-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ

07-Oct-2023



ପାଟଣାଗଡ଼/ବେଲପଡ଼ା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଯୁବା ଗାଁ ରେ ଆଜି ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଦିବାସୀ ମାନଙ୍କ ପାରମ୍ପାରିକ ବାଦ୍ୟ, ଅସ୍ତ୍ର ଶସ୍ତ୍ର ଧରି  ମୁଖ୍ୟ ଅତିଥି ଆଦିବାସୀ ସଂଘ ରପଶ୍ଚିମ ଓଡ଼ିଶା ମହାଶଚିବ ତଥା ରାଜ୍ୟ ସଭା ସାଂସଦ ଶ୍ରୀ ଯୁକ୍ତ ନିରଞ୍ଜନ ବିଶି ଙ୍କ ସହ ଅନ୍ୟାନ୍ୟ ଅତିଥି ମାନଙ୍କୁ ସମ୍ମାନେ ଯୁବା ଗାଁ ର ପଞ୍ଚାୟତ କାର୍ଯ୍ୟାଳୟ ପଛପଟେ ଥିବା ଆମ୍ବ ତୋଟା ଠାରେ ହୋଇଥିବା ମଞ୍ଚକୁ ପାଛୋଟି ଆଣିଥିଲେ। ଛୋଟ ଛୋଟ ଆଦିବାସୀ ଝିଅଙ୍କ ଦ୍ବାରା ଆଦିବାସୀ  ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ ଜଣାଇଥିବା ବେଳେ କୁନି ଝିଅ ମାନଙ୍କ ଦ୍ଵାରା ଆଦିବାସୀ ପାରମ୍ପରିକ ସଂଗୀତ ଗାୟନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ନିରଞ୍ଜନ ବିଶି ମଞ୍ଚାସୀନ ଥିବା ବେଳେ ସମ୍ମାନିତ ଅତିଥି ଭାବେ ବାଲକୃଷ୍ଣ ଶବର ସମ୍ପାଦକ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ସଂଘ, ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ସଭାପତି ଶ୍ୟାମ ସୁନ୍ଦର ଭୋଇ, ନୂଆପଡ଼ା ଜିଲ୍ଲା କାର୍ଯ୍ୟ କାରିଣୀ ସଭାପତି ଭାନୁପ୍ରତାପ ସିଂ ମାଝୀ ,ଜିଲ୍ଲା ଆଦିବାସୀ ସଂଘ ର କୋଷାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ତୁମନିଆ,ରସିକ ଧରୁଆ ବେଲପଡା ବ୍ଳକ ସଭାପତି ଆଦିବାସୀ ସଂଘ, ସନ୍ତୋଷ ପୁଟା ଆଦିବାସୀ ବ୍ଳକ ସଭାପତି ସଇଁତଳା, ଚନ୍ଦ୍ରଶେଖର ବରିହା

ଖପ୍ରାଖୋଲ ବ୍ଳକ ସଭାପତି, ବ୍ରଜମୋହନ ବିଶୋଇ ଅଧ୍ୟକ୍ଷ ସ୍ବତନ୍ତ୍ର ଉନ୍ନୟନ ପରିଷଦ, ଭୁବନେଶ୍ୱର ଧରୁଆ କାର୍ଯକାରୀ ସଭାପତି ଆଗଲପୁର, ରାଜୀବ କୁଅଁର ମୁରିବାହାଲ ବ୍ଳକ ସଭାପତି, ମନୋରଞ୍ଜନ ଭୋଇ ବଙ୍ଗୋମୁଣ୍ଡା ବ୍ଳକ ସଭାପତି,ଚୌବନ କିଶୋର ମାଝୀ ତୁରେକେଲା ବ୍ଲକ ସଭାପତି, ସୁରଥ ଧରୁଆ ଦେଓଗାଁ ବ୍ଲକ ସଭାପତି, ସାରଥୀ ବାଗ ସମ୍ପାଦକ ପାଟଣାଗଡ଼ ବ୍ଳକ, ଭୁବନେଶ୍ୱର କୁଅଁର ପାଟଣାଗଡ଼ ବ୍ଳକ ସଭାପତି,ଧରମ ସିଂ ଉପଦେଷ୍ଟା ଖପ୍ରାଖୋଲ ବ୍ଳକ, ଟଙ୍କଧର ଧରୁଆ ସମ୍ପାଦକ ସଇଁତଳା ବ୍ଳକ, ଜୟରାମ ଶବର ଉପଦେଷ୍ଟା ନୂଆପଡ଼ା, ଗୋପାଳ ପଧାନ ସମ୍ପାଦକ ଲୋଇସିଂହା ବ୍ଳକ ପ୍ରମୁଖ ମଞ୍ଚାସୀନ ଥିଲେ। ସମସ୍ତ ଅତିଥି ମାନେ ଆଦିବାସୀ ପରମ୍ପରାକୁ ବଜାୟ ରଖିବା ସହ ଜଙ୍ଗଲ ଜମିକୁ ସୁରକ୍ଷା ଦେବା ପାଇଁ ନିଜ ନିଜ ବକ୍ତବ୍ୟ ରେ ଉପସ୍ଥାପନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଯୁଗ୍ମ ସମ୍ପାଦକ ଗିରିଧାରୀ ଭୋଇ ମଞ୍ଚ ପରିଚାଳନା କରୁଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ। ଅଭିଭାଷଣ ସରିବା ପରେ ପରେ ଆଦିବାସୀ ଝିଅଙ୍କ ଦ୍ବାରା ନୃତ୍ୟ ପରିବେଷଣ କରାଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026

You Might Also Like