-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀ ଜନ୍ମ ଜୟନ୍ତୀ ରେ କଂଗ୍ରେସ ଦେଖାଇଲା ବଳ

02-Oct-2023



ସମ୍ବଲପୁର- (ସଂଜୀବକୁମାରପାଣିଗ୍ରାହୀ) ̤ ଗାନ୍ଧୀ ଜନ୍ମ ଜୟନ୍ତୀ ଅବସରରେଜିଲ୍ଲା କଂଗ୍ରେସ ଦେଖାଇଛି ତାର ନୂତନ ବଳ। ଭତରା ଗାନ୍ଧୀ ମନ୍ଦିର ରେ ମହାତ୍ମା ଗାନ୍ଧିଙ୍କ ଠାରେ ପୁଜା ଅର୍ଚନା କରି ଦିନ ୧୧ଘଣ୍ଟା ସମୟରେ ଏକ ପଦଯାତ୍ରା ବାହାରି ଧନୁପାଲି ,ଗୋବିନ୍ଦ ତୁଳା ଛକ କମିଶନର କଲୋନୀ ଗାନ୍ଧୀ ପ୍ରତି ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାପାରେ ଜେଳଛକରେ ବୀରସୁରେନ୍ଦ୍ର ସାଏଙ୍କ ପ୍ରତି ମୂର୍ତ୍ତି ଓ ଜିଲ୍ଲା ସ୍କୁଲଛକ ଅବଦୁଲ କଲାମଙ୍କ ପ୍ରତି ମୂର୍ତ୍ତି ପୁଷ୍ପ ମାଳ୍ୟ ଅର୍ପଣ କରି ଜିଲ୍ଲା କଂଗ୍ରେସ ରେ ପହଞ୍ଚିଥୋଲା । କାର୍ଯ୍ୟଳୟରେ ପହଞ୍ଚି ଜଲ୍ଲା ସଭାପତି ରାଜେନ୍ଦ୍ର ଛତ୍ରିଆଙ୍କ ସଭାପତିତ୍ୱରେ ଏକ ଜୟନ୍ତୀ ସଭାର ଆୟୋଜନ କରାଯାଇଥିଲା। ଏଥିରେ ରେଙ୍ଗାଲିର ପୁର୍ବତନ ବିଧାୟକ ଦୁର୍ଯୋଧନ ଗର୍ଡିଆ,ପ୍ରଦେଶ କଂଗ୍ରେସ ସାଧାରଣ ସଂପାଦକ ଦୁଲାଲ ପ୍ରଧାନ,ସଂପାଦକ ଅମିତ ଗୁରୁ,ବଣିଆ,ନିରଞ୍ଜନ ତ୍ରିପାଠୀ , ଜୟରାମ ବଣିଆ,ସୁତପା ମିତ୍ର,ପ୍ଲବନ ବହିଦାର,ବିଜୟ ଲକ୍ଷ୍ମୀ ବେହେରା ପ୍ରମୂଖଙ୍କ ସହିତ ଶତାଧିକ କଂଗ୍ରେସ କର୍ମୀ ଓ ସମର୍ଥକ ଯୋଗଦେଇ ଜୟନ୍ତୀ ମାଧ୍ୟମରେ କଂଗ୍ରେସ ଉପରକୁ ଜନସାଧାରଣଙ୍କ ଆତ୍ମବିଶ୍ୱାସ ଫେରାଇ ଆଣିବାକୁ ଖୁବ ଜୋର ଦେଇ ଆଜିଠୁ ଘରେ ଘରେ କଂଗ୍ରେସ ଘରେ ଘରେ ହାତକୁ ପହଞ୍ଚାଇବା ପାଇଁ ପ୍ରଦେଶ କଂଗ୍ରସର ଲକ୍ଷ ପୂରଣ ପାଇଁ ଓ ରାଜ୍ୟରେ ଗଣତନ୍ତ୍ରର ନବ ପ୍ରତିଷ୍ଠା ପାଇଁ ସଂକଳ୍ପ ନେଇଥିଲେ । ଆୟୋଜିତ ରାଲିରେ ଶତାଧିକ ମହିଳାଙ୍କ ସ୍ୱର୍ତ୍ତପ୍ରବୃତ୍ତ ଉପସ୍ଥିତି କଂଗ୍ରେସର ବଳକୁ ଉଜ୍ଜିବିତ କରିଥିବା ଆଜି ସର୍ବତ୍ର ଆଲୋଚନାର ବିଷୟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like