-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସାଇବର ଠକାମୀ ରୁ ବର୍ତିବା ନେଇ ସଚେତନତା ଶୋଭାଯାତ୍ରା

03-Oct-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସାଇବର ଠକାମୀରୁ ବର୍ତିବା ନେଇ ଆଜି ବିନିକା ପୁଲିସ ତରଫରୁ ବ୍ୟାପକ ଭାବରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ  ହୋଇଥିଲା।  ଏହି ପରିପେକ୍ଷିରେ ଜିଲ୍ଲାର କୋଣ ଅନୁକୋଣରେ ବୁଲୁଥିବା ସାଇବର ସୁରକ୍ଷା ଅଭିଯାନ  ରଥକୁ ପ୍ରାରମ୍ଭରେ ବିନିକା ସହରର ମୁଖ୍ୟ ପ୍ରବେଶ ପଥ ପାପ କ୍ଷୟ ଗେଟ ଛକ ଠାରେ  ଥାନା ଓ ବିନିକା ବାସୀ ଙ୍କ ପକ୍ଷ ରୁ ଭବ୍ୟ ସ୍ଵାଗତ କରାଯାଇଥିଲା ।ପରେ ଥାନା ଅଧିକାରୀ ସାରଙ୍ଗଧର ପାଣିଗ୍ରାହୀ ଙ୍କ ନେତୃତ୍ୱରେ ବିନିକା ମହିଳା ଜୁନିଅର କଲେଜ ଛାତ୍ରୀମାନେ,ପୁଲିସ ପ୍ରଶାସନର ମିଳିତରେ ଏକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା ।ଏଥିରେ ସାଇବର ଠକାମୀରୁ ବର୍ତିବା ନେଇ ଲୋକଙ୍କୁ ସଚେତନ କରାଯାଇଥିଲା ।ଶୋଭାଯାତ୍ରା ବିନିକା ହାଇସ୍କୁଲକୁ ପହଞ୍ଚିବା ପରେ ସେଠାରେ ଅନୁଷ୍ଠିତ  ସଚେତନତା ସଭାରେ ହାଇସ୍କୁଲ ଶିକ୍ଷକ,ମହିଳା ଜୁନିଅର କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁ,ଅଧ୍ୟାପିକା ବୈଜୟନ୍ତୀ ସାହୁ, ବରଗଡ଼ କଂଶ ଭୂମିକା ର ସୁ  ପ୍ରସିଦ୍ଧ କଳାକାର ଗୋପାଳ ସାହୁ, ଡିଏସପି ପ୍ରତାପ କୁମାର ରଣା,ଆଇ ଆଇସି

ସାରଙ୍ଗଧର ପାଣିଗ୍ରାହୀ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ ।ସେହିପରି ସିଦ୍ଧାର୍ଥ ଜୁନିଅର କଲେଜ ସଭାଗୃହ ଠାରେ ଅନୁଷ୍ଠିତ  ସଭାରେ ଅତିଥି ଭାବେ କଳାକାର  ଶ୍ରୀ ସାହୁ,କଲେଜ ଅଧ୍ୟକ୍ଷା ରେଖା ପଧାନ,ଗନିଆଁ ଫାଣ୍ଡି ଅଧିକାରୀ ଅଭିମନ୍ୟୁ ରଥ, ଯୋଗଦେଇ ସାଇବର ଠକାମୀର ଶିକାର ଯେପରି କେହି ନ ହେବେ ସେବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ  ସଚେତନ କହିଥିଲେ l କାର୍ଯ୍ୟକ୍ରମରେ ଏସ ଆଇ ଅଶୋକ ଦାସ ପରିଚୟ ପ୍ରଦାନ ଓ ଏସ ଆଇ ରଞ୍ଜନ ନାଏକ ମଞ୍ଚ ପରିଚାଳନା କରିଥିବା ବେଳେ ଶେଷରେ ଏସ ଆଇ ଆନନ୍ଦ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ସଂଧ୍ୟା ସମୟ ରେ ସରକାରୀ ବସ ଷ୍ଟାଣ୍ଡ ଓ କଲେଜ ଛକ ରେ ସାଇବର ସୁରକ୍ଷା ରଥ ର ପ୍ରୋଜେକ୍ଟର ଏଲିଡି ରେ ସାଇବର ଅପରାଧର ସଚେତନତା କାର୍ଯକ୍ରମ କୁ ପ୍ରଦର୍ଶିତ କରା ଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like