-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ସଂସ୍କୃତି ହିଁ ଦେଶକୁ ମହାନ କରିଛି: ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି

08-Oct-2023



ବଲାଙ୍ଗିର , ( ପ୍ରେରଣା ଖବର ) :    ଦେଓଗାଁ ବ୍ଲକ ବନ୍ଧପଡା ପଞ୍ଚାୟତ ଆନ୍ତର୍ଲା ଗାଁ ରେ  ଆଦିବାସୀ ମହାମେଳି ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ଆଦିବାସୀ ମାନେ ପାରମ୍ପରିକ ବେଶଭୁଷା ରେ ନାଚି ନାଚି ଅନ୍ତର୍ଲା ଗାଁ ପରିକ୍ରମା କରିଥିଲେ l ଗାଁ ରେ ପୂଜାପାଉଥିବା କାନ୍ଦୁଲ ବୁଢ଼ା, ଡ଼ଙ୍ଗର ବୁଢ଼ା,ମାଉଲି,ମାଆ ଚଣ୍ଡୀ, ମହାଦେବ ମନ୍ଦିର ଦର୍ଶନ କରିଥିଲେ l  ପରେ ଚଣ୍ଡୀ ପୀଠ ପ୍ରାଙ୍ଗଣରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର୍ଯ୍ୟକାରୀ ସଭାପତି ସୁରଥ ଧରୁଆ ଙ୍କ ସଭାପତିତ୍ୱ ରେ ସଭା ଅନୁଷ୍ଠିତ ହୋଇଥିଲା l ସଭା ରେ ମୁଖ୍ୟ ଅତିଥି ଭବରେ ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଯୋଗଦେଇଥିଲେ l ଅନ୍ତର୍ଲା ଗାଁ ର ଦେବୀ ଶ୍ରୀ ଚଣ୍ଡୀ, ଶିବ, ମାଉଲି,  କାନ୍ଦୁଲ ବୁଢ଼ା, ଡ଼ଙ୍ଗର ବୁଢ଼ା ଙ୍କ ଦେହେରୀ, ଝାଙ୍କର, ପୁଝାରୀ ସହରା ଏବଂ କନ୍ଧ ଆଦିବାସୀ କରିଥିବା ରୁ ଅଭିନନ୍ଦନ ଜଣାଇଥିଲେ l ଆଦିବାସୀ ମାନଙ୍କ ଆଦିମ ସଂସ୍କୃତି, ଦେବଦେବୀ ପୂଜା ପଦ୍ଧତି, ଯାନିଯାତ୍ରା, ପର୍ବପର୍ବାଣି, ସାମାଜିକ ପ୍ରଥା ପରମ୍ପରା, ପୁରାଣ ବର୍ଣିତ ଶ୍ରାବଣl ଶବରୀ, ଜାରା ଶବର, ବିଶ୍ୱାବସୁ ଶବର,ବାରଭାଇ ବେଣ୍ଟକlର, ବିଷୟରେ ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ l ଆଦିବାସୀ ମାନେ ସ୍ୱାଧୀନ, ସ୍ୱତନ୍ତ୍ର, ସ୍ୱାଭିମାନୀ l

ସ୍ୱାଧୀନତା ସଂଗ୍ରାମ ରେ ଆଦିବାସୀ ନେତା ରେଣ୍ଡୋ ମାଝି, ଧରମ ସିଂ ମାନ୍ଧାତା ମାଝି,ମାଧୋ ସିଂ ବରିହା, କୁଞ୍ଜଳ ସିଂ, ଐରୀ ସିଂ, ବୈରୀ ସିଂ, ସୁରେନ୍ଦ୍ର ସାଏ, ଲକ୍ଷ୍ମନ ନାଏକ,ତାନ୍ତିଆ ଭୀଲ,ଚକରା ବିଶୋଇ ଙ୍କ ଭୂମିକା,ବଳିଦାନ, ଅବଦାନ  ବୀରଗାଥା ସମ୍ବନ୍ଧରେ ମଧ୍ୟ ରାଜ୍ୟସଭା ସାଂସଦ ଶ୍ରୀ ବିଶି ପ୍ରଶଂସା କରିଥିଲେ l ଓଡିଶା ସରକାର ଙ୍କ ଜନକଲ୍ୟାଣକାରି ଧାର୍ମିକ ପୀଠ ଗୁଡିକ ର ସୌନ୍ଦର୍ଯ୍ୟ କରଣ, ସୁରକ୍ଷା, ମରାମତି କାର୍ଯ୍ୟ ପାଇଁ ପାଣ୍ଠି ପ୍ରଦାନ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନଶକ୍ତି ଯୋଜନା, କାଳିଆ ବଳିଆ ଯୋଜନା, ମହିଳା ସଶକ୍ତିକରଣ ଯୋଜନା, ସ୍କୁଲ ରୁପାନ୍ତରିକରଣ, ଶ୍ରମିକ କଲ୍ୟାଣ ଯୋଜନା, କଳାକାର ସହାୟତା ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ l ବଲାଙ୍ଗିର ଜ଼ିଲ୍ଲା କୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ରେ ସାମିଲ କରି ଜ଼ିଲ୍ଲା ର ଆଦିବାସୀ ମାନଙ୍କ କଳା, ସଂସ୍କୃତି, ଐତିହ୍ୟ, କ୍ରୀଡା, ର ବିକାଶ, ସୁରକ୍ଷା, ପୁନଃରୁଦ୍ଧାର, ପ୍ରଚାର ପ୍ରସାର କ୍ଷେତ୍ରରେ ସୁଯୋଗ ସୃଷ୍ଟି କରିଥିବାରୁ ଆଦିବାସୀ ନେତାମାନେ ଓଡିଶା ସରକାର ଙ୍କୁ ଧନ୍ୟବାଦ ଜଣାଇଥିଲେ     ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ l କାର୍ଯ୍ୟକ୍ରମ ରେ ପlଳେଶ୍ୱର ଭୋଇ, ବିରଞ୍ଚି କୁଅଁର, ପୂର୍ବତନ ଜ଼ିଲ୍ଲା ପରିଷଦ ସଭ୍ୟ ଅଶୋକ ଭୋଇ, ବିଂଝାଲ ସମାଜର ସଭାପତି ମଦନ ବରିହା, ଘlଟୁଲ ଗୌନ୍ତିଆ ଦୟାନିଧି ଝାଙ୍କର ପ୍ରମୁଖ ଉଦବୋଧନ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like