-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ୬୯ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

07-Oct-2023



ବଲାଙ୍ଗିର :  ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ  ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଅମରାବତୀ ଇକୋ କ୍ଲବ ଓ ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ୬୯ ତମ ବନ୍ୟପ୍ରାଣୀ ସପ୍ତାହ  ପାଳିତ ହୋଇଯାଇଛି ।  ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ  ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ପ୍ରକୃତିବନ୍ଧୁ  ଶିକ୍ଷକ ତଥା ରେଡକ୍ରସ କର୍ମୀ ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ ।

ପରିବେଶୀୟ ସନ୍ତୁଳନ ପାଇଁ ପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଅପରିହାର୍ଯ୍ୟ। ମୁଖ୍ୟତଃ ଜଙ୍ଗଲରେ ରହୁଥ‌ିବା ପ୍ରାଣୀଙ୍କ ଯୋଗୁଁ ଜୈବ ବିବିଧତା ବଜାୟ ରହିଥାଏ। ଜଙ୍ଗଲ ବିନା ଜଳବାୟୁ ପରିବର୍ତ୍ତନର ଆଶଙ୍କା ଅଧିକ। ତେବେ ପୃଥ‌ିବୀର ସ୍ଥାୟିତ୍ଵ ପାଇଁ ଗୁରୁତ୍ବପୂର୍ଣ୍ଣ ସାବ୍ୟସ୍ତ ହେଉଥ‌ିବା ପ୍ରାଣୀଙ୍କ ସୁରକ୍ଷା ଲାଗି ପ୍ରତିବର୍ଷ ଅକ୍ଟୋବରରେ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇଥାଏ। ଲଗାତାର ଜଙ୍ଗଲ କଟା ଯୋଗୁ ବାସସ୍ଥଳ ଅଭାବରୁ ବହୁ ପ୍ରଜାତୀର ପ୍ରାଣୀ ଲୋପପାଇବା ଆଶଙ୍କା ବଢ଼ିଲାଣି। ପ୍ରାଣୀଙ୍କ ବିକାଶ ଲକ୍ଷ୍ୟ ନେଇ ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରିବା ମୁଖ୍ୟ ଉଦ୍ଦେଶ୍ୟ ବୋଲି ଉପସ୍ଥିତ ସାମ୍ମାନୀତ ଅତିଥି ଗଣ ମତବ୍ୟକ୍ତ କରିଥିଲେ ।

ସପ୍ତାହ ବ୍ୟାପି ହୋଇଥିବା ବିଭିନ୍ନ ଦିନରେ ଆଲୋଚନା ଚକ୍ର, ପ୍ରତିଯୋଗୀତା, ସଚେତନତା ଶୋଭାଯାତ୍ରା, ବୃକ୍ଷରୋପଣ ଆଦି  ଭିନ୍ନଭିନ୍ନ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ବିଭିନ୍ନ ପ୍ରତିଯୋଗୀତାରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ଲିଙ୍ଗରାଜ ନନ୍ଦ, ସମୀର ସେଠୀ, ଦୀପକସେନ ଧରୁଆ, ଶିକ୍ଷୟିତ୍ରୀ  ରେଣୁକା ସାହୁ, କାନ୍ତି  ଭୋଇ, ଦ୍ରୋପଦୀ ଭୋଇ, ଛାତ୍ରଛାତ୍ରୀ ତଥା ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ବିଜ୍ଞାନ ଶିକ୍ଷକ କୃପାସିନ୍ଧୁ ମିଶ୍ର ପରିଚାଳନା କରିଥିଲା ବେଳେ ଶିକ୍ଷକ ସୁଦର୍ଶନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026

You Might Also Like