-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ଅଇଁଠାପାଲି ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଶା ଓ ସ୍ୱାସ୍ଥ୍ୟକର୍ମୀ ଙ୍କ ଦ୍ୱାରା ରକ୍ତଦାନ ଶିବିର

03-Oct-2023



ସମ୍ବଲପୁର- (ସଂଜୀବକୁମାରପାଣିଗ୍ରାହୀ) ଗାନ୍ଧୀ ଜୟନ୍ତୀ ଓ ଆୟୁଷ୍ମାନ ଭବ ଅଭିଯାନ ଅବସରରେ ଆଜି ସ୍ବେଛାସେବୀ ଅନୁଷ୍ଠାନ ସେବା ଓ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଅଇଁଠାପାଲି ଅନୁକୂଲ୍ୟ ରେ ଅଇଁଠାପାଲି ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ସାମ୍ପ୍ରତିକ ସମୟରେ ବିଭିର୍ନ୍ନ ରକ୍ତ ଭଣ୍ଡାର ରେ ରକ୍ତ ର ଅଭାବ ଦେଖାଯାଉଥିବା ବେଳେ ଅଇଁଠାପାଲି ସ୍ୱାସ୍ଥ୍ୟ କେନ୍ଦ୍ର ଏ ଦିଗ ରେ ଏକ ଭିର୍ଣ୍ଣ ଉଦାହରଣ ସୃଷ୍ଟି କରିଛି l ସମସ୍ତ ଆଶା ଦିଦି , ମହିଳା ଆରୋଗ୍ୟ ସମିତିର ସଦସ୍ୟା ,ସ୍ୱାସ୍ଥ୍ୟ କର୍ମୀ ଓ ଆମ୍ବୁଲାନ୍ସ କର୍ମଚାରୀ ମାନେ ଏକଜୁଟ ହୋଇ ଆଜି ଅଇଁଠାପାଲି ଠାରେ ରକ୍ତ ପ୍ରଦାନକାରୀ ଥିଲେ l ଏହି ଶିବିର ରେ ଅତିରିକ୍ତ ସହରାଂଚଳ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ହୋତା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ରକ୍ତଦାନ କରୁଥିବା ସମସ୍ତ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ଉତ୍ସାହିତ କରିଥିଲେ l ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡା.ପ୍ରକାଶ ଚନ୍ଦ୍ର ପରିଡା ସମସ୍ତ ରକ୍ତ ଦାତା ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରି ସେମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବୁଝିଥିଲେ l ମୋଟ ୨୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବା ଡା.ପରିଡା ପ୍ରକାଶ କରିଥିଲେ l ଡା.ସନ୍ତୋଷ ସାହୁ ଓ ଦିଲୀପ କୁମାର ନନ୍ଦ ଏହି ରକ୍ତଦାନ ଶିବିର କୁ ପରିଚାଳନା କରିଥିବା ବେଳେ ସିରେନ୍ଦ୍ରୀ ବାର୍ଲ୍ଲା ,ବସନ୍ତ ମେହେର ,ରାଜେଶ ଷଣ୍ଢ, ଅନିତା ଷଣ୍ଢ ,ସ୍ଵାତିମା କୁଜୁର ,ପ୍ରଣତି ପୃସେଟ ,ବିଜୟ ବନଛୋର ସହଯୋଗ କରିଥିଲେ l ଆସନ୍ତା ଦିନମାନଙ୍କରେ ଏପରି କାର୍ଯ୍ୟ ଜାରି ରହିବ ବୋଲି ଡା. ସାହୁ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like