-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନରେ ସମ୍ମାନିତ ହେଲା ଟିମ୍ ହ୍ୟୁମାନିଟି ସ୍ନେକ ହେଲ୍ପଲାଇନ

06-Oct-2023



ବାଲିଗୁଡ଼ା (ସୁଶୀଲ କୁମାର ପାଣିଗ୍ରାହୀ ): ଜନସେବାକୁ ପାଥେୟ କରି ବିଗତ ଚାରି ବର୍ଷ ଧରି ଫୁଲବାଣୀ ତଥା କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନିଜର ନିରବଚ୍ଛିନ୍ନ ସେବା ଜାରି ରଖିଛି ସ୍ବେଛାସେବୀ ସଂଗଠନ ଟିମ୍ ହ୍ୟୁମାନିଟି କନ୍ଧମାଳ। ଆବାହକ ଭି.ଲୋକନାଥ ରାଜୁଙ୍କ ନେତୃତ୍ବରେ ଗଠନ ହେଇଥିବା ଏହି ଟିମ୍ ମୁଖ୍ୟତଃ ରକ୍ତଦାନ ଶିବିର ଆୟୋଜନ, ସଡ଼କ ଦୁର୍ଘଟଣା, ଦୈବି ଦୁର୍ବିପାକ , ଅସହାୟ ମୃତ ବ୍ୟକ୍ତିଙ୍କ ଶବ ସତ୍କାର, ବିଷାକ୍ତ ସାପ ଗୁଡ଼ିକର ଉଦ୍ଧାର ଭଳି ଅନେକ କାର୍ଯ୍ୟକ୍ରମ କରି ଆସୁଛି। ତତ୍ ମଧ୍ୟରେ ସାପ ଉଦ୍ଧାର କରିବା ପାଇଁ ଟିମ୍ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ନେକ ହେଲ୍ପଲାଇନ ଟିମ୍ ମଧ୍ୟ ଗଠନ କରାଯାଇଛି । ବିଗତ ଚାରି ବର୍ଷ ମଧ୍ୟରେ ଫୁଲବାଣୀ ସହର ତଥା ଆଖପାଖ ଅଂଚଳରୁ ପ୍ରାୟ ୪୦୦୦ ରୁ ଉର୍ଦ୍ଧ୍ବ ବିଭିନ୍ନ ପ୍ରଜାତିର ସାପ ଏବଂ କେତେଗୋଟି ଗୋଧି ଉଦ୍ଧାର କରାଯାଇଛି। ଏପର୍ଯ୍ୟନ୍ତ ଟିମ୍ ସ୍ନେକ ହେଲ୍ପଲାଇନ ବିଭିନ୍ନ ପ୍ରଜାତି ତଥା ପାଣି ଧଣ୍ଡ , ଢମଣା, ନାଗ, ଚିତି, କଉଡିଆ ଚିତି,ରଣା,ଟ୍ରିଙ୍କେଟ, କୁ୍କ୍ରି, ଡାଳୁଆ ବଡ଼ା, ଅଜଗର, ବାଲିବଡା, ଲାଉ ଡଙ୍କିଆ, ପାହାଡିଆ ଚିତି ଏବଂ ମାଟି ବିରାଡି ଭଳି ବିଭିନ୍ନ ପ୍ରଜାତିର ସାପ ସୁରକ୍ଷିତ ଭାବେ ଉଦ୍ଧାର କରି ପୁନର୍ବାର ଜଙ୍ଗଲରେ ଛାଡ଼ିଛି। ଯେ କୌଣସି ବ୍ୟକ୍ତି ଯଦି ସାପ ଉଦ୍ଧାର ପାଇଁ ଫୋନ୍ କରନ୍ତି ଟିମ୍ ସଦସ୍ୟ ଭି.ଜଗନ୍ନାଥ ରାଜୁ, ଅନୁପ ପାତ୍ର, ଅବଦୁଲ ସାକିର, ଆଲୋକ ବିଶୋଇ, ପ୍ରଫୁଲ୍ଲ କୁମାର ପୃଷ୍ଟି ପ୍ରମୁଖ ଦିନ ହେଉ କି ରାତି ତୁରନ୍ତ ଉକ୍ତ ସ୍ଥାନକୁ ପହଞ୍ଚି ଯାଆନ୍ତି ଏବଂ ସାପ ଗୁଡିକୁ ସୁରକ୍ଷିତ ଉଦ୍ଧାର କରି ପୁନର୍ବାର ଜଙ୍ଗଲରେ ଛାଡ଼ି ଆସନ୍ତି। ବିଗତ ବର୍ଷ ଠାରୁ କନ୍ଧମାଳ ଜିଲ୍ଲା ଜଙ୍ଗଲ ଅଧିକାରୀ ଟିମ୍ ର ସମସ୍ତ କାର୍ଯ୍ୟକ୍ରମ ଉପରେ ଅନୁଧ୍ୟାନ କରି ଟିମ୍ କାର୍ଯ୍ୟକ୍ରମ କୁ ପ୍ରଶଂସା କରିଛନ୍ତି। ଏବଂ ଟିମ୍ ର ଏଭଳି ପଦକ୍ଷେପ କୁ ଆହୁରି ପ୍ରୋତ୍ସାହନ ଦେବା ପାଇଁ ଟିମ୍ ର କାର୍ଯ୍ୟକ୍ରମ କୁ ରାଜ୍ୟ ସ୍ତରୀୟ ଉଚ୍ଚ ପଦାଧିକାରୀ ଙ୍କ ଦୃଷ୍ଟି ଆକର୍ଷଣ ପାଇଁ ପ୍ରସ୍ତାବ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ ରେ ସମ୍ମାନିତ କରାଯାଇଛି, ଟିମ୍ ହ୍ୟୁମାନିଟି ସ୍ନେକ ହେଲ୍ପଲାଇନ। ୬ ତାରିଖ ଶୁକ୍ରବାର ଫୁଲବାଣୀ ସଦର ମହକୁମା କନ୍ଧମାଳ ଜିଲ୍ଲା ବନ ବିଭାଗ କାର୍ଯ୍ୟାଳୟରେ ହେଇଥିବା ୬୯ ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଅନୁଷ୍ଠିତ ହୋଇଥିଲା l ଏହି ଉତ୍ସବ ରେ ସମ୍ମାନିତ କରାଯାଇଛି। ଆୟୋଜିତ ଉତ୍ସବରେ ଡିଏଫଓ ପ୍ରଶାନ୍ତ ପଟେଲ, ଏସିଏଫ ମଳୟ ରଞ୍ଜନ କୋଲ, ବାଲିଗୁଡା ଏସିଏଫ ଫୁଲବାଣୀ ସିଡିଭିଓ ,ଆଇନଜୀବି ବିଜୟ ପଟ୍ଟନାୟକ, କୌଶିକ ସାହୁ ଏବଂ ଫୁଲବାଣୀ ରେଞ୍ଜର ଶିବାନନ୍ଦ ଲେଙ୍କାଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like