-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଗ୍ରାମଊତଥାନ,ସୋନପୁର ସ୍ଵେଚ୍ଛାସେବୀ ଅନୁଷ୍ଠାନ ଦ୍ଵାରା ଷଷ୍ଠତମ ବାର୍ଷିକ ଉତ୍ସବ ଓ ଦାନ ଉତ୍ସବ ପାଳିତ

05-Oct-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ମହାତ୍ମା ଗାନ୍ଧି ଓ ଲାଲବାହାଦୁର ଶାସ୍ତ୍ରୀ ଙ୍କ ଜନ୍ମ ଦିନରେ ଗ୍ରାମଊତଥାନ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଦ୍ଵାରା ଷଷ୍ଠତମ ବାର୍ଷିକ ଉତ୍ସବ ଓ ଦାନ ଉତ୍ସବ ପାଳିତ ହୋଇଯାଇଛି | ଏହି ଷଷ୍ଠତମ ବାର୍ଷିକ ଉତ୍ସବରେ ଉଲୁଣ୍ଡା ପଞ୍ଚାୟତସମିତି ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଦେବାଶିଷ ପାଣ୍ଡିଆ ମୁଖ୍ୟ ଅତିଥି, Action Aid, india ର ବରିଷ୍ଠ ପ୍ରୋଗ୍ରାମ୍ ମ୍ୟାନେଜର ଶ୍ରୀଯୁକ୍ତ ଘାସିରାମ ପଣ୍ଡା ସମ୍ମାନୀତ ଅତିଥି, ରେଆରର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ଅନଙ୍ଗ ନେଗୀ ମୁଖ୍ୟ ବ୍ୟକ୍ତା, ଗ୍ରାମଊତଥାନର ପ୍ରତିଷ୍ଠାତା ତଥା ସମ୍ପାଦକ ଶ୍ରୀଯୁକ୍ତ ପ୍ରତାପ କୁମାର ପ୍ରଧାନ ମଞ୍ଚାସୀନ ହୋଇଥିଲେ | ଏହି ମଞ୍ଚକୁ ଗ୍ରାମଊତଥାନର ଗୋଷ୍ଠୀ ଶିକ୍ଷା କେନ୍ଦ୍ର ଦାୟିତ୍ବ ଅଧିକାରୀ ଶ୍ରୀଯୁକ୍ତ କ୍ଷିରେନ୍ଦ୍ର ରଣା ପରିଚାଳନା କରିଥିଲେ | ଗ୍ରାମଊତଥାନ ଅଫିସରେ ଏକ ପାଠାଗାର ଉଦଘାଟନ କରାଯାଇଥିଲା | ଏଠାରେ ଗ୍ରାମଊତଥାନ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଦ୍ଵାରା କାର୍ଯ୍ୟକାରୀ ହେଉଥିବା କାର୍ଯ୍ୟକ୍ରମ ଗୁଡିକ ବିଷୟରେ ଆଲୋଚନା ହୋଇଥିଲା ଓ ଦାନ ଉତ୍ସବ ବିଷୟରେ ସ୍ବର୍ଣ୍ଣରୂପା ମିଶ୍ର ଆଲୋଚନା କରିଥିଲେ ତାହା ସହିତ Community for Work ଓ School to School କାର୍ଯ୍ୟକ୍ରମ ବିଷୟରେ ଶ୍ରୀଯୁକ୍ତ କ୍ଷିରେନ୍ଦ୍ର ରଣା ବିସ୍ତୃତ ଭାବରେ ମତବ୍ୟକ୍ତ ରଖିଥିଲେ  | ଏଥିରେ କୁମାରକେଳି, ଜନମୁରା, ବାବୁପାଲି, ସୁରେଶ୍ଵରୀ ଓ ବଡବଜାର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନର ତଥା ରେଆର ସୋନପୁର, ସିୟା ପରିବାର ଖଣ୍ଡହତା, ମହାନଦୀ ଯୁବ ସଂଗଠନ ବିନିକା, ହେଲ୍ପ ଟୁ ଅଦର ବିନିକା, ବୁଢାରଜା ଯୁବ ସଂଗଠନ ସୋନପୁର, ଯୁବ ମହାସଂଘ ଉଲୁଣ୍ଡା, One step ceter sonepur (ସଖୀ) କର୍ମକର୍ତା ମାନେ,  ବୌଦ୍ଧ ଜିଲ୍ଲାର ଜିଲ୍ଲା ଶିଶୁ ମଙ୍ଗଳ ସମିତିର ସଦସ୍ୟ ଶ୍ରୀଯୁକ୍ତ ରାଜୀବ ନାୟକ, ସାହାରା ଟ୍ରଷ୍ଟ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଗତିକୃଷ୍ଣ ମିଶ୍ର ମଧ୍ୟ ଯୋଗ ଦେଇଥିଲେ | ଏହି ଷଷ୍ଠତମ ବାର୍ଷିକ ଉତ୍ସବରେ  ଆମ ସହିତ ଜଡ଼ିତ ଥିବା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପିଲା ମାନଙ୍କ ପଠନ ସାମଗ୍ରୀ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ଉପହାର ଆକାରରେ ପ୍ରଦାନ କରାଯାଇଥିଲା ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ ପ୍ରଶଂସା ପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା | ଶେଷରେ  ଗ୍ରାମଊତଥାନ ର ବରିଷ୍ଟ ସଦସ୍ୟ ଶ୍ରୀ ଯୁଗଲ ପ୍ରଧାନ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ | ତାପରେ ମୁଖ୍ୟ ଅତିଥି ଦେବାଶିଷ ପାଣ୍ଡିଆଙ୍କ ନିର୍ଦେଶକ୍ରମେ କାର୍ଯ୍ୟକ୍ରମଟିକୁ ସମାପ୍ତ କରାଯାଇଥିଲା | ଏହି ଗ୍ରାମଊତଥାନ ସ୍ଵେଚ୍ଛାସେବୀ ଅନୁଷ୍ଠାନର ଅନ୍ୟ ସଦସ୍ୟମାନେ ରଶ୍ମିତା ପଧାନ, ବିମଳା ଜଗଦଲା, ଯୁବଳି ବାବୁ ଓ ଅଜିତ ମେହେର ମଧ୍ୟ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like