-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସାଇବର ଠକାମୀରୁ ବର୍ତିବା ନେଇ ବିଭିନ୍ନ ସ୍ଥାନ ରେ ସଚେତନତା ଶୋଭାଯାତ୍ରା, ଆସନ୍ତା କାଲି ହେବ ମାରାଥନ କାର୍ଯ୍ୟକ୍ରମ

07-Oct-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସାଇବର ଠକାମୀରୁ ବର୍ତିବା ନେଇ ବିଗତ କିଛି ଦିନ ହେବ ସୁବର୍ଣ୍ଣପୁର ପୋଲିସ୍ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କୁ ହାତକୁ ନେଇଛି l ଆଜି ଜିଲ୍ଲା ର ତରଭା ସହର ର ବାଳକ ହାଇସ୍କୁଲ ଓ କଲେଜ ଠାରେ ଓ ବ୍ଲକ ର ବିଭିନ୍ନ ଗାଁ ରେ ସାଇବର ରଥ ଦ୍ୱାରା ସ୍କୁଲ କଲେଜ ଛାତ୍ର ଛାତ୍ରୀ ଙ୍କୁ ସାଧାରଣ ଜନତା ଙ୍କୁ ବ୍ୟାପକ ଜନ ସଚେତନତା କରୁଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ଥାନା ଭ୍ରlରପ୍ରାପ୍ତ ଅଧିକାରୀ ଅନିତା କିଡୋ, ଏସ ଆଇ ଆରତୀ

କଅଁର, ମେଣ୍ଡା ଓ କମସରା ଫାଣ୍ଡି ଅଧିକାରୀ ଉପସ୍ଥିତ ଥିଲେ l ସେହିପରି ଗତ ଗୁରୁବାର ରେ ଏହି ପରିପେକ୍ଷୀ ରେ ଉଲୁଣ୍ଡା ପଂଚାୟତ କଲେଜ ର ଉଲୁଣ୍ଡା ଥାନା ଅଧିକାରୀ ପଞ୍ଚାନନ ନାଏକ ଙ୍କ ପୋରୋହିତ୍ୟ ରେ ଏକ ସଚେତନତା କାର୍ଯକ୍ରମ ରେ କଲେଜ ର ଅଧ୍ୟକ୍ଷ ଡକ୍ଟର ପାଣ୍ଡିଆ ସାଇବର ସଚେତନତା କାର୍ଯ୍ୟକ୍ରମ କୁ ଉଚ୍ଚ କୋଟୀର ପ୍ରଶଂସା କରିଥିଲେ । ପୂର୍ବ ଦିନ ବିନିକା ପୁଲିସ ତରଫରୁ ବ୍ୟାପକ ଭାବରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ପରିପେକ୍ଷିରେ ଜିଲ୍ଲାର କୋଣ ଅନୁକୋଣରେ ବୁଲୁଥିବା ସାଇବର ସୁରକ୍ଷା ଅଭିଯାନ ରଥକୁ ଭୃୟସି ପ୍ରଶଂସା ସହିତ ରାଜ୍ୟ ସରକାର୍ ତଥା ପୋଲିସ ବିଭାଗକୁ ଧନ୍ୟବାଦ୍ ଦେଇ ଥିଲେ l ସେହିପରି ଗତ କାଲି ଲଛିପୁର ଅନ୍ତର୍ଗତ ପଂଚାୟତ କଲେଜ ଲଛିପୁରରେ ଆଜି ଡ଼ି ଏସ ପି ଶ୍ରୀ ଚନ୍ଦ୍ର ଶେଖର ଶବର ଯୋଗଦେଇ କଲେଜର ଛାତ୍ର ଛାତ୍ରୀ ଙ୍କୁ ସାଇବର ଠକ ଙ୍କ ଶିକାର ହେଲେ 1930 କୁ ତୁରନ୍ତ ଯୋଗାଯୋଗ କରି ତାହାକୁ ଉଚିତ୍ ଜବାବ ଦେବାକୁ ଉପଦେଶ ଦେଲେ ଥିଲେ l ଓ ଅପରାହ୍ନରେ ଭୀମ ଭୋଇ ଆଶ୍ରମ ସ୍କୁଲ୍ ଖଲିଆପାଲି ରେ ସାଇବର ସଚେତନତା କୁଇଜ୍ କାର୍ଯକ୍ରମ ଅନୁଷ୍ଟିତ କରାଯାଇ ପ୍ରତିଭାଗୀଙ୍କୁ ପୁରସ୍କାର ବିତରଣ କରାଯାଇ ଥିଲା l ଏହି କାର୍ଯ୍ୟକ୍ରମ କୁ ଉଲୁଣ୍ଡା ଠାରେ ଆଇ ଆଇ ସି ପଞ୍ଚାନନ ନାଏକ , ଏସ ଆଇ ସରୋଜ ପାଣିଗ୍ରାହି , ଲଛିପୁର ଠାରେ ଆଇଆଇସି ସୋଭାକର ସେଠୀ ପ୍ରମୁଖ ସଂଯୋଜନା କରିଥିବା ବେଳେ ହାବିଲଦାର ମନୋଜ୍ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଅଙ୍ଗନୱାଡ଼ି ଦିଦି ଆଶା ତଥା ମିଶନ ଶକ୍ତି ଓ ଉଲୁଣ୍ଡା, ବିନିକା

ଓ ଲଛି ପୁର ଓ ତରଭା ର ଥାନା ର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ । ଆସନ୍ତା କାଲି ସୁବର୍ଣ୍ଣପୁର ସହର ରେ ଜିଲ୍ଳା ପୋଲିସ ପକ୍ଷ ରୁ ସ୍କୁଲ, କଲେଜ, ସ୍ବେଛାସେବୀ ସଂଗଠନ ମାନଙ୍କୁ ନେଇ ସାଇବର ସୁରକ୍ଷା ସଚେତନତା ଉପରେ ଏକ ମାରାଥନ କାର୍ଯ୍ୟକ୍ରମ ର ଆୟୋଜନ ହେବାକୁ ଥିବା ଆଗୁଆ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like