-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||     

HOME   ଜିଲ୍ଲା

୬ ଶିଶୁ ସମେତ ୧୮ ଦାଦନ ଶ୍ରମିକ ଉଦ୍ଧାର

03-Oct-2023



ଖପ୍ରାଖୋଲ: (ବେଦବର ଛତ୍ରିଆ): ବଲାଙ୍ଗୀର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ପିପଲ ବାହାଲ ରେ ଥିବା ଏକ ଫାର୍ମ ହାଉସ ଯାହାକି ଦାଦନ ସର୍ଦାର ମୁଜିବ୍ ଖାନ ଙ୍କର ଅଟେ ।ସେଠାରେ ବେଆଇନ ଭାବେ ଶ୍ରମିକ ଚାଲାଣ କରୁଥିବା ନେଇ ଲାଠୋର ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଉକ୍ତ ଫାର୍ମ୍ ରେ ଚଢ଼ାଉ କରି ଶ୍ରମିକ ମାନଙ୍କୁ ଉଦ୍ଧାର କରାଯାଇଛି।ପଚାର ଉଚରା ପରେ ଦାଦନ ଶ୍ରମିକ ମାନେ ହେଲେ ନୂଆପଡା ଜିଲ୍ଲା ର ଉଡ଼ାର୍ ଓ ଅନୁଗୁଳ ଜିଲ୍ଲା ର ରାଇଝଡାଙ୍ଗ ବୋଲି ଜଣା ପଡିଛି।ପରେ ସମସ୍ତ ଦାଦନ ଶ୍ରମିକ ଙ୍କୁ ନିଜ ନିଜ ଗାଁ କୁ ପଠେଇ ଦେଇଛନ୍ତି।ଏ ନେଇ ଲାଠୋର ଥାନା କେଶ ନମ୍ବର ୧୪୩/୨୩ ଆଇପିସି୨୫/ଅନ୍ତ ରାଜ୍ୟ ଶ୍ରମିକ ଚାଲାଣ ଆଇନ ଦଫା ୩୭୦/୩୭୪/୪୨୦/୪୩ ରେ ମାମଲା ରୁଜୁ କରି ଦାଦନ ଦଲାଲ ମୁଜିବ୍ ଖାନ ର ପୁଅ ଅସ୍ପକ ଖାନ କୁ ଗିରଫ କରାଯାଇଛି ଏବଂ ମୁଜିବ ଖାନ ଫେରାର ଥିବା ସୂଚନା ଦେଇଛନ୍ତି ଲାଠୋର ଥାନା ଅଧିକାରୀ ଝସକେତନ୍ ଭୋଇ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026

You Might Also Like