-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||     

HOME   ଜିଲ୍ଲା

କେବେ ମିଳିବ ବିଧବା ନୈକେଶି ଙ୍କୁ ସରକାରୀ ସହାୟତା ?

04-Oct-2023



ନୂଆଁପଡ଼ା : ସାଧାରଣ ଜନତାଙ୍କ ନ୍ୟାର୍ଯ୍ୟ ଅଧିକାର କୁ ଜଣାଇବା ଓ ଯୋଗାଇବା ପାଇଁ ଅନେକ ବିଭାଗୀୟ ଅଧିକାରୀ ମାନେ କାର୍ଯ୍ୟରତ ଅଛନ୍ତି,ହେଲେ ବିଭାଗୀୟ ଅଧିକାରୀ ମାନେ ଜଣେ ବିଧବା ମହିଳାଙ୍କୁ ତାଙ୍କ ସରକାରୀ ଯୋଜନା ଯୋଗାଇଦେବା ପାଇଁ ଅଣଦେଖା କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଫରସରା ପଞ୍ଚାୟତ ପଳସାମାଲ ଗ୍ରାମର ନୂଆପରା ରେ।ସୂଚନା ଅନୁସାରେ ଉକ୍ତ ଗ୍ରାମର ସ୍ବର୍ଗତ ଗଦାଧର ରାଉତ ଗତ ୨୦୨୨ ସେପ୍ଟେମ୍ବର ମାସ ୧୩ ତାରିଖ ଦିନ କୌଣସି କାରଣ ବଶତଃ ମୃତ୍ୟୁବରଣ କରିଥିଲେ।ବର୍ତ୍ତମାନ ତାଙ୍କ ବିଧବା ପତ୍ନୀ ନୈକେଶି ରାଉତ ଓ ଏକମାତ୍ର ବଢିଲା ଝିଅ ସତମତି ରାଉତ ବେସାହାରା ଭାବରେ ଦିନ କାଟୁଛନ୍ତି।ସ୍ଵାମୀଙ୍କ ମୃତ୍ୟୁ ପରେ ନିଜ ଝିଅ ଙ୍କୁ କଲେଜ ରେ ପାଠ ପଢ଼ାଇବାର ସ୍ବପ୍ନ ଥିଲା,ହେଲେ ବର୍ତ୍ତମାନ  ଭଲଭାବରେ ଘର ଚଲିବା ଅତି କଷ୍ଟସାଧ୍ୟ ଅଟେ ଝିଅ ପଡ଼ିବ କେମିତି?ତାଙ୍କ ପରିବାରକୁ ସରକାରଙ୍କ ସହଯୋଗ କହିଲେ କେବଳ ଦଶ କେଜି ଚାଉଳ।ସ୍ୱାମୀର ମୃତ୍ୟୁର ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟ ହେବାପରେ ମଧ୍ୟ ନୈକେଶି ଙ୍କୁ ନା ମିଳିଛି ଜାତୀୟ ପରିବାର କଲ୍ୟାଣ ଯୋଜନା ସହାୟତା,ନା ମିଳୁଛି ବିଧବା ଭତ୍ତା। ଏହି ମୂରବୀ ଶୂନ୍ୟ ପରିବାରର କରୁଣ ଦୃଶ୍ୟ ଆଖି ନ ଦେଖିଲେ ବିଶ୍ୱାସ କରିହେବ ନାହିଁ,ହେଲେ ଆଖି ବୁଜି ଦେଇଛନ୍ତି ନିର୍ବାଚିତ ପ୍ରତିନିଧି ଓ ପ୍ରଶାସନ ତେଣୁ ତୁରନ୍ତ ବାସ୍ତବିକ ସତ୍ୟତା କୁ ଯାଞ୍ଚ୍ କରି ଭତ୍ତା ଟଙ୍କା ସହିତ ଅନ୍ୟାନ୍ୟ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଅଛି।

(ନୂଆପଡ଼ା ଜିଲ୍ଲା ବୋଡ଼େନ ରୁ ବିଶି ଚନ୍ଦନ ମାଝୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026

You Might Also Like