-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଲୋକସଭା ସାଂସଦ ଙ୍କର ଅନୁଦାନ ର କାର୍ଯ୍ୟାଦେଶ ବଣ୍ଟନ।  ୨୭ ଗୋଟି ପ୍ରକଳ୍ପ ପାଇଁ ୫୪  ଲକ୍ଷ ଟଙ୍କା ମଂଜୁର

03-Oct-2023



ମୁରିବାହାଲ(ସୁଦାମ ଚରଣ ବଘାର ): ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ୨୨ଗୋଟି ଗ୍ରାମପଞ୍ଚାୟତ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ପାଇଁ ବଲାଙ୍ଗୀର ଲୋକସଭା ସଦସ୍ୟା (୧୭) ଙ୍କର ଅନୁଦାନ ର କାର୍ଯ୍ୟାଦେଶ ମଙ୍ଗଳବାର ଦିନ ମୁରିବାହାଲ ବ୍ଲକ ସଭାଗୃହ ଠାରେ ବଣ୍ଟନ ହୋଇଯାଇଛି l ଏଥିରେ ବ୍ଲକ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ୨୭ଗୋଟି ପ୍ରକଳ୍ପକୁ ୫୪ ଲକ୍ଷ ଟଙ୍କାର ମଂଜୁର ହୋଇଥିବା କାର୍ଯ୍ୟାଦେଶ ଦିଆ ଯାଇଛି l ଏହି ପରିପେକ୍ଷୀ ରେ ମୁରିବାହାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣାନନ୍ଦ ପୁଟେଲ ଙ୍କର ଅଧକ୍ଷତା ରେ କାର୍ଯ୍ୟାଦେଶ ବଣ୍ଟନ ସମୟରେ ଭାରତୀୟ ଜନତା ପାର୍ଟି ର ବଲାଙ୍ଗୀର ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ମୁରିବାହାଲ ବ୍ଲକ ସାଂସଦ ଙ୍କ ପ୍ରତିନିଧି ଶ୍ରୀବତ୍ସ ବେହେରା, ମୁରିବାହାଲ

ଉନ୍ନୟନ କିରାଣୀ ରମେଶ ଚନ୍ଦ୍ର ଛୁରା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। କାର୍ଯ୍ୟାଦେଶ କୁ ସଠିକ ସମୟରେ ସଠିକ ଭାବରେ କାର୍ଯ୍ୟ କରିବା ପାଇ ପରାମର୍ଶ ଦେଇଥିଲେ  । ଦେଇ ଥିବା ଅନୁଦାନ ଗ୍ରାମାଞ୍ଚଳ ର ସାମୁହିକ କାର୍ଯ୍ୟପାଇଁ ଦିଆ ଯାଇଛିଏବଂ ଉକ୍ତ ବ୍ଲକ ର ୨୨ ଗୋଟି ଗ୍ରାମପଞ୍ଚାୟତ ରେ ସମସ୍ତ କାମକୁ  ଯଥାଶୀଘ୍ର ସମ୍ପନ୍ନ କଲେ ବଲାଙ୍ଗୀର ଲୋକ ସଭା ସଦସ୍ୟା ସଂଗୀତା କୁମାରୀ ସିଂଦେଓ ଙ୍କୁ ଅବଗତ କରାଇ ଆହୁରି ଅଧିକ ଅନୁଦାନ ଅଣା ଯାଇ ପାରିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ l  l କାର୍ଯ୍ୟକ୍ରମ ରେ ମୁରିବାହାଲ ବ୍ଲକର  ଭାରତୀୟ ଜନତା ପାର୍ଟି ର ବହୁତ କର୍ମକର୍ତା ଉପସ୍ଥିତି ଥିଲେ ଏବଂ  କାର୍ଯ୍ୟାଦେଶ ପାଇଥିବା ଲୋକଙ୍କ ମଧ୍ୟରେ ଉତ୍ସlହ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like