-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

04-Oct-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ସହର ସ୍ଥାନୀୟ ପଟାଭାଡ଼ିଠାରେ ଗଢି ଉଠିଥିବା କୋଶଳ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ସମାରୋହ ପାଳିତ ହେବା ସଙ୍ଗେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସମେତ ସ୍ୱଚ୍ଛ ଭାରତ ସଂଗଠନର ମିଳିତ ଆନୁକୂଲ୍ୟରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ  ହୋଇଥିଲା l ପ୍ରଥମେ    ସର୍ବ ଧର୍ମ ପ୍ରାର୍ଥନା  ହୋଇଥିଲା l  ଏକ ସଭାକାର୍ଯ୍ୟ କରାଯାଇଥିଲା ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଉପସ୍ଥିତ ରହି ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୀବନୀ ଉପରେ  ବକ୍ତବ୍ୟ ରଖି ଶିଶୁଙ୍କୁ ଦିଗଦର୍ଶନ ଦେଇଥିଲେ | ଠିକ ସେହିପରି ସମ୍ମାନିତ ଅତିଥି ଭାବରେ ଜିଲ୍ଲା ସଂକୃତି ଅଧିକାରୀ ଯମୁନା ପଧାନ,ଜିଲ୍ଲା କ୍ରୀଡା ନିରୀକ୍ଷକ ଶ୍ରୀଯୁକ୍ତ ସତ୍ୟନାରାୟଣ ତ୍ରିପାଠୀ ଓ ସ୍ୱଚ୍ଛଭାରତ ଭାରତ ସଂଗଠନ ର ସଂଯୋଜକ ଶ୍ରୀଯୁକ୍ତ ମନୋରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ଗାନ୍ଧୀ ଙ୍କ ଭିଭିନ୍ନ  ନୀତି  ବାଣୀ ପ୍ରଦାନ କରି ମହାନ ଆତ୍ମା ଉଭୟଙ୍କ କାର୍ଯ୍ୟପନ୍ଥା କୁ ଅବଲମ୍ବନ କରିବା ପାଇଁ କହିଥିଲେ | ସଭା କାର୍ଯ୍ୟ ରମ୍ଭରେ ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ ଅତିଥିଙ୍କ ଉଦ୍ଧେଶ୍ୟରେ ସ୍ୱାଗତ ଅଭିଭାଷଣ ରଖିଥିଲେ ଏବଂ ସ୍ୱଚ୍ଛ ଭାରତ ସଂଗଠନର ପ୍ରମୁଖ କାର୍ଯ୍ୟକର୍ତ୍ତା ଶ୍ରୀମତୀ ଇନ୍ଦୁମତି ପୁରୋହିତ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ | ତାପରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ସମସ୍ତେ ସାମିଲ ହୋଇ ଏହି କାର୍ଯ୍ୟକ୍ରମ କରି ବେଶ ଆନନ୍ଦିତ ହୋଇଥିଲା | ଶ୍ରୀଯୁକ୍ତ ମନୋଜ ପଣ୍ଡା, ସଂଗୀତା ପଧାନ, ସ୍ମିତାରାଣୀ ନାୟକ, ଅବିନାଶ ନାଏକ, ରୀନା ବୁଡ଼େକ ମଳୟ ଛନ୍ଦ ତଥା ବିଦ୍ୟାଳୟର ଜୁନିୟର ରେଡ କ୍ରସ ଦଳ ଓ ସ୍କାଉଟ ଗାଇଡ଼ ଦଳ ମିଶି ସ୍ୱଚ୍ଛତା କାର୍ଯ୍ୟକ୍ରମ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like