-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସ୍ୱେଚ୍ଛାସେବୀ ସଙ୍ଗଠନ ବଦାନ୍ୟ ବନ୍ଧୁର ସପ୍ତମ ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ ସେବା କାର୍ଯ୍ୟକ୍ରମ 

04-Oct-2020



 

 

Bargarh,04/10(Kunja Bihari Panda)-ବରଗଡ଼ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ବଦାନ୍ୟ ବନ୍ଧୁ ତାର ସପ୍ତମ ବର୍ଷ ପୁର୍ତ୍ତି ଅବସରରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅନେକ ଗୁଡ଼ିଏ ଜନହିତକର କାର୍ଯ୍ୟକ୍ରମ ହାତକୁ ନେଇଛି। ଏହି କ୍ରମରେ ଆଜି ବଲାଙ୍ଗିର ଜିଲ୍ଲାର ବେଲପଡା ବ୍ଲକ ଅନ୍ତର୍ଗତ ଧୁମାଭଟା ନିକଟରେ ଥିବା ଗୁରୁକୁଳ ସପ୍ତର୍ଷି ସେବାଶ୍ରମର ଅନ୍ତେବାସୀ ମାନଙ୍କ ପାଇଁ ଅନେକ ଗୁଡ଼ିଏ ଅତ୍ୟାବଶ୍ୟକୀୟ ସାମଗ୍ରୀ ପ୍ରଦାନ କରାଯାଇଛି। ଏହି ଆଶ୍ରମରେ ସମୁଦାୟ ୪୫ଜଣ ଅନ୍ତେବାସୀ ଥିବା ବେଳେ ଚଳିତ ବର୍ଷ ୧୦ଜଣ ପିଲା ଦଶମ ଶ୍ରେଣୀ ପାଠ ପଢ଼ୁଛନ୍ତି। ଏହି ଦଶଜଣ ପଢ଼ିବା ପାଇଁ ଟେଷ୍ଟ ପେପର ପ୍ରଧାନ କରାଯିବା ସହିତ ଅନ୍ୟ ସମସ୍ତ ଅନ୍ତେବାସୀ ମାନଙ୍କ ପାଇଁ ନୂଆଁ ପୋଷାକ,ତେଲ, ସାବୁନ,ସର୍ଫ, ବିସ୍କୁଟ ତଥା ଆଶ୍ରମର ଅନ୍ତେବାସୀ ମାନଙ୍କ ଅମ୍ଳଜାନ ପରୀକ୍ଷା କରିବା ପାଇଁ ଗୋଟିଏ ଅକ୍ସି ମିଟର ପ୍ରଦାନ କରାଯାଇଛି। ଏହି ଅବସରରେ ସ୍ବେଚ୍ଛାସେବୀ ସଂଗଠନ ବଦାନ୍ୟ ବନ୍ଧୁର ମୁଖ୍ୟ ସୁବ୍ରତ କୁମାର ବିର୍ତ୍ତିଆଙ୍କ ସହିତ ମୁକେଶ କୁମାର ସାହୁ, ବନମାଳୀ ନାଏକ,ମଦନ ନାଏକ ଉପସ୍ଥିତ ରହିଥିଲେ। ଗୁରୁକୁଳ ସପ୍ତର୍ଷି ସେବାଶ୍ରମର ମୁଖ୍ୟ ଶେଷଦେବ ଶାସ୍ତ୍ରୀ ସ୍ବେଚ୍ଛାସେବୀ ସଂଗଠନ ବଦାନ୍ୟ ବନ୍ଧୁ ପରିବାରକୁ ଏହି ସମସ୍ତ ସାମଗ୍ରୀ ପ୍ରଦାନ କରିଥିବାରୁ କୃତଜ୍ଞତା ଜ୍ଞାପନ କରିଥିଲେ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like