-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଅନ୍‌ଲାଇନ୍ ମାଧ୍ୟମରେ ଜିଲ୍ଲାସ୍ତରୀୟ କଳାଉତ୍ସବ ଆୟୋଜିତ

14-Dec-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର)- ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା ଅଭିଯାନ, ଓଡିଶା ସରକାରଙ୍କ ଦ୍ୱାରା ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପରିସରରେ ଥିବା ବହୁମୁଖୀ ସଭାଗୃହରେ ଜିଲ୍ଲା ସ୍ତରୀୟ କଳାଉତ୍ସବ-୨୦୨୦କୋଭିଡ୍ କଟକଣା ଯୋଗୁଁ ଅନ୍‌ଲାଇନ୍ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ତତ୍ତ୍ୱାବଧାନରେ ଓ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ନିଳମଣୀ ପଟେଲଙ୍କ ଉଦ୍ୟମରେ ପରିଚାଳିତ ଉକ୍ତ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ୪୪ ଜଣ ଛାତ୍ର ଛାତ୍ରୀ ଶାସ୍ତ୍ରୀୟ କଣ୍ଠ ସଙ୍ଗୀତ, ପାରମ୍ପରିକ ଲୋକ କଣ୍ଠ ସଙ୍ଗୀତ, ଶାସ୍ତ୍ରୀୟ ବାଦ୍ୟଯନ୍ତ୍ର, ପାରମ୍ପରିକ ଲୋକ ବାଦ୍ୟ ଯନ୍ତ୍ର, ଶାସ୍ତ୍ରୀୟ ନୃତ୍ୟ, ଲୋକ ନୃତ୍ୟ, ଚିତ୍ରକଳା ୨-ଡି, ଚିତ୍ରକଳା ୩-ଡି, ଦେଶୀୟ ଖେଳଣା ଓ ଖେଳ ଆଦି ୯ଟି ବିଭାଗରେ ଅଂଶ ଗ୍ରହଣ କରିଥିଲେ । ବାଳକ ବିଭାଗର ଶାସ୍ତ୍ରୀୟ କଣ୍ଠ ସଙ୍ଗୀତରେ ରୋନକ୍ ମହାନ୍ତି, ପାରମ୍ପରିକ ଲୋକ କଣ୍ଠ ସଙ୍ଗୀତରେ ରୋହନ ମିଶ୍ର, ଶାସ୍ତ୍ରୀୟ ବାଦ୍ୟଯନ୍ତ୍ରରେ ବିବେକାନନ୍ଦ ତାଣ୍ଡି, ଲୋକନୃତ୍ୟରେ ଅର୍ପଣ ବୈଭବ ବାରିକ, ଚିତ୍ରକଳା ୨-ଡିରେ ମହମ୍ମଦ ମୁର୍‌ତୁଜା ଖାନ୍‌, ଚିତ୍ରକଳା ୩-ଡିରେ ଏନ.ବି. ଶ୍ରୀନିବାସ ପ୍ରଧାନ, ଦେଶୀୟ ଖେଳଣା ଓ ଖେଳରେ ପ୍ରେମାଶିଷ ପାଣ୍ଡିଆ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବାଳିକା ବିଭାଗର ଶାସ୍ତ୍ରୀୟ କଣ୍ଠ ସଙ୍ଗୀତରେ ସ୍ମିତା ପଟ୍ଟନାୟକ, ପାରମ୍ପରିକ ଲୋକ କଣ୍ଠ ସଙ୍ଗୀତରେ ସୁପ୍ରିୟା ମଲ୍ଲିକ,  ଶାସ୍ତ୍ରୀୟ ନୃତ୍ୟରେ ଆତ୍ମନ୍ ତ୍ରିପାଠୀ,ଲୋକ ନୃତ୍ୟରେ ସ୍ୱପ୍ନା ନନ୍ଦ, ଚିତ୍ରକଳା ୨-ଡିରେ ମୌସୁମୀ ପି.ସେଠ୍‌, ଚିତ୍ରକଳା ୩-ଡିରେ ନିହାରୀକା ମାଝୀ , ଦେଶୀୟ ଖେଳଣା ଓ ଖେଳରେ ଅବନ୍ତିକା ଜେନା ପ୍ରଥମ ସ୍ଥାନ ଅଧିକାର କରି ଜୋନ୍ ସ୍ତରୀୟ କଳା ଉତ୍ସବକୁ ଉନ୍ନୀତ ହୋଇଛନ୍ତି । ବିଚାରକ ଭାବରେ ଦୀପକ କୁମାର ବରାଳ, ଗୌର ଚନ୍ଦ୍ର ମହାପାତ୍ର, ପଦ୍ମ ଚରଣ ଆଚାର୍ଯ୍ୟ, ଭକ୍ତ ଚରଣ ନାଏକ, ମୂରଲୀଧାରୀ ପତି, ଶମ୍ଭୁ ପ୍ରସାଦ ନାଏକ, ଦିଲୀପ ସିଂଦେଓ, ବାସୁଦେବ ମେହେର ପ୍ରମୁଖ ଯୋଗଦେଇଥିଲେ । ଅଶ୍ୱିନୀ ଷଡଙ୍ଗୀ, ଅନୀଲ ନନ୍ଦ, ବିଶ୍ୱଜିତ ପଧାନ, କରୁଣା ସା ଅନଲାଇନ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବୈଷୟିକ ସହାୟତା  ପ୍ରଦାନ କରିଥିଲେ ।  ସୂଚନା ଯୋଗ୍ୟ ଯେ, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନୂଆପଡା ଏହି ପାଞ୍ଚଟି ଜିଲ୍ଲାକୁ ନେଇ ଚଳିତ ମାସ ୧୬ ତାରିଖରେ ଆୟୋଜିତ ଜୋନ୍ ସ୍ତରୀୟ କଳାଉତ୍ସବ ବଲାଙ୍ଗିର ଠାରେ ସମସ୍ତ ବିଭାଗରେ ପ୍ରଥମ ହୋଇଥିବା କୃତୀ ପ୍ରତିଯୋଗୀ ଅନଲାଇନ୍ ମାଧ୍ୟମରେ ଭାଗ ନେବେ । 


News Comment




Photo in News

Advertisment
Lastest News
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