-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ଗଞ୍ଜେଇ ସହ ବାଇକ ଓ ଦୁଇ ଅଭିଯୁକ୍ତ ଗିରଫ

04-Oct-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୋନପୁର ପୋଲିସ ଗତକାଲି ୯ କେଜି ୭୫୦ ଗ୍ରାମ ଗଞ୍ଜେଇ ଜବତ ସହ ଦୁଇ ଜଣଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ମାନେ ହେଲେ ବୌଦ୍ଧ ଜିଲ୍ଲା ମନମୁଣ୍ଡl ତୁଣ୍ଡୁମାଲ ଗାଁ ର ସମ୍ୱଲପୁର ଜିଲ୍ଲା ଅଇଁଠାପାଲି ଥାନା ମହାନନ୍ଦିଆ ବିହାର ଅଞ୍ଚଳରେ ରହୁଥିବା ଜିତେନ୍ଦ୍ର ପୋଢ଼ ଓ ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଧର୍ମଶାଲା ପଡା ର ଅନନ୍ତ ପୋଢ଼ । ଅଭିଯୁକ୍ତ ମାନଙ୍କ ଠାରୁ ବ୍ୟବହୃତ ଏକ ୟାମହା ସିବିଆର ବାଇକ ନମ୍ବର ଓଡି ୨୩ସି ୪୮୬୦ ସହ ଦୁଇ ଟି ମୋବାଇଲ ଜବତ କରିଛି ସୋନପୁର ପୋଲିସ। ଏ ନେଇ ଥାନାରେ ଆୟୋଜିତ ଏକ ସମ୍ମିଳନୀରେ ଅତିରିକ୍ତ ଏସପି ହେମନ୍ତ ପାଢ଼ୀ ସୂଚନା ଦେଇ କହିଛନ୍ତି ଯେ ମନମୁଣ୍ଡା ପଟରୁ ସୋନପୁର ଆଡ଼କୁ ଦୁଇ ଜଣ ଯୁବକ ବାଇକ ଯୋଗେ ଗଞ୍ଜେଇ ଚାଲାଣ କରୁଥିବା ପୋଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ସୋନପୁର ଆଇଆଇସି ପଦ୍ମାସିନୀ ମେହେର ଙ୍କ ନିର୍ଦ୍ଦେଶ କ୍ରମେ ପେଟ୍ରୋଲିଙ୍ଗ କରୁଥିବା ଏସଆଇ ପୀୟୂଷ ରାଜ ନାୟକ ଓ ଟିମ ଉକ୍ତ ଦୁଇ ଅଭିଯୁକ୍ତ ଆସୁଥିବା ବେଳେ କୁଞ୍ଜ ଛକ ଠାରେ ସେମାନଙ୍କୁ ଅଟକାଇ ଯାଞ୍ଚ କରିବାରୁ ସେମାନଙ୍କ ନିକଟରୁ ଉକ୍ତ ପରିମାଣ ର ଗଞ୍ଜେଇ ବାହାରିଥିଲା। ପୋଲିସ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଦ୍ବୟ ଙ୍କୁ କୋର୍ଟ ଚାଲାଣ କରିଥିବା ସୁଚନା ଦେଇଥିଲେ। ଉକ୍ତ ସମ୍ମିଳନୀରେ ଆଇଆଇସି ପଦ୍ମାସିନି ମେହେର ଙ୍କ ସହିତ ଥାନା ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like