-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଅପରିହାର୍ଯ୍ୟ : ବନ୍ୟପ୍ରାଣୀ ସପ୍ତାହ

07-Oct-2023



ବୌଦ୍ଧ :  ୬୯ ତମ ବନ୍ୟପ୍ରାଣୀ ସପ୍ତାହ  ବୌଦ୍ଧ ଜିଲ୍ଲା କଣ୍ଟାମାଳ  ବ୍ଲକ ଅନ୍ତର୍ଗତ  କଣ୍ଟାମାଳ ସରକାରୀ   ଉଚ୍ଚ ବିଦ୍ୟାଳୟ ପରିସରର  ଜୁନିୟର ରେଡକ୍ରସ  ଓ  ଇକୋ କ୍ଲବ ତରଫରୁ ପାଳିତ ହୋଇଯାଇଛି ।  ବିଦ୍ୟାଳୟର ପ୍ରଧାନଶିକ୍ଷକ  ପ୍ରକାଶ କୁମାର ପ୍ରଧାନଙ୍କର ପ୍ରତ୍ୟକ୍ଷ  ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଜୁନିୟର  ରେଡକ୍ରସ କାଉନସେଲର ବନମାଳୀ ମେହେର ସଂଯୋଜନା କରିଥିଲେ । ପରିବେଶୀୟ ସନ୍ତୁଳନ ପାଇଁ ଉଭୟ  ବନ୍ୟଜନ୍ତୁ ଓ ବୃକ୍ଷଲତାର  ଆବଶ୍ୟକତା ରହିଛି, ବୃକ୍ଷ ଓ  ପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଅପରିହାର୍ଯ୍ୟ। ମୁଖ୍ୟତଃ ଜଙ୍ଗଲରେ ରହୁଥ‌ିବା ପ୍ରାଣୀଙ୍କ ଯୋଗୁଁ ଜୈବ ବିବିଧତା ବଜାୟ ରହିଥାଏ।

ଜଙ୍ଗଲ ବିନା ଜଳବାୟୁ ପରିବର୍ତ୍ତନର ଆଶଙ୍କା ଅଧିକ। ତେବେ ପୃଥ‌ିବୀର ସ୍ଥାୟିତ୍ଵ ପାଇଁ ଗୁରୁତ୍ବପୂର୍ଣ୍ଣ ସାବ୍ୟସ୍ତ ହେଉଥ‌ିବା ପ୍ରାଣୀଙ୍କ ସୁରକ୍ଷା ଲାଗି ପ୍ରତିବର୍ଷ ଅକ୍ଟୋବରରେ  ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇଥାଏ। ଲଗାତାର ଜଙ୍ଗଲ କଟା ଯୋଗୁ ବାସସ୍ଥଳ ଅଭାବରୁ ବହୁ ପ୍ରଜାତୀର ପ୍ରାଣୀ ଲୋପପାଇବା ଆଶଙ୍କା ବଢ଼ିଲାଣି। ପ୍ରାଣୀଙ୍କ ବିକାଶ ଲକ୍ଷ୍ୟ ନେଇ ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରିବା ମୁଖ୍ୟ ଉଦ୍ଦେଶ୍ୟ ବୋଲି ଉପସ୍ଥିତ  ଅତିଥି ଗଣ ମତବ୍ୟକ୍ତ କରିଥିଲେ । ସପ୍ତାହ ବ୍ୟାପି ହୋଇଥିବା ବିଭିନ୍ନ ଦିନରେ ଆଲୋଚନା ଚକ୍ର, ପ୍ରତିଯୋଗୀତା,  ବୃକ୍ଷରୋପଣ ଆଦି  ଭିନ୍ନଭିନ୍ନ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ବିଭିନ୍ନ ପ୍ରତିଯୋଗୀତାରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ମନ ରଞ୍ଜନ ପ୍ରଧାନ, ଆଲୋକ ପରଡିଆ, ଶିକ୍ଷୟିତ୍ରୀ ଏମ. ମାଧୁରୀ ଦୋରା, ଗୀତାଞ୍ଜଳି ପ୍ରଧାନ, ସୁପ୍ରିୟା ପ୍ରିୟଦର୍ଶିନୀ ତଥା ଛାତ୍ରଛାତ୍ରୀ  ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଇକୋ କ୍ଲବ ଶିକ୍ଷକ ସୁଜିତ୍ କୁମାର ତରୀଆ ପରିଚାଳନା କରିଥିଲା ବେଳେ ଶିକ୍ଷକ ଦୁଷ୍ମନ୍ତ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like