-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ, ସମସ୍ତ ୨୧ ଟି ୱାର୍ଡରେ ଥିବା ସମସ୍ୟା, ପୌର ସଂସ୍ଥା ସହ ଆଲୋଚନା

08-Oct-2023



ବଲାଙ୍ଗୀର(ପ୍ରେରଣା ଖବର)- ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବଲାଙ୍ଗିର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ ସଭାପତି ଇଂ. ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟତଃ ବଲାଙ୍ଗିର ପୌରାଞ୍ଚଳରେ ଥିବା ବିଭିନ୍ନ ସମସ୍ୟାକୁ ନେଇ କମିଟିର ପ୍ରତିନିଧିମାନଙ୍କ ସହ ପୌର ସଂସ୍ଥା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ନେଇ ଏକ ଆଲୋଚନା ହେବା ପାଇଁ ନିଷ୍ପତ୍ତି ହୋଇଛି ।

ସେହିପରି କମିଟି ତରଫରୁ ଏକ ସ୍ମରଣିକା ପ୍ରକାସ ପାଇବା, ନୂତନ ସଭ୍ୟ ଗ୍ରହଣ କରିବା ଇତ୍ୟାଦି ସମ୍ବନ୍ଧରେ ଆଲୋଚନା ହୋଇଥିଲା । ସାଧାରଣ ସଂପାଦକ ମନୋରଂଜନ ସାହୁ ସଭାକୁ ପରିଚାଳନା କରି ନୂତନ ସଭ୍ୟମାନଙ୍କୁ ନାଗରିକ କମିଟିର ଅତୀତର ଉପଲବ୍ଧି ସହ ଉଦ୍ଦେଶ୍ୟ ଓ କର୍ତ୍ତବ୍ୟ ସମ୍ବନ୍ଧରେ ସୂଚନ ଦେଇଥିଲେ । ଆଲୋଚନାରେ ଗଜେନ୍ଦ୍ର ଭମର, ଜୟରାମ ମିଶ୍ର, କିଶୋର ମୋହନ ମିଶ୍ର, ଗୋପଭୂଷଣ ନାଥ, ଅଶୋକ ମିଶ୍ର, ଧର୍ମବ୍ରତ ରଥ,

ଗୋପବନ୍ଧୁ ପୁରୋହିତ, ପ୍ରଶାନ୍ତ ପଟ୍ଟନାୟକ, ସରୋଜ ଚୋପଦାର, ଦିବାକର ହୋତା ପ୍ରମୁଖ ଅଂଶଗ୍ରହଣ କରିଥିଲେ । ନୂତନ ସଭ୍ୟ ରୂପେ ଲୋକନାଥ ନେପାକ, ସୁବାଷ ଚନ୍ଦ୍ର ଶତପଥି, ସୁବାଷ ଚନ୍ଦ୍ର ଦାଶ, କୃପାସିନ୍ଧୁ ମିଶ୍ର, ନରେନ୍ଦ୍ର ଆଚାର୍ଯ୍ୟ, ସନ୍ତୋଷ କୁମାର ତ୍ରିପାଠି, ବିଭୁତି ଭୂଷଣ ତ୍ରିପାଠି, ଅଶୋକ ରଣା ଓ କିଶୋର କୁମାର ପୁରୋହିତଙ୍କୁ ଗ୍ରହଣ କରାଯାଇଥିଲା । କମିଟିର ଉପ-ସଭାପତି ନିତ୍ୟାନନ୍ଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like