-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

04-Oct-2023



ଗାନ୍ଧୀ ଏକ ବିଚାରଧାରା ନୁହେଁ କି ଏକ ପ୍ରlସଂଗିକତl ନୁହେଁ।। ଗାନ୍ଧୀ ଏକ ଚେତନା ଯାହା ସମାଜର ତଥା ଦେଶର ପ୍ରତିଟି ଭାରତୀୟ ଜନତା ଙ୍କ ଭିତରେ ଉଦ୍ଜିବିତ ହେବା ର ଆବଶ୍ୟକତା ରହିଛି।। ଗାନ୍ଧୀଙ୍କ ନୀତି, ଆଦର୍ଶ, ଓ ସଙ୍କଳପରେ  ପ୍ରେରଣା ପାଇ ଯଦି ଆଜିର ଯୁବ ପିଢ଼ି    ନିଶା ମୁକ୍ତି ଅଭିଯାନରେ ସାମିଲ ହୋଇ ଦୁର୍ନୀତି କୁ ଦୁରେଇଦେଇ ସମlଜର ଦଳିତ ନିଷ୍ପେସିତ ଲୋକଙ୍କ ସେବାରେ ନିଜକୁ

ନିୟୋଜିତ କରିବେ। ତେବେ  ତାହା ହିଁ ହେବ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତି ଆମର ପ୍ରକୃତ ଶ୍ରଦ୍ଧାଂଜଳି।। ଏହା ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ  ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସଂଘ ର ସଭାନେତ୍ରୀ ଡ଼ଃ ପ୍ରତିମା ମହାପାତ୍ର ଙ୍କ ସଭାପତିତ୍ୟ ରେ ଅନୁଷ୍ଟିତ ହୋଇଥିବା ସଭାରେ ସଭାନେତ୍ରୀ ଡ଼ଃ ପ୍ରତିମା ମହାପାତ୍ର ଓ ସମ୍ପଦିକl ଆଭା କାନୁନଗୋ, ମହିଳା କମିଶନ ପୂର୍ବତନ ଅଧ୍ୟକ୍ଷା ନମିତା ପଣ୍ଡା ଓ ସଙ୍ଘର ସଙ୍ଗଠନ ସମ୍ପାଦିକା ମୀରା ବେଉରା  ନିଜ ବକ୍ତବ୍ୟରେ କହିଥିଲେ।। ପ୍ରଥମେ ମହାତ୍ମା ଗାନ୍ଧିଓ ଲାଲ୍ ବାହାଦୁର ଶାସ୍ତ୍ରୀ ଙ୍କ ଫୋଟୋ ଚିତ୍ରରେ  ପୁଷ୍ପ ମାଲ୍ୟ ଅର୍ପଣ କରାଯାଇଥିଲା। ଅହି ଅବସରରେ ବସ୍ତି ଅଞ୍ଚଳର ସ୍କୁଲ ପିଲାଙ୍କ ଭିତରେ ଗାନ୍ଧୀ ଓ ଶାସ୍ତ୍ରୀ ଙ୍କ ଜୀବନକୁ ନେଇ ଏକ ପ୍ରଶ୍ନ ଉତ୍ତର ତଥା କୁଇଜ୍ କାର୍ଯ୍ୟକ୍ରମ କରାଯାଇଥିଲା।। ପିଲା ମାନଙ୍କୁ ପୁରସ୍କୃତ ମଧ୍ଯ

କରାଯାଇଥିଲା।। ସଙ୍ଘ ପକ୍ଷରୁ ବସ୍ିବାସିନ୍ଦାଙ୍କୁ  ବର୍ଷାରୁ ରକ୍ଷା ପାଇବା ପାଇଁ ଛତା ବଣ୍ଟନ କରାଯାଇଥିଲା ଏହି କାର୍ଯ୍ୟକ୍ରମକୁ ସଙ୍ଘର ସଦସ୍ୟା ମାନେ ପରିଚଳନl କରିଥଲେଲ୍ ହଲ୍ ସମ୍ପlଦିକl ମଞ୍ଜୁ ସିଂହ କର୍ଯ୍ୟକlରିକମିଟି ସଭ୍ୟା  ଗିତlଶ୍ରୀ ଦାସ, ପଦ୍ମଜl ତ୍ରିପାଠୀ, ବାଣୀ ନିର୍ମାଲ୍ୟ , ନଳିନୀ ମହାପାତ୍ର ଉପସ୍ଥିତ ରହି କାର୍ଯକ୍ରମ କୁ ପରିଚlଳନl କରିଥଲେ ।। ସଙ୍ଘର ସହ ସମ୍ପlଦିକl ଇନ୍ଦିରା ଅରୋରl ଧନ୍ୟବାଦ୍ ଦେଇଥିଲେ।।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like