-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନଭେମ୍ବର ୧ ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି ବୈଠକ

06-Oct-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗିର ପି.ପି.ଏକାଡେମି ଠାରେ ବଲାଙ୍ଗିର ଦିନ ଆୟୋଜନ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ ଆଗାମୀ ୧ ନଭେମ୍ବର ୨୦୨୩ ରେ ବଲାଙ୍ଗିର ଦିନ ପାଳନ କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ସବୁ ବର୍ଷ ଭଳି ଏହି  ବର୍ଷ ମଧ୍ୟ ନଭେମ୍ବର ୧ ରେ ଧୁମଧାମରେ ବଲାଙ୍ଗିର ଦିନ ପାଳନ ହେବାକୁ ଯାଉଛି । ଏହି ପ୍ରସ୍ତୁତି ବୈଠକରେ ବଲାଙ୍ଗିରର ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ ରାଜନୈତିକ ସଂଗଠନର ପ୍ରତିନିଧିମାନଙ୍କୁ ନେଇ ଏହି ବର୍ଷର କାର୍ଯ୍ୟକ୍ରମ ଗୁଡିକୁ ପ୍ରସ୍ତାବ ଦିଆଯାଇଛି ।

କେମିତି ଭାବରେ ବିଭିନ୍ନ ପଡା ଓ ଗ୍ରାମାଞ୍ଚଳ ତଥା ସବ୍‌ଡିଭିଜନ, ବ୍ଲକ ସ୍ତରରେ ବଲାଙ୍ଗିର ଦିନ ପାଳନ ହୋଇ ପାରିବ ତାହା ପ୍ରୟାସ କରାଯାଉଛି ଏବଂ ଏ ବର୍ଷର ବଲାଙ୍ଗିର ଦିନ ପାଳନକୁ ଅଧିକ ସରସ, ସୁନ୍ଦର ଏବଂ ଏକ ବାର୍ତ୍ତା ନେଇ କଳା, ସଂସ୍କୃତି, ଐତିହ୍ୟ ପରମ୍ପରା ଓ ସ୍ୱାଭିମାନ ବଞ୍ôଚ ରହିବ ତା ସହିତ ବିଭିନ୍ନ ଲୁଚି ଯାଉଥିବା ପରମ୍ପରାକୁ ପୁର୍ନଜିବିତ ରଖିବା ପାଇଁ ବିଭିନ୍ନ ପ୍ରତିଯୋଗିତାମାନ ଆୟୋଜନ କରାଯିବ । ଏହି ସବୁକୁ ସୁନ୍ଦର ଭାବେ ପରିଚାଳନା ପାଇଁ ଆଠ ଗୋଟି କମିଟି ଗଠନ କରାଯାଇଛି । ଏଥିରେ ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ ରାଜନୈତିକ ସଂଗଠନର ପ୍ରତିନିଧ ରହିଛନ୍ତି । ଆଗାମୀ ଦିନରେ ବିଭିନ୍ନ କମିଟିର ବୈଠକ କରା୍‌ିବା ପାଇଁ ନିଷ୍ପତ୍ତି ନିଆଯାଇଛି । 


    ଆଜିର ଏହି ବୈଠକରେ ବିକ୍ରମାନନ୍ଦ ବହିଦାର, ପ୍ରତାପ ରଥ, ମନୋରଞ୍ଜନ ସାହୁ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଲୋଟସ ଷଡଙ୍ଗୀ, ସନ୍ତୋଷ ସାହୁ, ମୁନା ପଟ୍ଟନାୟକ, ବଧୁଭୂଷଣ ତ୍ରିପାଠୀ, ଦିନେଶ ଶର୍ମା, ଅଙ୍କୁଶ ପାଣ୍ଡିଆ, ଅଙ୍କିତ ସାହୁ, ଚିତ୍ରସେନ ବେହେରା, ଅପ୍ରମିତ ପରିଚ୍ଛା, ବ୍ରହ୍ମାନନ୍ଦ ବନଛୋର, ସୌମ୍ୟ ପଣ୍ଡା, ଗୋପାଳ ପଧାନ, ଚିତ୍ତ ରଂଜନ ମିଶ୍ର, ଅନିଲ ମୋଦି, ବୁଲୁ ଦାନୀ, ରଞ୍ଜିତ ପଧାନ, ବିରେନ୍ଦ୍ର ପାଣ୍ଡେ, ପ୍ରଶାନ୍ତ ନାଏକ, ବିନୋଦ କାଲସାଏ, ସୁଧିର ମିଶ୍ର, ରବି ଖମାରୀ, ଥବିର କର୍ମୀ, ସୋମନାଥ ମିଶ୍ର, ବିକାଶ ସା, ସଙ୍ଗିତା ଦାସ, ରାମ ଦାସ, କିଶୋର ଜାଲ, ସଞ୍ଜିବ ସାହୁ, ସଞ୍ଜିବ କୁଅଁର, ବିରେନ୍ଦ୍ର ଝାଙ୍କର, ନିରୋଜ ମିଶ୍ର, ରୋଶନ ଭୋଇ, ମନୋରଞ୍ଜନ ବିଶ୍ୱାଲ, ମାନସ ସାହୁ, ସନୁ ମନହିରା, ଶିବମ ଭୋଇ, ଚିନ୍ମୟ ବେହେରା, ଚନ୍ଦନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like