-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

03-Oct-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ରେ ଜିଲ୍ଲl ସ୍ତରୀୟ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର  ଶାସ୍ତ୍ରୀ ଙ୍କ ଜୟନ୍ତୀ  ମହାସମାରୋହରେ ପାଳିତ ହୋଇଯାଇଛି l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ  ଆନୁକୁଲ୍ୟରେ ଆୟୋଜିତ ଏହି ସଭାରେ ଜିଲ୍ଲାପାଳ  ବିମଳେନ୍ଦୁ  ରାୟ ସଭାପତିତ୍ୱ କରି ଛାତ୍ରଛାତ୍ରୀମାନଙ୍କୁ ଗାନ୍ଧିଜୀ ଓ ଶାସ୍ତ୍ରୀଜିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ସେବା କରିବା  ପାଇଁ  ଉଦବୋଧନ  ଦେଇଥିଲେl ସଭାରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ କୁମାର ପଣ୍ଡା ,ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଏବଂ ଅଞ୍ଜଳିନା ପଧାନ ଯୋଗଦେଇଥିଲେ l ବକ୍ତା ଭାବରେ ବିନିକା ସିଦ୍ଧାର୍ଥ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଧୀରେନ୍ଦ୍ର କୁମାର ନାୟକ ଏବଂ ବିଶିଷ୍ଟ ସାହିତ୍ୟିକ ଲେଖକ ଦୀପକ ରଞ୍ଜନ ମିଶ୍ର ଯୋଗଦେଇ ଗାନ୍ଧୀ ଏବଂ ଶାସ୍ତ୍ରୀ  ଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିଥିଲେ l
ଶିକ୍ଷକ ପୁଷ୍ପକ ରାୟ , ପ୍ରତିଦିପ୍ତ ରାୟ ପ୍ରମୁଖ ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନ ତୋ ତେନେ କହିଏ ଓ ରଘୁପତି ରାଘବ ରାଜାରାମ ପରିବେଷଣ କରିଥିଲେ l ସର୍ବଧର୍ମ ପ୍ରାର୍ଥନା ସଭାରେ   ପାଷ୍ଟର  ଲାଲମୋହନ ଦିଗାଲ୍  ପବିତ୍ର ବାଇବଲ୍, ଜନlବ  ମହମ୍ମଦ ରଫିକ   କୋରାନ୍ , ଧିମାନ ସୁରେଶ୍ ବାଗ ବୌଦ୍ଧ ଧର୍ମଗ୍ରନ୍ଥ ଏବଂ ପଣ୍ଡିତ ଲକ୍ଷ୍ମୀନାରାୟଣ ପୂଜାରୀ ଭଗବତ ଗୀତା ଅବୃତ୍ତି କରିଥିଲେ l  ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା l  ସଭାରେ ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା  ପଧାନ ଙ୍କ ସମେତ  ବିଭିନ୍ନ ବିଭାଗର ଅଧିକାରୀ ଏବଂ 
 ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଗାନ୍ଧୀ ପ୍ରେମୀ ଜନସାଧାରଣ , ବରିଷ୍ଠ ନାଗରିକ ସଂଘ ର କର୍ମକର୍ତ୍ତା ଯୋଗଦେଇଥିଲେ l ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିଦ୍ୟାପତି ପଣ୍ଡା ସଭା ସଂଯୋଜନା କରିଥିଲେ lପ୍ରାତଃ ସମୟରେ ସହରରେ ରାମଧୁନ ପରିବେଷଣ କରିବା ସହିତ ଗାନ୍ଧୀ ମୂର୍ତ୍ତୀ ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା l  ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା l ଏଥିରେ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ  ସହଯୋଗ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like