-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ବ୍ୟାଞ୍ଚ ପ୍ରେସ ଓ ଡେଡ୍ ଲିଫ୍ଟ ଚମ୍ପିୟନସିପ୍

04-Oct-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲା ଅନ୍ ଫିଟନେସ ପକ୍ଷରୁ ସ୍ଥାନୀୟ ଗୋପାଳଜୀ ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ବ୍ୟାଞ୍ଚ ପ୍ରେସ ଓ ଡେଡ୍ ଲିଫ୍ଟ ଚମ୍ପିୟନସିପ ଉଭୟ ପୁରୁଷ ଓ ମହିଳାଙ୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ତଥା ସହରର ବିଭିନ୍ନ କ୍ଲବର ସଭ୍ୟମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ବରିଷ୍ଠ ଆଇନଜିବୀ ଅମରେନ୍ଦ୍ର ମିଶ୍ର, ସମ୍ମାନୀତ ଅତିଥି ଜିଲ୍ଲା ଓକିଲ ସଂଘ ସଭାପତି ଅମରେଶ ତ୍ରିପାଠି, ସମ୍ମାନିତ ଅତିଥି ପୂର୍ବତନ ଡିଏସ୍‌ଓ ରାଜେନ୍ଦ୍ର ବଢେଇ, ସମ୍ମାନିତ ଅତିଥି ଶ୍ରୀମନ୍ତ ପଣ୍ଡା, ସମ୍ମାନିତ ଅତିଥି ମନୋରଂଜନ ମିଶ୍ର, ଜୁଲୁ ପଟ୍ଟନାୟକ, ବୁଲୁ ଦାନୀ ପ୍ରମୁଖ ପୁରଷ୍କାର ବିତରଣ କରିଥିଲେ । ମୁଖ୍ୟ ଆୟୋଜକ ଅନ୍ ଫିଟନେସ ଅନିଲ ନାଏକ, ସଂଜୟ ଶତପଥି, ରୁପକ ବରାଳ, ବିଡିଜିଏ ସମ୍ପାଦକ ସଂଗ୍ରାମ ବହିଦାର ବିଚାରକ ଦାୟିତ୍ୱ ତୁଳାଇଥିଲେ । ମହିଳା ଡେଡ୍ ଲିଫ୍ଟ ରେ ୫୨ କେଜି ବିଭାଗରେ ପ୍ରଥମ ଗୁଞ୍ଜନ ପଟ୍ଟନାୟକ, ଦ୍ୱିତୀୟ ମନୋଲିସା ବିଶି, ତୃତୀୟ ଅର୍ଚ୍ଚନା ଚୈାହାନ । ଦ୍ୱିତୀୟ ଗ୍ରୁପ ବିଭାଗରେ ପ୍ରଥମ ପୁଜା ଚୈାହାନ, ଦ୍ୱିତୀୟ ସୁନନ୍ଦା ଭୋଇ, ତୃତୀୟ ରୋଜି ବାଗ । ତୃତୀୟ ବିଭାଗରେ ପ୍ରଥମ ନୀତୁ ଡୁଙ୍ଗଡୁଙ୍ଗ, ଦ୍ୱିତୀୟ କିରନ ରଥ, ତୃତୀୟ ପୁଷ୍ପାଞ୍ଜଳି ମଲ୍ଲିକ । ଚତୁର୍ଥ ବିଭାଗରେ ପ୍ରଥମ ସରୀନା ଡୁଙ୍ଗଡୁଙ୍ଗ, ଦ୍ୱିତୀୟ ସମୀକ୍ଷା ମାହାଣା, ତୃତୀୟ ରେ ରୀଙ୍କୁ ସୁନା । ଷ୍ଟ୍ରଙ୍ଗ ଓମେନ ରେ ନୀତୁ ଡୁଙ୍ଗଡୁଙ୍ଗ ହାସଲ କରିଥିଲେ । ପୁରୁଷ ବେଞ୍ଚ ପ୍ରେସ ୫୨ କେଜି ବିଭାଗରେ ପ୍ରଥମ ସାହିଲ ସ୍ୱାଇଁ, ଦ୍ୱିତୀୟ ଆଶିକ୍ ମାଝି, ତୃତୀୟ ହେମନ୍ତ ନାଗ । ୫୯ କେଜି ବିଭାଗରେ ପ୍ରଥମ ବିଶ୍ୱଜିତ ସୁନା, ଦ୍ୱିତୀୟ ଛୋଟୁ ପୋଡ, ତୃତୀୟ ନିଖିଲ ନାଗ । ୬୬ କେଜି ବିଭାଗରେ ପ୍ରଥମ ମନୋରଞ୍ଜନ ସାହୁ, ଦ୍ୱିତୀୟ ମିଲନ ନାଗ, ତୃତୀୟ ବିଷ୍ଣୁ ପ୍ରସାଦ ନାଏକ । ୭୪ କେଜି ବିଭାଗରେ ପ୍ରଥମ ଆଲୋକ ସାଗର, ଦ୍ୱିତୀୟ ନିଖିଲ ସୁନା, ତୃତୀୟ ସେଖ୍ ଅଖତର । ୮୩ କେଜି ବିଭାଗରେ ପ୍ରଥମ ଯୁବରାଜ ବରୁଆ, ଦ୍ୱିତୀୟ ସିଦ୍ଧାନ୍ତ ପଡିହାରି, ତୃତୀୟ ସୁଶାନ୍ତ ମନହିରା । ୯୩ କେଜି ବିଭାଗରେ ପ୍ରଥମ ସାର୍ତକ ଶ୍ରୀୱସ୍ତବ, ଦ୍ୱିତୀୟରେ ସିବୁ ରାଉତ, ତୃତୀୟରେ ଆନନ୍ଦ ଛତର । ପ୍ରତିଯୋଗିତାରେ ସର୍ବାଧିକ ବେଞ୍ଚ ପ୍ରେସ ସାର୍ଥକ ଶ୍ରୀୱାସ୍ତବ ୧୪୦ କେଜି ମାରିଥିଲେ । ଷ୍ଟ୍ରଙ୍ଗ ମ୍ୟାନ ମନୋରଞ୍ଜନ ସାହୁ ଚମ୍ପିୟନ ଅଫ୍ ଚମ୍ପିୟନ ପ୍ରଦାନ କରାଯାଇଥିଲା । ପ୍ରତିଯୋଗିତାକୁ ସଫଳ କରିବାରେ ସଭ୍ୟ ବବନ ମିଶ୍ର, ଦିଲିପ୍ ପଟ୍ଟନାୟକ ଘନ ପଟେଲ, ବାଦଲ ପାତ୍ର, ରାମ ସିଂ ପ୍ରମୁଖ ସହଯୋଗ କରିଥିଲେ । ହେଣ୍ଡିକେପ୍ ପ୍ରତିଯୋଗିତାରେ ବବୁଲୁ ମିଶ୍ର ତାଙ୍କ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026

You Might Also Like

                                   
  ଜିଲ୍ଲା  

Mm