-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଏକ୍ସନ ମୋଡ଼ ରେ ସୁବର୍ଣ୍ଣପୁର ଏସପି

08-Oct-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)ବିଗତ ଦିନରେ ଜିଲ୍ଲା ର ଉଲୁଣ୍ଡା ଥାନା ର ମହିଳା ଏଏସଆଇ ଙ୍କ ସ୍କୁଟିରେ ଗଞ୍ଜେଇ ଚୋରା ଚାଲାଣ କୁ ନେଇ ବହୁ ବିବାଦ ରେ ଥିବା ଏ ଏସ ଆଇ ସ୍ମିତାରାଣୀ ଦାସ ଙ୍କୁ  ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା  ଗତ କାଲି ସଦର ରିଜର୍ଭ କୁ ସ୍ଥାନାନ୍ତରିତ କରିଥିବା ବେଳେ ହୋମଗାର୍ଡ ରାଜ କୁମାର ପ୍ରଧାନ ଙ୍କ ନାମରେ ଉଲୁଣ୍ଡା ଥାନା ରେ ଥିବା ଏକ ସମ୍ବେଦନଶୀଳ ମାମଲାକୁ ନେଇ ଏସପି  ଗତ କାଲି ଶ୍ରୀ ପଧାନ ଙ୍କୁ ମଧ୍ୟ କାର୍ଯ୍ୟାନ୍ତର ନିର୍ଦ୍ଧେଶ କରିଛନ୍ତି । ସୁବର୍ଣ୍ଣପୁର ଏସ ପି ଶ୍ରୀ ପଣ୍ଡା  ଗୃହରକ୍ଷୀ ଶ୍ରୀ ପ୍ରଧାନ ଙ୍କ ପ୍ରତି ଗ୍ରହଣ କରିଥିବା ଏଇ କଡ଼ା ଏକ୍ସନ କୁ ବୁଦ୍ଧଜୀବୀ ସ୍ବାଗତ କରିଥିବା ବେଳେ ମହିଳା ଏଏସଆଇ ଙ୍କ ମାଲିକାନା ନାମରେ ଥିବା ସ୍କୁଟିରେ ଗଞ୍ଜେଇ ଚୋରା ଚାଲାଣ କୁ ନେଇ କିଛି ଦିନ ଆଗରୁ ଖୁଲାସା ହୋଇଥିବା ବା ଉକ୍ତ ଘଟଣାରେ ଲିଙ୍କ ଥିବା ମହିଳା କର୍ମଚାରୀ ଙ୍କ ପ୍ରତି  ଏସପି ଙ୍କ କେବଳ ସ୍ଥାନାନ୍ତରିତ ବିଷୟ କିନ୍ତୁ ସହର ତଥା ଜିଲ୍ଲା ରେ ନାନା ଚର୍ଚ୍ଚା ସୃଷ୍ଟି ହୋଇଛି ଏବଂ ସାଧାରଣ ଜନତା ଙ୍କୁ  ଆଦୌ ସନ୍ତୁଷ୍ଟ କରି ପାରିନି l  ଆହୁରି ବି ଚର୍ଚ୍ଚା ହେଉଛି ଯେ  ମହିଳା କର୍ମଚାରୀ ଙ୍କ ଗତି ଵିଧି  ଉପରେ କଡା ନଜର ରଖିବା ପାଇଁ ଜିଲ୍ଲା ସଦର ମହକୁମା କୁ ସ୍ଥାନାନ୍ତର କରାଯାଇଛି l ଏ ଘଟଣା ରେ କିନ୍ତୁ  ଖୁବ ଉତ୍କଣ୍ଠା ଭରି ରହିଥିବା ଅନୁମାନ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like