-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

୧୬ଦିନରେ ପହଞ୍ଚିଲା ସରପଞ୍ଚମାନଙ୍କ ଆନ୍ଦୋଳନ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଗ୍ରାମ ପ୍ରଧାନ/ସରପଞ୍ଚ ସଂଗଠନ ଓଡ଼ିଶା ସରକାରଙ୍କ ହସ୍ତକ୍ଷେପ ଦାବି

04-Oct-2023



(ସଂଜୀବକୁମାରପାଣିଗ୍ରାହୀ) ଭୁବନେଶ୍ଵର,ତା. ୪.୧୦ : ସରପଞ୍ଚମାନଙ୍କ 15 ଦଫା ଦାବି ପୂରଣ ପାଇଁ ରାଜ୍ୟ ସରକାରଙ୍କ ସହ ବାରମ୍ୱାର ଆଲୋଚନା କରିବା ପରେ ଏହାର ସମାଧାନ ଦିଗରେ କୌଣସି ନିଷ୍କର୍ସ ବାହାରିପାରିନଥିଲା। ଫଳରେ ଗତ ସେପ୍ଟେମ୍ୱର 23 ତାରିଖ ଠାରୁ ପିଏମଜି ଛକ ଠାରେ ସରପଞ୍ଚମାନଙ୍କ ଚାଲିଥିବା ଧାରଣା 16 ଦିନରେ ପହଞ୍ଚିଛି । ଆଜି ଧାରଣାସ୍ଥଳକୁ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ରାଷ୍ଟ୍ରୀୟ ପଞ୍ଚାୟତିରାଜ ଗ୍ରାମ ପ୍ରଧାନ/ସରପଞ୍ଚ ସଂଗଠନ ଓଡ଼ିଶା ଶାଖା ସଭାପତି ରବି ରଥ ଓ ସମ୍ପାଦକ ଡ଼ା. ରାଜାରାମ ଷଡ଼ଙ୍ଗୀ ପହଞ୍ଚି ସରପଞ୍ଚମାନଙ୍କ ନ୍ୟାର୍ଯ୍ୟ ଦାବି ପୂରଣ ନିମନ୍ତେ ସରକାର ପଦକ୍ଷେପ ନେବାକୁ ଦାବି କରିଥିଲେ । ଦାବି ପୂରଣ ହେବା ଯାଏଁ ଆନ୍ଦୋଳନ ଚାଲୁ ରହିବ ବୋଲି ଉଭୟେ ଘୋଷଣା କରିଥିଲେ । ଗତକାଲି ପଞ୍ଚାୟତିରାଜ ବିଭାଗର ମୁଖ୍ୟ ସଚ୍ଚିବ ସୁଶୀଲ କୁମାର ଲୋହାନି, ନିର୍ଦ୍ଦେଶକ ଅରିନ୍ଦମ ଡ଼ାକୁଆ ଓ ପଦାଧିକାରୀଙ୍କ ଉପସ୍ଥିତିରେ ରାଜ୍ୟ ସଭାପତି ରୋମାଞ୍ଚ ସାହୁ, କର୍ମକର୍ତ୍ତା ସୁଦର୍ଶନ କହଁର, ବିଜୟ କୁମାର ସାହୁ, ସତ୍ୟ ନାରାୟଣ ସାହୁ, ତପନ କୁମାର ଚକ୍ରବର୍ତ୍ତି, ରାଜ୍ୟ ସମ୍ପାଦକ କ୍ଷୀରୋଦ କୁମାର ପ୍ରଧାନ ଓ ଅନ୍ୟମାନେ ଆଲୋଚନା କରିଥିଲେ । ବିଭାଗୀୟ କର୍ତ୍ତୃପକ୍ଷମାନଙ୍କ ଠାରୁ ଆଶାଜନକ ପ୍ରତିଶ୍ରୁତି ନ ମିଳିବା ଫଳରେ ସଂଗଠନର କର୍ମକର୍ତ୍ତାମାନେ ଆନ୍ଦୋଳନକୁ ଚାଲୁ ରଖିବେ ବୋଲି କହିଥିଲେ । ନବୀନ ପଟ୍ଟନାୟକ ମଧ୍ୟ କରୋନା ସମୟରେ ସରପଞ୍ଚଙ୍କୁ ଜିଲ୍ଲାପାଳ କ୍ଷମତା ଦେଇଥିଲେ। ବର୍ତମାନ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପଞ୍ଚାୟତକୁ 50ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରାଯାଇଥିବା ବେଳେ ଏହି ଅନୁଦାନ ନିମନ୍ତେ ପ୍ରକଳ୍ପ ଚୟନ ଆଦି ନିଷ୍ପତ୍ତିରେ ସରପଞ୍ଚଙ୍କୁ ଗୁରୁତ୍ବ ଦିଆଯାଉନାହିଁ। ଏହା ସହ ସରପଞ୍ଚଙ୍କୁ ଅବସରକାଳୀନ ଭତ୍ତା, ସ୍ବାସ୍ଥ୍ୟ ବୀମା ପ୍ରଦାନ, ଅଙ୍ଗନବାଡ଼ି ଓ ସ୍ବାସ୍ଥ୍ୟ କେନ୍ଦ୍ରର ରକ୍ଷଣାବେକ୍ଷଣ ପାଇଁ ପଞ୍ଚାୟତକୁ ସ୍ବତନ୍ତ୍ର ପାଣ୍ଠୀର ବ୍ୟବସ୍ଥା, ଦରମା 20 ହଜାର କରାଯାଉ, ୱାର୍ଡ ମେମ୍ୱରମାନଙ୍କୁ 5 ହଜାର ଦରମା ପ୍ରଦାନ କରାଯାଉ, ପିଅନ ଓ ରାତ୍ର ଜଗୁଆଳିଙ୍କ ଦରମା ବ୍ୟବସ୍ଥା କରାଯାଉ, ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ସରପଞ୍ଚଙ୍କ ହାତପାଣ୍ଠୀ 10ଲକ୍ଷ ଟଙ୍କା ଓ 5ଟି ଗୃହ ଆବଣ୍ଟନର କ୍ଷମତା ଦେବା ଆଦି ଦାବି ରହିଛି। ଶ୍ରୀ ରଥ କହିଛନ୍ତି ଗଣତନ୍ତ୍ରିକ ବ୍ୟବସ୍ଥାରେ ସରପଞ୍ଚମାନେ ହେଉଛନ୍ତି ମୂଳ ପିଢ଼ି । ଏମାନଙ୍କ ଉପରେ ପ୍ରଶାସନିକ ଅଧିକାରୀମାନଙ୍କ ଅଙ୍କୁଶ ଥିବାରୁ ସରପଞ୍ଚମାନଙ୍କ ଉନ୍ନୟନ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଉଛି । ପଞ୍ଚାୟତିରାଜକୁ କ୍ଷମତା ପ୍ରଦାନ ପାଇଁ ଯେଉଁ ସାମ୍ୱିଧାନିକ ବ୍ୟବସ୍ଥା ରହିଛି ତାହାକୁ କାର୍ଯ୍ୟକାରୀ କରିବା ଦିଗରେ ପ୍ରଶାସନିକ ଅଧିକାରୀମାନେ ବାଧା ସୃଷ୍ଟି କରୁଛନ୍ତି। ଫଳରେ ସରପଞ୍ଚଙ୍କ ଅଧିକାର କ୍ଷୁର୍ଣ୍ଣ ହେବାରେ ଲାଗିଛି । ଏହା ଏକ ଗୁରୁତ୍ଵପୂର୍ଣ୍ଣ ବିଷୟ ହୋଇଥିବାରୁ ସରକାର ଏ ଦିଗରେ ଦୃଷ୍ଟି ଦେବେ ବୋଲି ସେ ଦାବି କରିଛନ୍ତି । ଆସନ୍ତା 8 ତାରିଖରେ ଦିଲ୍ଲୀ ନୋଇଡ଼ା ଠାରେ ସର୍ବଭାରତୀୟ ସରପଞ୍ଚ ସମ୍ମିଳନୀରେ ଓଡ଼ିଶା ସରପଞ୍ଚଙ୍କ ଦାବି ଉପସ୍ଥାପିତ କରାଯିବ ବୋଲି ଶ୍ରୀ ରଥ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like