-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ : ବିଶ୍ୱ ବରିଷ୍ଠ ନାଗରିକ ସପ୍ତାହ ପାଳିତ

06-Oct-2023



ବଲାଙ୍ଗୀର(ପ୍ରେରଣା ଖବର ): ଜିଲ୍ଲାର ସର୍ବ ପୁରାତନ ତଥା ସର୍ବ ବୃହତ ଅଗ୍ରଣୀ ସଂଘ, ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ବିଶ୍ୱ ବରିଷ୍ଠ ନାଗରିକ ସପ୍ତାହ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା ।  ପ୍ରଥମରେ ମଂଚର ସଦସ୍ୟ ଦିଲ୍ଲୀପ କୁମାର ବହିଦାରଙ୍କ ଦେହାନ୍ତ ହୋଇଥିବାରୁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏଥିରେ ସଭାପତିତ୍ୱ କରିଥିଲେ ସଭାପତି ପ୍ରଭାକର ମିଶ୍ର । ସାଧାରଣ ସଂପାଦକ ମନୋରଂଜନ ମିଶ୍ର ସଂପାଦକୀୟ

ବିବରଣୀ ପଠନ କରିଥିଲେ ଓ ସଭାକୁ ସଂଯୋଜନା କରିଥିଲେ ମଧୁସୁଦନ ନାୟକ । ଅନ୍ୟମାନଙ୍କ  ମଧ୍ୟରେ ମଂଚାସିନ ଥିଲେ ମୁଖ୍ୟ ଅତିଥି ଭାବେ ଜିଲ୍ଲା କୋଷାଗାର ଅଧିକାରୀ ଦିଲ୍ଲୀପ କୁମାର ଛତ୍ରିଆ, ବରେଣ୍ୟ ଅତିଥି ଭାବରେ ଚିଫ୍ ମେନେଜର ଏସ୍‌ବିଆଇ ବଲାଙ୍ଗିର ସତ୍ୟ ନାରାୟଣ ମାଝି ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା । ସାଧାରଣ ସଂପାଦକ ଶ୍ରୀ ମିଶ୍ର କହିଥିଲେ ଯେ ବରିଷ୍ଠ ନାଗରିକ ମଂଚ ଗଠନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଓ ଏହାର ପଞ୍ଜିକରଣ ତଥା ବିଗତ ଦିନରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର, ଜଳସାଇ, ଭ୍ରମଣ, ବଣଭୋଜି ତଥା ଅନ୍ୟାନ୍ୟ ଜନହିତକର କାର୍ଯ୍ୟ କରିଥିବା ବିଷୟରେ ପ୍ରକାଶ କରିଥିଲେ । ସଭାରେ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ ବରିଷ୍ଠ ନାଗରିକ ମଂଚ ଆଗଲପୁର ଏବଂ ଲୋଇସିଂହା ଶାଖାର ପ୍ରତିନିଧି ପୁରନ୍ଦର ଦାଶ ଓ ଦେଓଗାଁ ଓ ଗୁଡଭେଲା ଶାଖାର ପ୍ରତିନିଧି ସୁଧାଂଶୁ ଶେଖର ବାବୁ । ଅତିଥିମନେ ତାଙ୍କ ବକ୍ତବ୍ୟରେ ପ୍ରକାଶ କରି ଥିଲେ ଯେ, ମଂଚ ତରଫରୁ କରାଯାଉଥିବା କାର୍ଯ୍ୟକ୍ରମ ଆଗାମୀ ଦିନରେ ଲୋକଙ୍କ ଦ୍ୱାରା ଆଦୃତ ହେବ ଓ ବରିଷ୍ଠ ନାଗରିକମାନେ ଏହାର ସୁବିଧା ସହଯୋଗ ପାଇ ଉପକୃତ ହେବେ । ଆଗାମୀ ଦିନରେ ବ୍ୟାଙ୍କରେ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରା୍‌ିବ ଓ ବରିଷ୍ଠ ନାଗରିକମାନଙ୍କୁ ଏଥିରେ ସାମିଲ କରାଯିବ । ଯେଉଁମାନେ ପେନସନ ପାଇବା ବାବଦରେ ଅସୁବିଧା ସମ୍ମୁଖୀନ ହେଉଛନ୍ତି ସେମାନେ ଜିଲ୍ଲା କୋଷାଗାର ଅଧିକାରୀ ଶ୍ରୀ ଛତ୍ରିଆ ଙ୍କ ପାଖରେ ଅସୁବିଧା ଜଣେଇବେ ଓ ସେ ଯେତେ ଶିଘ୍ର ହେବ ତାହାର ସମାଧାନ

