-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସିନିୟର ନକଆଉଟ ଫୁଟବଲ ତ୍ରୟାଦଶ ଦିବସ- ନକଟାସର, ବିଏନ୍‌ଏଏ ଜରାସିଂହା, ଅମାମୁଣ୍ଡା ଓ ପ୍ରୋଗ୍ରେସିଭ କ୍ଲବ ବିଜୟୀ

06-Oct-2023



ବଲାଙ୍ଗୀର,(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ୪ ଗୋଟି ପଡିଆରେ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଚୁଡାପାଲି ପଡିଆରେ ଅନୁଷ୍ଠିତ ଖେଳରେ ନକଟାସର ଦଳ କୁତମୁଣ୍ଡା ଦଳକୁ ୫-୧ ଗୋଲରେ ହରାଇ ଜୋନ ଚମ୍ପିୟାନ ହୋଇଛି । ଅତିଥି ଭାବରେ ପୂର୍ବତନ ସଦରବ୍ଲକ ଚେୟାରମେନ ଘାସିରାମ ବେହେରା, ପୂର୍ବତନ ଫୁଟବଲ ଖେଳାଳି ଲୋକନାଥ କୁମୁରା ଓ ଏନ୍‌ଜେୱାଇସି ଚୁଡାପାଲି ସଭାପତି ଶରତ କୁମାର ନନ୍ଦ ଅତିଥି ଭାବେ ଯୋଗ ଦେଇଥିଲେ । ଖେଳକୁ ବୈକୁଣ୍ଠ ଜେନା, ଜଳନ୍ଧର ସାହୁ, ଉମେଶ ଭୋଇ ଓ ଦେବରାଜ ନାହାକ ପରିଚାଳନା କରିଥିଲେ । ମିନି ଷ୍ଟଡିୟମ ଜରାସିଂହା ଖେଳପଡିଆରେ ଅନୁଷ୍ଠିତ ଖେଳରେ ଜରାସିଂହା ୧-୧ ରେ ଡ୍ର ରହି ସଡନ ଡେଥ୍ ରେ ଜରାସିଂହା ଦଳ ମହିପୁର ଦଳକୁ ହରାଇ ଜୋନ ଚମ୍ପିୟାନ ହୋଇଛି । ଅତିଥି ଭାବରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଖେଳକୁ ସୁଦୟ କୁମାର ବାରିକ, ଜିତେନ୍ଦ୍ର ପାତ୍ର, କରୁଣାକର ପଧାନ ଓ ଶୁଶାନ୍ତ କୁମାର ନାଗ ପରିଚାଳନା କରିଥିଲେ । ଟାଉନ ହାଇସ୍କୁଲ ଖେଳ ପଡିଆରେ ପ୍ରୋଗ୍ରେସିଭ୍ ଦଳ ସିସିଏଫ୍‌ଏ ଦଳକୁ ୩-୧ ଗୋଲରେ ହରାଇ

ଜୋନ ଚମ୍ପିୟାନ ହୋଇଛି । ଅତିଥି ଭାବରେ ପୂର୍ବତନ ସାଂସଦ ତଥା ରାଜ୍ୟ ହାଉସିଂ ବୋର୍ଡ ଚେୟାରମେନ କଳିକେଶ ନାରାୟଣ ସିଂଦେଓ ଓ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, କ୍ରୀଡା ସଂସଦର ଯୁଗ୍ମ ସଂପାଦକ ଶତୃଘନ ସିଂ, କ୍ରୀଡା ସଂପାଦକ ବିଭୁତି ଭୂଷଣ ପଣ୍ଡା ଓ ଫୁଟବଲ ସଂପାଦକ ହେମନ୍ତ ବେହେରା ଯୋଗ ଦେଇଥିଲେ । ଖେଳକୁ ରାଜେନ୍ଦ୍ର କୁମାର ଧରୁଆ, ସଂଦିପ ତରିଆ, ସଂଜନ କୁଦେଇ ଓ ବିକି ବିଶି ପରିଚାଳନା କରିଥିଲେ । ପଲ୍ଲିଶ୍ରୀ ଷ୍ଟାଡିୟମ ସଦାଇପାଲି ଠାରେ ଅନୁଷ୍ଠିତ ଖେଳରେ ଅମାମୁଣ୍ଡା ଦଳ ୨-୨ ଗୋଲରେ ଡ୍ର ରହି ଟ୍ରାଇବ୍ରେକର ସଡ୍‌ନ ଡେଥ୍ ରେ ସାଇଟ ସଦାଇପାଲି ଦଳକୁ ହରାଇ ଜୋନ ଚମ୍ପିୟାନ ହୋଇଛି । ଅତିଥି ଭାବରେ ସଦର ବ୍ଲକ ଚେୟାରମେନ ସରିତା ବାଗ,

କ୍ରୀଡା ସଂସଦର ଯୁଗ୍ମ ସଂପାଦକ ପଦ୍ମ ଚରଣ ଆଚାର୍ଯ୍ୟ, ଟୁର୍ଣ୍ଣମେଣ୍ଟ କମିଟି ଚେୟାରମେନ ପ୍ରଭାତ କୁମାର ମିଶ୍ର, ପୂର୍ବତନ ବିଧାୟକ ରମାକାନ୍ତ ସେଠ, ପୂର୍ବତନ ଫୁଟବଲ ଖେଳାଳି କପିଳେଶ୍ୱର ପାଣିଗ୍ରାହୀ, ପୂର୍ବତନ ସଦର ବ୍ଲକ ଅଧ୍ୟକ୍ଷ ଗୁଲାପ ବାଗ ଓ ସୁନିଲ ଚନ୍ଦ୍ର ବିଶ୍ୱାଲ ଯୋଗ ଦେଇଥିଲେ । ମଂଚରେ ଜିଲ୍ଲା କ୍ରୀଡା ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର ମଂଚାସିନ ଥିଲେ । ଖେଳକୁ ସଞ୍ଜିବ ମହାରଣା, ସୁରେଶ ନାଏକ, ସୁଦର୍ଶନ ସେଠ ଓ ସୁଧାଂଶୁ ସେଠ ପରିଚାଳନା କରିଥିଲେ । ଆସନ୍ତା କାଲି ଠାରୁ ସୁପର ନକ୍ ଆଉଟ୍ ଫୁଟବଲ ଗାନ୍ଧୀ ଷ୍ଟଡିୟମ ଠାରେ ଅନୁଷ୍ଠିତ ହେବ ଓ ପ୍ରଥମ ମ୍ୟାଚ ଗ୍ରୁପ ଏ ଚମ୍ପିୟାନ ଏପିଜେ ଲୋଇସିଂହା ଦଳ ଓ ଗ୍ରୁବ ବି ଜେକେୱାଇଏସ୍ କାଲସାଏପାଲି ଦଳ ମଧ୍ୟରେ ହେବ ବୋଲି ଜିଲ୍ଲା କ୍ରୀଡା ସଂସଦ ତରଫରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like