-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ପ୍ରାଣୀ ଦିବସ ପାଳିତ

05-Oct-2023



ବୌଦ୍ଧ : ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ  ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ବିଶ୍ଵ ପ୍ରାଣୀ ଦିବସ ପାଳିତ  ହୋଇଯାଇଛି ଯାହାର ଶୀର୍ଷକ ଥିଲା ପ୍ରାଣୀ ମଙ୍ଗଳ ଓ ପ୍ରାଣୀ ସୁରକ୍ଷା।ଏହି ଅବସର ରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା ରାମା ରାଓ ପାଲୋ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସଭା ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀ ନୃସିଂହ ଚରଣ ସ୍ୱାଇଁ ଓ ସମ୍ମାନୀତ ଅତିଥି ଭାବରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜ ପ୍ରସାଦ ଯୋଗ ଦେଇଥିଲେ। ଏହି ଅବସର ରେ ଜିଲ୍ଲା ସ୍ତରୀୟ ଜୀବେ ନିଷ୍ଠୁରତା ନିରୋଧ ସମିତି କୁ ଅଧିକ କାର୍ଯ୍ୟକ୍ଷମ କରିବା ସହିତ ପ୍ରାଣୀ  ସୁରକ୍ଷା ର ବିଭିନ୍ନ ଦିଗ ଯେପରିକି ବେଆଇନ ଗୋରୁ ଚାଲାଣ,ରାସ୍ତା କଡ଼ରେ ଖୋଲାଖୋଲି ଭାବରେ ଜୀବ ହତ୍ୟା କରି ଛେଳି କୁକୁଡ଼ା ଆଦି ମାଂସ ର ଅବାଧ ବିକ୍ରୀ ନିୟନ୍ତ୍ରଣ ଦିଗରେ ବିଭିନ୍ନ ପଦକ୍ଷେପ ନେବା ପାଇଁ ଆଲୋଚନା ହୋଇଥିଲା। ଜିଲ୍ଲା ର ଗୋପାଳକ ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସରକାରୀ ଗୋଚର ଜମି ରେ ମନରେଗା ମାଧ୍ୟମ ରେ ଗୋଷ୍ଠୀ ଘାସ ଚାଷ କରିବା ପାଇଁ ପରୀକ୍ଷା ମୂଳକ ଭାବରେ ବ୍ଲକ ପିଛା ଦୁଇଟି ଲେଖା ୟୁନିଟ ଆରମ୍ଭ କରିବା ଦିଗରେ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳ ପ୍ରାଣୀ ପାଳନ ବିଭାଗ ର ଅଧିକାରୀ ମାନଙ୍କୁ  ନିବେଦନ କରିଥିଲେ। ଏହାଛଡା ମନରେଗା ଗାଈ ଗୁହାଳ,ବୁଲା ଗାଈ ଗୋରୁ  ଙ୍କୁ ଥଇଥାନ ଓ କୁକୁର ଜନ୍ମ ନିୟନ୍ତ୍ରଣ ଆଦି  ଦିଗରେ ବିଭିନ୍ନ ଆଲୋଚନା ହୋଇଥିଲା।ଏହି ସଭା ରେ ଜିଲ୍ଲା

ପରିବହନ ଅଧିକାରୀ ବସନ୍ତ କୁମାର ମହାପାତ୍ର,ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁର,ଜିଲ୍ଲା ଲୋକ ସମ୍ପର୍କ ଅଧିକାରୀ ରିତିକାନ୍ତୀ ବଳିଆର ସିଂହ,ଏଡିଭିଓ ରୋଗନିଦାନ ଡା ପ୍ରଭାସ କୁମାର ବେହେରା,ପ୍ରାଣୀ କଲ୍ୟାଣ ମଞ୍ଚ,ମାହେଶ୍ୱରୀ ଗୋଶାଳା ଓ ୱାଇସିଡିଏ ର କର୍ମକର୍ତ୍ତା, ସାମାଜିକ କର୍ମୀ,ସହର ର ବୁଦ୍ଧିଜୀବୀ ଗଣ ଓ ଜିଲ୍ଲା ର ସମସ୍ତ ପ୍ରାଣୀ ଚିକିତ୍ସକ ମାନେ ଉପସ୍ଥିତ ଥିଲେ।ଜିଲ୍ଲା ପ୍ରଶିକ୍ଷଣ ଅଧିକାରୀ ଡା ସଂଘମିତ୍ରା ପ୍ରାମାଣିକ  ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଏଡିଭିଓ ପ୍ରାଣୀ ପାଳନ ଡା ନିରୋଦ ଚନ୍ଦ୍ର କଂହର ଧନ୍ୟବାଦ୍ ଅର୍ପଣ କରିଥିଲେ । ବିଶ୍ଵ ପ୍ରାଣୀ ଦିବସ ଉପଲକ୍ଷେ  ହରଭଙ୍ଗା ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡ ବିରେନ୍ଦ୍ର ପୃଷ୍ଟି ଙ୍କ ତତ୍ତ୍ଵାବଧାନ ରେ ସାନ ସୁବଳୟା ଠାରେ ଆୟୋଜିତ ନିଃଶୁଳ୍କ ଗୋବନ୍ଧ୍ୟା ନିରାକରଣ ଶିବିର ରେ ଯୋଗ ଦେଇ ହରଭଙ୍ଗା ପ୍ରାଣୀ ଚିକିତ୍ସକ ଡ଼ା ପ୍ରିୟବ୍ରତ ବେହେରା ଗାଈ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହିତ ଚିକିତ୍ସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like