କରିବେ । ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ହୋତା କହିଥିଲେ ଯେ ରାଜ୍ୟ ସରକାରଙ୍କ ପାଖରୁ ବରିଷ୍ଠ ନାଗରିକମାନଙ୍କୁ ପାଇଁ ଅନେକ ସୁବିଧା ସୁଯୋଗ ରହିଛି । ଯେଉଁମାନେ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି ସେମାନଙ୍କ ଯଥାଶିଘ୍ର ସୁବିଧା ସୁଯୋଗ ଯୋଗାଇ ଦିଆଯିବ । ଆଜିର ସଭାରେ ବିଭିନ୍ନ ପ୍ରକାର ସାମାଜିକ କାର୍ଯ୍ୟ କରିଥିବା ଡା. ମଞ୍ଜୁବାଳା ପଣ୍ଡା ଓ ସୋମନାଥ ମିଶ୍ର ପ୍ରତିଷ୍ଠାତା ବିଙ୍ଗ୍ ହ୍ୟୁମେନ ଫାଉଣ୍ଡେସନକୁ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଦୁଃଖିଶ୍ୟାମ ତ୍ରିପାଠିଙ୍କୁ ଅତିଥିମାନେ ମାନପତ୍ର ଓ ଉତ୍ତରିୟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ମାନପତ୍ର ପଠନ କରିଥିଲେ ଉପଦେଷ୍ଟା ଧନଞ୍ଜୟ ମିଶ୍ର, କାର୍ଯ୍ୟକାରୀ ସଦସ୍ୟ କପିଳେଶ୍ୱର ଖମାରୀ ଓ ପୀତବାସ ପଣ୍ଡା । ଏହି କାର୍ଯ୍ୟକ୍ରମକୁ ବିରଂଚି ହୋତା, ବିନୟ କୁମାର ମିଶ୍ର, ନରେନ୍ଦ୍ର କବାଟ, ସୁରେନ୍ଦ୍ର ନେଗୀ, ସୁନିଲ ଚନ୍ଦ୍ର ବିଶ୍ୱାଲ, ଚିତ୍ତ ରଂଜନ ପଟେଲ, ନିଳାଂଚଳ ଚିର୍ଗୁନ ସହଯୋଗ କରିଥିଲେ । ବରିଷ୍ଠ ନାଗରିକ ମଂଚକୁ ଆଶା ଓ ବିଶ୍ୱାସକୁ ନେଇ ଦାମୋଦର ନାଏକ, ଦୁର୍ଗା ପ୍ରସାଦ ହୋତା, ଲକ୍ଷ୍ମଣ କୁମାର ଜାଲ, ସତ୍ୟାନନ୍ଦ ସାହୁ ଓ ମନୋରଂଜନ ସ୍ୱାଇଁ ଆଜିବନ ସଦସ୍ୟତା ଗ୍ରହଣ କରିଥିଲେ ଓ ମଂଚ ତରଫରୁ ସେମାନଙ୍କୁ ସ୍ୱାଗତ କରାଯାଇଥିଲେ । ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ କପିଳେଶ୍ୱର ଖମାରୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like