦ୍ଧା ବିକି ଗଣ୍ଡ, ସମ୍ବଲପୁର ମହାନଗର ନିଗମ ଅଂଚଳରେ ନିଷ୍ଠା ର ସହ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀ ମଥାମଣି ମହାକୁର ଓ ବେଡା ସେନ୍ଦରିୟା, ଦୂଲଦୁଲି ବଜାକୁ ଜୀବନ ଭାବରେ ଗ୍ରହଣ କରି ଅନେକ ଯୁବସମାଜ ଙ୍କୁ ରୋଜଗାର ଦେଇପାରିଥିବା ଜୀବନ ସାଗର ଓ ସମାଜ ର ସମସ୍ୟା ପାଇଁ ବିଭିନ୍ନ ସମୟରେ ଲଢେଇ ଜାରି ରଖିଥିବା ଆନନ୍ଦ ସୁନା l କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ବିଜେପି ର ପୂର୍ବତନ ଜିଲ୍ଲା ଉପସଭାପତି ଶ୍ରୀକାନ୍ତ ପାଣିଗ୍ରାହୀ l ଏହି ବିଶେଷ କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା ମୋର୍ଚ୍ଚା ଉପସଭାନେତ୍ରୀ ସବିତା ନନ୍ଦ, ଡାକ୍ତର ପ୍ରଭାସ ଦେବତା, ପୂର୍ବତନ ଜିଲ୍ଲା ବିଜେପି ସଭାପତି ଗୋବିନ୍ଦ ଅଗ୍ରୱାଲ, ପୂର୍ବତନ ଜିଲ୍ଲା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ମହମ୍ବଦ ଅନୁୱର ଅଲ୍ଲୀ, ପୂର୍ବତନ ଜିଲ୍ଲା ପଛୁଆବର୍ଗ ର ସଭାପତି ସରୋଜ ସାହୁ, ଜିଲ୍ଲା ବିଜେପି ସମ୍ପାଦିକା ରୁନୁ ପ୍ରଧାନ, ପୂର୍ବତନ ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ଦେଓକିରଣ ପଟ୍ଟନାୟକ, ମୁକେଶ ଜରିୱାଲ, ଲକ୍ଷ୍ମୀନାରାୟଣ ସାହୁ, ଅଶୋକ ମେହେର, ବିକାଶ ପଟ୍ଟନାୟକ, କିଶୋର ନାଏକ, ସୁବାଷ ସାହୁ, ଯୋଗେଶ ନନ୍ଦ , ରଂଜିତ ରଥ ତଥା ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like