-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ସାଇବର ସୁରକ୍ଷା ଅଭିଯାନ:ଶିକ୍ଷାର୍ଥୀ ବୁଝିଲେ,ହଟିବ ସାଇବର ଅପରାଧ

04-Oct-2023



(ସଂଜୀବକୁମାରପାଣିଗ୍ରାହୀ) ସମ୍ବଲପୁର: ଆଜି ଦିନରେ ସାଇବର ଅପରାଧ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।ଏହାର ମୂଳୋତ୍ପାଟନ ପାଇଁ ତୃଣମୂଳ ସ୍ତରରୁ ସଚେତନତା ଆଣିବାକୁ ରାଜ୍ୟରେ ଆରମ୍ଭ ହୋଇଛି ସାଇବର ସୁରକ୍ଷା ଅଭିଯାନ। ଏହିକ୍ରମରେ ଆଜି ସଦର ଥାନା ପକ୍ଷରୁ ପଧାନପାଲି ହାଇସ୍କୁଲ ଠାରେ ଏକ ସଚେତନତା ସଭାର ଆୟୋଜନ ହୋଇଥିଲା। ପ୍ରଧାନ ଶିକ୍ଷୟତ୍ରି ସନ୍ଧ୍ୟାରାଣୀ ବେରିହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ସଦର ଭାରପ୍ରାପ୍ତ ଥାନା ଅଧିକାରୀ ସୁବ୍ରତ କୁମାର ପାଣିଗ୍ରାହୀ ଯୋଗଦେଇ ଶିକ୍ଷାର୍ଥୀ ମାନେ କିପରି ସାଇବର ଉପରେ ଅଧିକ ସଚେତନ ହେବେ ଓ ଏହାର ବ୍ୟବହାର, ଅପବ୍ୟବହାର ଉପରେ ଦକ୍ଷତା ହାସଲ ସଚେତନ ହେଲେ ସମାଜରୁ ସାଇବର ଅପରାଧ ହ୍ରାସ ପାଇବ ବୋଲି ଗୁରୁତ୍ୱ ଦେଇଥିଲେ। ଇଣ୍ଟରନେଟ-ସୁରକ୍ଷା ଅଭ୍ୟାସ,ଇଣ୍ଟରନେଟ୍ ବ୍ୟବହାରର ନୈତିକ ନିୟମ,ସୋସିଆଲ ମିଡିଆ ବ୍ୟବହାର କ୍ଷେତ୍ରରେ ସତର୍କତା,ଗେମିଙ୍ଗ ଆପ୍ଲିକେଶନ,ଆର୍ଥିକ କାରବାର ଜନିତ ସୁରକ୍ଷା,ଶିଶୁ ପର୍ନୋଗ୍ରାଫି,ପ୍ରତିଶୋଧକ ମୂଳକ ପର୍ନୋଗ୍ରାଫି ଭଳି ବିଭିନ୍ନ ବିଷୟରେ ବୁଝାଇଥିଲେ । ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଜୟଦୂର୍ଗା ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଅକ୍ଷୟ ମହାପାତ୍ର, ଦୂର୍ଗାପୂଜା ମକିଟିର ସଭାପତି ସୁବୋଧ କୁମାର ବେହେରା,ଜୟଲକ୍ଷ୍ମୀ ବଜାର କମିଟି ସଭାପତି ବିଜୟ କୁମାର ନାୟକ,ରବିନାରାୟଣ ବେହେରା, ସମାଜସେବୀ ଡା.ରାଜାରାମ ଷଡଙ୍ଗୀ, ବାହାମ ସମିତି ସଦସ୍ୟ ପ୍ରଫୁଲ୍ଲ କୁମାର ମଗର,ଅଶୋକ କୁମାର ପୁରୋହୀତ, ଆଶୁତୋଷ ପଣ୍ଡା,ସାମ୍ବାଦିକ ରାଧାମୋହନ ଷଡଙ୍ଗୀ ଏଏସଆଇ ମନୋରଞ୍ଜନ ଦାଶ,ଅଧ୍ୟାପକ ପ୍ରଶନ୍ନ କୁମାର ସାହୁ, ଅଧ୍ୟାପକ ପ୍ରମୋଦ ନାୟକ ପ୍ରମୂଖ ମଞ୍ଚାସୀନ ଥିଲେ । ଏହି ଅବସରରେ ଶିକ୍ଷାର୍ଥି ମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା ହେବା ସହ ସାଇବର ବୃତ୍ତ ଚୋତ୍ର ପ୍ରଦର୍ଶନ କରାଯାଇ ସଚେତନତା ସୃଷ୍ଟି କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like