-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାପାଳ ଙ୍କୁ ରାଣୀପୁର ଝରିଆଲ ମନ୍ଦିର କମିଟି ତରଫରୁ ପୀଠର ଫଟୋଚିତ୍ର ଉପହାର ଓ ଆଲୋଚନା

07-Oct-2023



ବଙ୍ଗୋମୁଣ୍ଡା (ଅନୀଲ କୁମାର ତ୍ରିପାଠୀ ): ଐତିହ୍ଯ ସମ୍ପହ୍ନ ରାଣୀପୁର ଝରିଆଲ ମନ୍ଦିର କମିଟି ତରଫରୁ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀଙ୍କ ନେତୃତ୍ବରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଯୋଗିନୀ ପିଠ ର ଏକ ସୁନ୍ଦର ଫଟୋଚିତ୍ର ଉପହାର ଦେବାସହ ଅଞ୍ଚଳ ବାସୀଙ୍କ ତରଫରୁ ଉତ୍ତରୀୟ ଦେଇ ସମ୍ମାନ ଜଣାଇଥିଲେ ଏବଂ ପିଠର ଉନ୍ନତୀକରଣ ପାଇଁ ଆଲୋଚନା ମଧ୍ଯ ହୋଇଯାଇଛି । ପ୍ରକାଶ ଥାଉକି ଚଳିତ ବର୍ଷ ଅଗଷ୍ଟ ୦୭ ତାରିଖ ଦିନ ଓଡିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭିକେ ପାଣ୍ଡିଆନ ରାଣୀପୁର ଝରିଆଲ ଗସ୍ତରେ ଆସିଥିଲେ। ଏହି ଗସ୍ତକୁ ନେଇ ଅଞ୍ଚଳରେ ପୀଠର ବିକାଶ ହେବ ବୋଳି ଲୋକଙ୍କ ମନରେ ଆଶାସଞ୍ଚାର ହୋଇଥିଲା । କିନ୍ତୁ ଗସ୍ତର ଦୁଇମାସ ବିତି ଯାଇଥିଲେ ହେଁ ଆଶାନୁରୂପ କୌଣସି ଖବର ନ ଆସିବାରୁ ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀ ରାଣାଙ୍କୁ ଭେଟି ମନ୍ଦିର କମିଟି ପୀଠରେ ବର୍ତ୍ତମାନ ଥିବା ସମସ୍ୟା ଗୁଡିକ ଦୂର କରିବା ତଥା ଉନ୍ନତୀକରଣ ପାଇଁ ସରକାରଙ୍କୁ ଜଣାଇବା ପାଇଁ ଅନୁରୋଧ କରିଥିଲେ। ତେବେ ଜିଲ୍ଲାପାଳ ଶ୍ରୀ ରାଣା ଆଗରୁ ପିଠ ପାଇଁ ରାଜ୍ୟ ସରକାର ୪ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି। ହେଲେ ପୀଠ ଏଏସଆଇ ବିଭାଗ ଅଧିନରେ ଥିବାରୁ ପ୍ରଥମେ ସେତିକି ଅର୍ଥର କାମ ଆରମ୍ଭ କରିବାପାଇଁ ଏଏସଆଇ କୁ ଓଟିଡିସି ତରଫରୁ ଅନୁମତି ମରାଯାଇଛି। ଅନୁମତି ମିଳି କାମ ଆରମ୍ଭ ହେଲାପରେ ସ୍ଥିତି ଦେଖି ପୁଣି ସରକାର ଅନୁଦାନ ଯୋଗାଇ ଦେବେ ବୋଳି କହିଥିଲେ। ଏହି ସମୟରେ କମିଟି ତରଫରୁ ମନ୍ଦିର କମିଟିର ସଭାପତି ମାଣିକଚନ୍ଦ ଜୈନ, ଆବାହକ ଅନିଲ କୁମାର ତ୍ରିପାଠୀ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ଅଲଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ, ମଞ୍ଜେସ ମେହେର, ଗୋପିନାଥ ସାହୁ ପ୍ରମୁଖ ଜିଲ୍ଲାପାଳ ଙ୍କ ସହ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like