-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜାତୀୟ ରାଜପଥ ନିର୍ମାଣ ଅବହେଲାକୁ ନେଇ ଦାନାବାନ୍ଧୁଛି ଅସନ୍ତୋଷ, ଆଗାମୀ ୯ତାରିଖ ରାସ୍ତାରୋକ ଧମକ ଦେଲା ସଚେତନ ନାଗରିକ

05-Oct-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)- ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ସୁବର୍ଣ୍ଣପୁର ଜିଲ୍ଲାରେ ମାତ୍ର ୧୨ କିମି ରାସ୍ତା ଯାଇଛି ।ଦୀର୍ଘ ତିନି ବର୍ଷ ତଳେ ଆରମ୍ଭ ହୋଇଥିବା ପ୍ରସସ୍ତିକରଣ କାମ ବରଗଡ ପଟରୁ ଚିନାଯୁରୀ ଏବଂ ବଲାଙ୍ଗିର ପଟରୁ ଚେରୁପାଲି ପର୍ଯ୍ୟନ୍ତ କାମ ହୋଇଥିଲେ ମଧ୍ୟ ଚିନାଜୁରିରୁ ବୈଦୁପାଲି ପର୍ଯ୍ୟନ୍ତ ରାସ୍ତା କାମ ହେଉ ନାହିଁ । ଡୁଙ୍ଗୁରିପାଲି ସହରର ଉଠାଦୋକାନୀ ମାନଙ୍କୁ ଉଠାଯାଇ ଡ୍ରେନ ନିର୍ମାଣ କାମ ହେବ କହି ସେଠାରୁ ଉଠା ଯାଇଥିଲେ ମଧ୍ୟ କାମ ହେଉ ନାହିଁ । ରାସ୍ତା କଟର ଗଛ କାଟି ମଧ୍ୟ ଦିଆଯାଇଛି । କିନ୍ତୁ କାମ ହେଉ ନାହିଁ । ରାସ୍ତା ସାରା ବିରାଟ ବିରାଟ ଖାଲ ହୋଇଯାଇଛି । ବର୍ଷ ଦିନ ଖାଲ ଜଣା ନ ପଡିବାରୁ  ଲୋକେ ଦୁର୍ଘଟଣାର ଶିକାର ହେଉଛନ୍ତି ।  ପ୍ରସାଶନକୁ ବାରମ୍ବାର ଅନୁରୋଧ କଲେ ମଧ୍ୟ କୌଣସି ପଦକ୍ଷେପ ନିଆ ଯାଉ ନାହିଁ । ରାସ୍ତା ନିର୍ମାଣ ଉପରେ ଆଲୋଚନା ପାଇଁ ଆଜି ଗୋପାଳ ବାରିକ, ମୃତ୍ୟୁଞ୍ଜୟ ମିଶ୍ର ଓ ବିପ୍ରଚରଣ ସାହୁଙ୍କ ଆବାହକତ୍ୱରେ  ଏକ ବୈଠକ ସ୍ଥାନୀୟ ପୁରୁଣା କରତକଳଠାରେ ଅନୁଷ୍ଠିତ ହୋଇଯାଇଛି ।  ଆଗାମୀ ୮ତାରିଖ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ରାସ୍ତା ନିର୍ମାଣ କାମ ନ ହେଲେ କିମ୍ବା ଦୃଢ ଲିଖିତ ପ୍ରତିଶୃତି ନ ଦେଲେ ୯ତାରିଖ ସକାଳ ୬ଟାରୁ ଅନିର୍ଦ୍ଧିଷ୍ଟ ସମୟ ପାଇଁ ରାସ୍ତା ରୋକ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉକ୍ତ ରାସ୍ତା ରୋକ ବିପ୍ରଚରଣ ସାହୁଙ୍କ ସଭାପତିତ୍ୱରେ ୨୦ ଜଣିଆ କମିଟୀ ତଦାରଖ କରିବେ । ସେମାନେ ହେଲେ  ମୃତ୍ୟୁଞ୍ଜୟ ମିଶ୍ର, ପ୍ରକାଶ ଭୋଇ, ହିମାଂଶୁ ଶେଖର ବିଶ୍ୱାଳ,ରତ୍ନାକର ସେଠ, ପବିତ୍ର ମୋହନ ପାଣ୍ଡିଆ, ଅରବିନ୍ଦ ମିଶ୍ର,  ଗୋପାଳ ବାରିକ, ହେମନ୍ତ ବିଶ୍ୱାଳ, ଲକ୍ଷ୍ମଣ ମେହେର,  ସୁନିଲ ମିତ୍ତଲ, ନିତେଇ ପାଳ, ଜଗନ୍ନାଥ ତ୍ରୀବେଦି,  ଧର୍ମେନ୍ଦ୍ର ବିଶ୍ୱାଳ,  ଦାଶରଥି ବିଶ୍ୱାଲ, ସ ରାକେଶ ଅଗୱାଲ,  ରବିନ୍ଦ୍ର ସାହୁ, ସୁଦର୍ଶନ ଖମାରୀ ପ୍ରମୁଖ ରହିଛନ୍ତି । ସରଳ ଜନତାଙ୍କ ଦୀର୍ଘ ଦିନର ପୁଞ୍ଜିଭୁତ ଅସନ୍ତୋଷ ଏକ ବିରାଟ ଆନ୍ଦୋଳନର ରୂପ ନେବାର ଲାଗିଲାଣି । ଏଣୁ ପ୍ରସାଶନ ପକ୍ଷରୁ ଏ ଦିଗରେ ଠିକ୍ ସମୟରେ ଉଚିତ ପଦକ୍ଷେପ ଗ୍ରହଣ କରାନ ଗଲେ ଆନ୍ଦୋଳନ କେଉଁ ଆଡକୁ ଗତି କରିବ ତାହା ସମୟ କହିବ । ବୈଠକ ପରେ ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀଅଧିକ୍ଷକଙ୍କୁ ଡୁଙ୍ଗୁରିପାଲି ଥାନାଧିକାରୀଙ୍କ ଜରିଆରେ ଲିଖିତ ଭାବରେ ଜଣାଇ ଦିଆଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like